ମୟୂରଭଞ୍ଜ

ଜମ୍ଭୀରା ପ୍ରକଳ୍ପର ସମୀକ୍ଷା କଲେ ସରୋଜିନୀ, କାର୍ଯ୍ୟ ଶେଷ କରିବା ଉପରେ ଗୁରୁତ୍ୱ

ବାରିପଦା ଅଫିସ,୩୧ା୮-ବାରିପଦା ସହରର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସଭା ସଦସ୍ୟା ସରୋଜିନୀ ହେମ୍ବ୍ରମ ଜମ୍ଭୀରା ଜଳ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଛନ୍ତି।…

7 years ago

୧୧୪ ବର୍ଷର ପୌର ପରିଷଦ, ନାହାନ୍ତି ସ୍ଥାୟୀ ଅଧିକାରୀ

ବାରିପଦା ଅଫିସ,୩୧।୮- ୧୧୪ ବର୍ଷର ସର୍ବପୁରାତନ ବାରିପଦା ପୌର ପରିଷଦର ଏକ ସ୍ବାତନ୍ତ୍ର୍ୟ ରହିଛି। ଏହି ପୌର ପରିଷଦରେ ଉତ୍କଳମଣି ଗୋପବନ୍ଧୁ ଦାସ ଉପାଧ୍ୟକ୍ଷ ଭାବେ କାର୍ଯ୍ୟ…

7 years ago

ଛାତ୍ରୀଙ୍କ ମୃତ୍ୟୁ ନେଇ ଉତ୍ତେଜନା

କପ୍ତିପଦା,୩୦।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧିନସ୍ଥ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀନିବାସରେ ଜଣେ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତା ଛାତ୍ରୀ ଜଣକ ହେଲେ ଦଓ୍ବୋନବାହାଳୀ…

7 years ago

ଶିକ୍ଷକ ନିଯୁକ୍ତି ଦାବିରେ ବିଇଓ କାର୍ଯ୍ୟାଳୟରେ ଧାରଣା

ବଡ଼ସାହି,୩୦ା୮(ସ୍ବ.ପ୍ର)-ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିରେ ଗୁରୁବାର ପୂର୍ବାହ୍ନରେ ବଡ଼ସାହି ବ୍ଲକ ଶିକ୍ଷାଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାଳଗାଁ ପଞ୍ଚାୟତର ପାଳପାଟଣା ଗ୍ରାମବାସୀ ଧାରଣା ଦେଇଥିଲେ। ଗ୍ରାମରେ ଥିବା…

7 years ago

ମୟୂରଭଞ୍ଜ ଚିତ୍ରକଳା ପ୍ରଦର୍ଶନୀ ସରିଲା

ବାରିପଦା ଅଫିସ,୩୦ା୮- ମୟୂରଭଞ୍ଜ ଫାଉଣ୍ଡେଶନ ପକ୍ଷରୁ ବେଲଗଡିଆ ରାଜ ପ୍ରାସାଦରେ ଅନୁଷ୍ଠିତ ହେଉଥିବା ଚିତ୍ରକଳା ପ୍ରଦର୍ଶନୀ ଉଦଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୟୂରଭଞ୍ଜ ଏମପି ବିଶେଶ୍ୱର ଟୁଡୁ,…

7 years ago

ବାରିପଦା ବିଦ୍ୟୁତ୍‌ ଡିଭିଜନ ଜାଲ୍‌ ଚେକ୍‌ରେ ଟାର୍ଗେଟ ପୂରଣ ଘଟଣା: ରେଭିନ୍ୟୁ କ୍ୟାଶିୟରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ବାରିପଦା ଅଫିସ,୩୦।୮- ବିଦ୍ୟୁତ ବିଲ୍‌ ଆଦାୟ ଟାର୍ଗେଟ ପୂରଣ ପାଇଁ ବାରିପଦା ବିଦ୍ୟୁତ୍‌ ଡିଭିଜନର କେତେକ ଅଧିକାରୀ ବିଭାଗକୁ ଜାଲ୍‌ ଚେକ୍‌ ଦେଇ ପ୍ରଶଂସା ସାଉଁଟୁ ଥିଲେ।…

7 years ago

ଦୁର୍ଘଟଣା ପରେ ଡ଼ମ୍ପର ଚାଳକଙ୍କୁ ମାଡ଼ ମାରିବା ଘଟଣା : ୭ ଗ୍ରାମବାସୀଙ୍କୁ ଗିରଫ କଲା ପୋଲିସ

ରାଇରଙ୍ଗପୁର,୨୯ା୮(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଏକ ଦୁର୍ଘଟଣାକୁ ନେଇ ଡମ୍ଫର ଚାଳକ ବିଶ୍ୱନାଥ ହଁାସଦାଙ୍କୁ ମାଡ଼ ମାରିବା ଓ ଲୁହାଖଣି ମାଲିକଙ୍କ…

7 years ago

ବାରିପଦା ଆର୍‌ପିଏଫ୍‌ ଥାନାରେ ସିବିଆଇ ଟିମ୍‌: ଇନ୍ସପେକ୍ଟର ଓ କନେଷ୍ଟବଳ ଅଟକ

ବାରିପଦା ଅଫିସ,୨୮ା୮: ମୟୂରଭଞ୍ଜ ଜିଲା ବାରିପଦା ଆରପିଏଫ ଥାନାରେ ସିବିଆଇ ପକ୍ଷରୁ ବୁଧବାର ସନ୍ଧ୍ୟାରେ ଚଢ଼ାଉ କରାଯାଇଛି । ୨ ଜଣ ଡ଼ିଏସପି ଓ ୭ ଜଣ…

7 years ago

ବେତନଟୀ ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଦୋଷୀ ଯୁବକଙ୍କୁ ଫାଶୀ

ବାରିପଦା ଅଫିସ,୨୮ା୮- ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ମୟୂରଭଞ୍ଜ ଅତିରିକ୍ତ ଜିଲା ଦୌରାଜଜ ବୁଧବାର ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ପ୍ରଦାନ କରିଛନ୍ତି।…

7 years ago

ଶିମିଳିପାଳ ଜଙ୍ଗଲରୁ ୨ ଶିକାରୀ ଗିରଫ: ମାଂସ, ଧନୁ, ତୀର ଜବତ

ଠାକୁରମୁଣ୍ଡା, ୨୮।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ମଣ୍ଡଳଝରୀ ବିଟ ଶିମିଳିପାଳ କମ୍ପାର୍ଟମେଣ୍ଟ ନଂ-୩ ସଂରକ୍ଷିତ ଜଙ୍ଗଲରୁ ସମ୍ବର ମାଂସ ସହ ୨ ଶିକାରୀଙ୍କୁ ବନ ବିଭାଗ…

7 years ago