ମୟୂରଭଞ୍ଜ

ସ୍ତ୍ରୀକୁ କଟୁରିରେ ହାଣିଲେ ସ୍ବାମୀ, ଖସି ପଳାଇଲା ବେଳେ ଧରିପକାଇଲେ ଗ୍ରାମବାସୀ

ମୋରଡା,୨୧।୧୨(ସ୍ମାରକ ମାଜୀ): ସ୍ତ୍ରୀକୁ କଟୁରିରେ ହାଣି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରସଗୋବିନ୍ଦପୁର ଥାନା ଅଧୀନ ନାଳଗଜା ଗ୍ରାମରେ ।…

2 years ago

ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି

ବାରିପଦା,୨୧ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ବାରିପଦା ଶହୀଦ ସ୍ମୃତି ଭବନରୁ ସର୍କିଟ ହାଉସ ଯିବା ସମୟରେ ଭଞ୍ଜପୁରଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଟରେ ଅଟକି ରହିଥିଲେ। ତାଙ୍କ ଅତିପ୍ରିୟ…

2 years ago

ପ୍ରୋଟକଲ ଭାଙ୍ଗି ପିଲାଙ୍କୁ ଭେଟିଲେ ରାଷ୍ଟ୍ରପତି

ବାରିପଦା,୨୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଶହୀଦ ସ୍ମୃତି ଭବନରୁ ସର୍କିଟ ହାଉସ ଯିବା ସମୟରେ ଭଞ୍ଜପୁରଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଟରେ ଅଟକି ରହିଥିଲେ। ତାଙ୍କ ଅତିପ୍ରିୟ…

2 years ago

ମୋ ଝିଅକୁ ଜ୍ୱାଇଁ, ଶାଶୁ , ଶ୍ୱଶୁର ଜୀବନ୍ତ ପୋଡ଼ି ମାରିଦେଲେ

ବଡ଼ସାହି,୨୦ା୧୧(ଦୀପକ ବୁଗୁଡ଼େଇ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସାନକେରକ ପଞ୍ଚାୟତ ଚାଉଳିଆ ଷୋଳ ଗ୍ରାମସ୍ଥିତ ଏକ ଘର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପୋଲିସ ଜବତ…

2 years ago

ସାନ୍ତାଳି ଭାଷାଭାଷୀ ଲୋକମାନେ ନିଜ ଭାଷାକୁ ଲୋକପ୍ରିୟ କରିବାକୁ ଆହ୍ୱାନ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା,୨୦।୧୧: ସାନ୍ତାଳି ଭାଷାଭାଷି ଲୋକମାନେ ପ୍ରଥମେ ନିଜ ଭାଷାକୁ ଭଲ ପାଆନ୍ତୁ ଏବଂ ଏହାକୁ ଲୋକପ୍ରିୟ କରିବା ପାଇଁ କାର୍ଯ୍ୟ କରନ୍ତୁ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

2 years ago

ବାରିପଦାରେ ରାଷ୍ଟ୍ରପତି

ମୟୂରଭଞ୍ଜ,୨୦ା୧୧: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ପୂର୍ବାହ୍ନରେ ବାରିପଦାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତି ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି…

2 years ago

ଆଜି ଆସିବେ ରାଷ୍ଟ୍ରପତି

ବାରିପଦା (ନୀଳାଦ୍ରି ବିହାରୀ ଦଣ୍ଡପାଟ)/ରାଇରଙ୍ଗପୁର(ମାନସ ମହାନ୍ତି), ୨୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିଜ ଜନ୍ମ ମାଟିକୁ ଦ୍ୱିତୀୟ ଥର ଆସୁଛନ୍ତି। ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତର…

2 years ago

ଓଲଟିଲା ଗୋରୁ ବୋଝେଇ ଭ୍ୟାନ୍‌

ଠାକୁରମୁଣ୍ଡା, ୧୯।୧୧ (ତାରାକାନ୍ତ ପଟ୍ଟନାୟକ ): ଠାକୁରମୁଣ୍ଡା ଠାରୁ ୩ କିମି ଦୂର ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତା ର ଜୁଆଳିକଟା ଛକ ନିକଟରେ ରବିବାର ସକାଳେ ବେଆଇନ ଭାବରେ…

2 years ago

ମୁଣ୍ଡ, ହାତ ନ ଥିବା ଶିଶୁ ଜନ୍ମ

ଠାକୁରମୁଣ୍ଡା,୧୯ା୧୧(ତାରାକାନ୍ତ ପଟ୍ଟନାୟକ)ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଜଣେ ଗର୍ଭବତୀ ୨ ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ଜନ୍ମିତ ଶିଶୁଙ୍କ ମଧ୍ୟରୁ ଗୋଟିଏ ଶିଶୁ କନ୍ୟାର…

2 years ago

କାଳୀ ପୂଜାରେ ଜୁଆଖେଳ:୩ ଅଟକ

ଉଦଳା,୧୩ା୧୧(ସନ୍ତୋଷ କୁମାର ବାଚ୍ଛିନୀ) - ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଗୋଡ଼ା ଗ୍ରାମରେ କାଳୀ ପୂଜା ଉତ୍ସବ ଚାଲିଥିବା ବେଳେ ଜୁଆଖେଳ ଅଭିଯୋଗରେ ପୋଲିସ ୩…

3 years ago