ମୟୂରଭଞ୍ଜ

କେନାଲରେ ବୁଡ଼ି ଗଲେ ୩ ନାବାଳକ

ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ ୮ରୁ…

2 years ago

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ଟର୍ଚ୍ଚ ମାରିଲେ ମାଉସୀ, ବାରିପଦା ସଭାରେ ରୋଚକ ଦୃଶ୍ୟ

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ…

2 years ago

ପୋଖରୀରୁ କୁନି ହାତୀ ଛୁଆର ମୃତଦେହ ଉଦ୍ଧାର କଲା ବନବିଭାଗ

ବାରିପଦା,୮।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ରେଂଜ ଅଞ୍ଚଳର ଏକ ପୋଖରୀ ଭିତରୁ ହାତୀ ଛୁଆର ମୃତଦେହକୁ ବନବିଭାଗ ଉଦ୍ଧାର କରିଛି। ତିନି-ଚାରି ଦିନ ପୁର୍ବରୁ…

2 years ago

୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ

ମୟୁରଭଞ୍ଜ,୭।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ କରିବାକୁ ପ୍ରସ୍ତୁତ ହେଉଥିଲା ବେଳେ ଆସନ୍ତା ପର୍ଯ୍ୟଟନ ଋତୁ ୨୦୨୪-୨୫ ପାଇଁ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବାକୁ…

2 years ago

ପରିବର୍ତ୍ତନ ଧାରାରେ ଅଫିମ ଚାଷୀ

ବାରିପଦା, ୪ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଦିନ ଥିଲା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଲୋକେ ଅଫିମ ଚାଷ କରୁଥିଲେ। ପୋଲିସ ହାତରେ ଧରାପଡ଼ିଯିବା ଆଶଙ୍କାରେ ଭୟାତୁର…

2 years ago

ସ୍କୁଲ ଛୁଟି କଲା ହାତୀ

ଉଦଳା,୨ା୧୦(ସନ୍ତୋଷ କୁମାର ବାଚ୍ଛିନୀ):ହାତୀ ଭୟରେ ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ କାଠୁଆବେଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ମଙ୍ଗଳବାର ଛୁଟି କରିଦିଆଯାଇଥିଲା। ବିଦ୍ୟାଳୟଠାରୁ ୫୦ ମିଟର ଦୂରରେ…

2 years ago

ଛେଳି ଗୁହାଳରେ ପିଲାଙ୍କ ଭବିଷ୍ୟତ

ଉଦଳା,୧ା୧୦(ସନ୍ତୋଷ କୁମାର ବାଚ୍ଛିନୀ): କାନ୍ଥରେ ଲେଖା ହୋଇଛି ବିଦ୍ୟାଳୟ ନାଁ । କାନ୍ଥ ସାଜିଛି କଳାପଟା ଆଉ ଚାଲିଛି ପାଠପଢ଼ା। ହେଲେ ଏହା ବିଦ୍ୟାଳୟ ନୁହେଁ, ଏକ…

2 years ago

କପିଳାସ ଗଲା ନରହନ୍ତା ହାତୀ

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ ଉତ୍ପାତ ଚଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍‌ ପରେ ଚିକିତ୍ସା ନିମନ୍ତେ ଢେଙ୍କାନାଳ ଜିଲାର କପିଳାସକୁ ପଠାଯାଇଛି।…

2 years ago

ରକ୍ତମୁଖା ହେଲା ଦନ୍ତା: ଶୋଇଥିବାବେଳେ ଘରୁ ଘୋଷାଡି ଆଣି ମହିଳାଙ୍କୁ ଦଳିଦେଲା

ବାରିପଦା,୨୬।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଂଜ ଜିଲା ବାରିପଦା ରେଞ୍ଜ ଅଧୀନ ରାଧିକାଶୋଳ ଗ୍ରାମରେ ଦନ୍ତା ଆକ୍ରମଣରେ ପୁଣି ଜଣକଙ୍କ ଜୀବନ ନେଇଛି। ରାତିରେ ଘରେ ପଶି ଶୋଇଥିବା…

2 years ago

ବିଦ୍ୟାଳୟ ଛାତରୁ ଖସିଲା ପ୍ଲାଷ୍ଟର: ଛାତ୍ର ଆହତ, ଧାରଣାରେ ବସିଲେ ଅଭିଭାବକ

ମୋରଡ଼ା,୨୫ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଝିଲିରୀବଣି ସରକାରୀ ପ୍ରାଥମିକ ବିଦ୍ୟାଳୟର ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟମାନେ ବୁଧବାର ଚିତ୍ରଡ଼ାସ୍ଥିତ…

2 years ago