ମୟୂରଭଞ୍ଜ

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ ଛାତ୍ରଙ୍କୁ…

2 months ago

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ ଉପରେ…

2 months ago

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…

2 months ago

ନିଜ ଘରେ ଦେଉଛନ୍ତି ଶିକ୍ଷା: ଉପାନ୍ତ ଅଞ୍ଚଳରେ ଶାଶୁ, ବୋହୂଙ୍କ ଅଙ୍ଗନଓ୍ବାଡି

ଉଦଳା,୩ା୧୨(ସନ୍ତୋଷ କୁମାର ବାଛିନୀ):ଅଙ୍ଗନଓ୍ବାଡିରେ ନା କରିଛନ୍ତି ଚାକିରି ନା ମିଳିଛି କର୍ମୀ ଦାୟିତ୍ୱ। ତଥାପି ନିଜ ଘରେ ଖୋଲିଛନ୍ତି ଏକ ସ୍ବତନ୍ତ୍ର ପାଠଶାଳା। ଘରଠାରୁ ୩ କି.ମି.…

2 months ago

ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ ଗ୍ରାମର…

3 months ago

ବାଲି ମାଫିଆଙ୍କ ଆକ୍ରମଣରେ ବେତନଟୀ ତହସିଲଦାରଙ୍କ କର୍ମଚାରୀ ଆହତ , ଦୁଇ ଗିରଫ

ବୈଶିଙ୍ଗା,୨୫|୧୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ତହସିଲଦାରଙ୍କ ଉପରେ ୧୮ ନଂ ଜାତୀୟ ରାଜପଥର ତୁଳସୀଚଉରା ନିକଟରେ ଚୋରା ବାଲି ଟ୍ରାକ୍ଟରକୁ ଅଟକାଇବା ଘଟଣାରେ ଉତକ୍ଷିପ୍ତ ହୋଇ…

3 months ago

ରାଜ୍ୟରେ ବଢ଼ିଲା ବାଘ ସଂଖ୍ୟା, ଶିମିଳିପାଳରେ ଏତିକିରେ ପହଞ୍ଚିଲା…

ବାରିପଦା,୨୫ା୧୧: ଚଳିତବର୍ଷ ରାଜ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏନେଇ ପିସିସିଏଫ୍‌ ପ୍ରେମ କୁମାର ଝା ସୂଚନା ଦେଇଛନ୍ତି। ଚଳିତ ବର୍ଷ ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି…

3 months ago

ବାରିପଦାରେ ଚାଞ୍ଚଲ୍ୟ: ପୋଖରୀରୁ ମିଳିଲା ନିଖୋଜ ଓକିଲଙ୍କ କାର, ପଚା ଗନ୍ଧରେ …

ବାରିପଦା,୨୪।୧୧(ନୀଳାଦ୍ରି ଦଣ୍ଡପାଟ): ସନ୍ଦେହଜନକ ଅବସ୍ଥାରେ ପୋଖରୀରୁ ନିଖୋଜ ଓକିଲଙ୍କ କାର ଉଦ୍ଧାର କରାଯଇଛି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବାରିପଦା ସାରସକଣା ଝାରପୋଖରିଆ ଥାନା ଉପରବେଢ଼ା…

3 months ago

ଜିନତ୍‌ ଶାବକଙ୍କ ଅପେକ୍ଷାରେ ଶିମିଳିପାଳ

ମହାରାଷ୍ଟ୍ରରୁ ମୟୂରଭଞ୍ଜର ଶିମିଳିପାଳ ଅଭୟାରଣ୍ୟକୁ ୨୦୨୪ରେ ଅଣାଯାଇଥିବା ମହାବଳ ବାଘୁଣୀ ଜିନତ୍‌ ଉପରେ ରହିଛି ସମସ୍ତଙ୍କ ନଜର। କାରଣ କିଛିଦିନ ତଳେ ପିସିସିଏଫ୍‌ ପ୍ରେମ କୁମାର ଝା…

3 months ago

ପୁଣି ଜନନୀ ଯନ୍ତ୍ରଣା: ଖଟିଆରେ ପ୍ରସବ କଲେ ଗର୍ଭବତୀ

ଉଦଳା,୨୨ା୧୧(ସନ୍ତୋଷ କୁମାର ବାଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ପଦ୍ମପୋଖରୀ ଗ୍ରାମରୁ ପୁଣି ଜନନୀ ଯନ୍ତ୍ରଣା ଖବର ସାମ୍ନାକୁ ଆସିଛି। ଜଣେ ଗର୍ଭବତୀ ପ୍ରସବ ଯନ୍ତ୍ରଣା ପାଉଥିବା…

3 months ago