ମୟୂରଭଞ୍ଜ

ଏକା ସାଙ୍ଗରେ ଡକାଡକି ହୋଇ ଚାଲିଗଲେ ଦାଦା-ପୁତୁରା

ବାରିପଦା,୧୭।୭: (ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ଉପକଣ୍ଠ ଦେଇ ଯାଇଥିବା ୧୮ନଂ. ଜାତୀୟ ରାଜପଥର ପାଲବଣିଠାରେ ସୋମବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

2 years ago

ହାତୀ ପାଇଁ ଖଞ୍ଜିଥିଲେ ବିଦ୍ୟୁତ୍‌ ତାର: ନିଜେ ଫସିଲେ…

ମୟୁରଭଞ୍ଜ,୧୫।୭:ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ନାକିଚୁଆଁ ଗାଁରୁ ଏକ ହାତୀର ମୃତଦେହ ମିଳିଥିଲା। ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ମୃତଦେହ ଜବତ କରି ଘଟଣାର ତଦନ୍ତ…

2 years ago

ବାରିପଦାର ଏକ ଘରୋଇ ହସ୍ପିଟାଲରେ ଲାଗିଲା ନିଆଁ

ବାରିପଦା,୧୫ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବାରିପଦା ଟାଉନ ଥାନା ଅନ୍ତର୍ଗତ ସାଇ…

2 years ago

୪ ବର୍ଷର ନାବାଳିକାଙ୍କୁ ୧୩ ବର୍ଷର ନାବାଳକଙ୍କ ବଳାତ୍କାର ଅଭିଯୋଗ

ମୋରଡ଼ା,୧୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜନୈକ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ହୋଇଥିବାର ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଉକ୍ତ ଥାନା ଅଧୀନ ଜଣେ…

2 years ago

ମିଳିଲା ହାତୀର ମୃତଦେହ: ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ସନ୍ଦେହ

ମୋରଡା,୧୩।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ଏକ ହାତୀର ମୃତଦେହ ମିଳିଛି। ଖବର ପାଇ ବନବିଭାଗ କର୍ମଚାରୀ ଘଟଣା ସ୍ଥଳରେ ମୃତଦେହ ଜବତ କରି…

2 years ago

ବସ୍‌-ଟ୍ରକ ଧକ୍କା: ଚାଲିଗଲା ୩ ଜୀବନ, ୨୦ ଆହତ

ବାରିପଦା,୧୩।୭: ମୟୁରଭଞ୍ଜ ଜିଲା ୧୮ ନମ୍ବର ଜାତୀୟ ରାଜପଥ ବେତନଟି ଥାନା ଅଧୀନ ବୁଢ଼ିଖମାର ଛକ ନିକଟରେ ଶନିବାର ଏକ ବସ୍‌-ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ…

2 years ago

ମା’ ମୋବାଇଲ ଫୋନ ନ ଦେବାରୁ ନାବାଳକଙ୍କ…

ମୋରଡ଼ା,୭।୭(ସ୍ମାରକ ମାଜୀ): ମୋବାଇଲ ଫୋନ ବ୍ୟବହାର କରିବାକୁ ମା’ ନ ଦେବାରୁ ଜଣେ ନାବାଳକ ଆତ୍ମହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଝିଙ୍କିରିଆ ଗ୍ରାମରେ…

2 years ago

ଭଞ୍ଜସେନାରେ ଯୋଗଦେଲେ ସୁନାରାମଙ୍କ ନାତୁଣୀ

ବାରିପଦା,୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରଥଯାତ୍ରା ଅବସରରେ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ଆଦିବାସୀ କଲ୍ୟାଣମନ୍ତ୍ରୀ ଭଞ୍ଜବୀର ସୁନାରାମ ସୋରେନଙ୍କ ନାତୁଣୀ ସୋନାଲୀ ସୋରେନ ଭଞ୍ଜସେନାରେ ଯୋଗଦାନ କରିଛନ୍ତି।…

2 years ago

ନବଯୌବନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଧର୍ମକ୍ଷେତ୍ର ରଥଯାତ୍ରା ଉପଲକ୍ଷେ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ତେବେ ଦେବସ୍ନାନ ପୂର୍ଣ୍ଣିମାଠାରୁ ୧୫ ଦିନ ଧରି…

2 years ago

ଘରକୁ ପଶିଗଲା ଟ୍ରକ୍‌: ଚାଲିଗଲା ବୃଦ୍ଧାଙ୍କ ଜୀବନ

ରାଇରଙ୍ଗପୁର,୬।୭: ମୟୁରଭଞ୍ଜ ଜିଲା ରାଇରଙ୍ଗପୁରରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ଟକ୍ର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘର ଭିତରକୁ ପଶି…

2 years ago