ମୟୂରଭଞ୍ଜ

ସରକାରୀ ଅର୍ଥ ହଡ଼ପ କରିବା ପଡ଼ିଲା ମହଙ୍ଗା: ନିଲମ୍ବିତ ହେଲେ ସରପଞ୍ଚ

ଉଦଳା,୧୮।୭: ଆକ୍ସନରେ ପଞ୍ଚାୟତିରାଜ ବିଭାଗ। ମୟୁରଭଞ୍ଜ ଜିଲା ଉଦଳା ବ୍ଲକ ରାଢ଼ୋ ପଞ୍ଚାୟତ ସରପଞ୍ଚ ବସେନ ମାରାଣ୍ଡିଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଶୁକ୍ରବାର ନିଲମ୍ବିତ କରାଯାଇଛି। ସରକାରୀ ଅର୍ଥ ହେରଫେର ଅଭିଯୋଗରେ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ରାଢ଼ୋ...

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ବିଲାତି ଟ୍ରକ

ବାରିପଦା,୧୬।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନ ୧୮ନଂ ଜାତୀୟ ରାଜପଥର ଶଙ୍କୁଚା ନିକଟରେ ବୁଧବାର ଭୋରୁ ଏକ ବିଲାତି ବୋଝେଇ ଟ୍ରକ ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଛି । ରାସ୍ତା ଡିଭାଇଡରରେ ବାଡେଇ ହୋଇଥିବାରୁ ଟ୍ରକଟି...

ମା’ବାପାଙ୍କୁ ପିଟିପିଟି ମାରିଦେଲେ ନୃଶଂସ ପୁଅ:ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବାରିପଦା,୧୬/୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗାଥାନା ମାନଗୋବିନ୍ଦପୁର ପଂଚାୟତ ଧନାପାଳ ଗ୍ରାମରେ ଜନୈକ ପୁଅର ଉନ୍ମତ କାଣ୍ଡକୁ ନେଇ ଅଞ୍ଚଳରେ ଆଲୋଡନ ଦେଖାଯାଇଛି। ନିଶାଶକ୍ତ ଅବସ୍ଥାରେ ବୃଦ୍ଧ ମାଆବାପାକୁ ପିଟିବା ସହ ହାଣି ହତ୍ୟା କରିଛି । ମୃତକ ଦ୍ବୟ...

ତହସିଲ କର୍ମଚାରୀଙ୍କ ମିଳିଲା ଝୁଲନ୍ତା ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ବୈଶିଙ୍ଗା,୧୪।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ମୁଖ୍ୟ ବଜାର ଧର୍ମଶାଳା ସମ୍ମୁଖ ବାସଭବନରୁ ସୋମବାର ଜଣେ ତହସିଲ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମିଳିଥିବା ସୂଚନା ମୁତାବକ, ବେତନଟୀର ବିଶ୍ୱଜିତ ପରିଡା ରବିବାର ସାରେ ଘରକୁ ଫେରି ରୁମରେ କବାଟ...

ଭୟଙ୍କର ଦୁର୍ଘଟଣା: ୧୦ ଫୁଟ ଉପରକୁ ଉଡ଼ି JCB ଉପରେ ଝୁଲିଲା କାର

ମୟୂରଭଞ୍ଜ: ୧୩।୭: ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୧୦ ଫୁଟ ଉପରକୁ ଉଡିଲା କାର। ଯାଇଁ ସିଧା ଲାଗିଲା ଜେଶିବିରେ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଉଦଳା ନିକଟ ନିର୍ମାଣାଧିନ ଜାମୁଘାଟ ପୋଲ ଉପରେ। ୧୦ ଫୁଟ ଉପରକୁ...

ଗୁରୁତ୍ୱପୂର୍ଣ୍ଣ ପଦବୀରେ ନାହାନ୍ତି ଅଧିକାରୀ

ବୈଶିଙ୍ଗା,୧୨ା୭(ରତନ ଦାଶ): ମୟୂରଭଞ୍ଜ ଜିଲା ବାରିପଦା ସଦର ସବ୍‌ଡିଭିଜନ ଅଧୀନରେ ଥିବା ବେତନଟୀ ତହସିଲ ଓ ବ୍ଲକର ପ୍ରଶାସନିକ ସେବା ଯେପରି ଗୁରୁତ୍ୱପୂର୍ଣ୍ଣ ସେହିପରି ମଧ୍ୟ ସମ୍ବେଦନଶୀଳ। ହେଲେ ଦୀର୍ଘ ୬ମାସରୁ ଊଦ୍ଧର୍‌ବ ସମୟ ଧରି ତହସିଲଦାର ପଦବୀ ଓ...

ଚିକିତ୍ସା ଅବହେଳା: ଡାକ୍ତରଖାନାରୁ ଖସି ପଳାଇ ଆସିଲେ ରୋଗୀ, ରାସ୍ତା କଡ଼ରୁ ମିଳିଲା…

ମୋରଡ଼ା,୬।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ତଥା ବେତନଟୀ ଥାନା ଅଧୀନ ଭାଲିଆଡ଼ିହା ପଞ୍ଚାୟତର ବାରମାଇଲ ଛକ ନିକଟରେ ଶନିବାର ସକାଳ ୮ଟାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ରାମନଗର ଗ୍ରାମର ହାଡ଼ିଆ...

ରାଗ ଏମିତି ଯେ ରାତି ଅଧରେ ଉଲଗ୍ନ ହୋଇ କରିଥିଲେ ଏଭଳି କାଣ୍ଡ, ସୁବ୍ରତ ଦଳେଇଙ୍କୁ ବାନ୍ଧିଲା…

ବୈଶିଙ୍ଗା,୪।୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ବଡଗୁମା ବଜାରଠାରେ ଥିବା ସପନ କୁମାର ସାନ୍ତରାଙ୍କ ଔଷଧ ଦୋକାନରେ ଗତ ସୋମବାର ରାତି ଗୋଟାଏ ସମୟରେ ଅଜ୍ଞାତ ବ୍ୟକ୍ତି ଭଙ୍ଗାରୁଜା କରିଥିଲେ। ଏଥିସହ ଉଲଗ୍ନ ହୋଇ ବାଇକ ଓ...

ବାପାଙ୍କ ସହ ଭୋଜି ଖାଇବାକୁ ଯାଇଥିଲେ, ଦୁଇ ପୁଅଙ୍କ ଖୋଜ ଖବର ମିଳୁନି; କାନ୍ଦି କାନ୍ଦି…

ବୈଶିଙ୍ଗା,୨।୭(ରତନ ଦାଶ): ବାପାଙ୍କ ସହ ଭୋଜି ଖାଇବାକୁ ଯାଇ ଦୁଇ ପୁଅ ନିଖୋଜ। ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ମଗୁସିରିଆ ଗ୍ରାମରେ ଘଟିଥିବା ଚକିତ କଲା ଭଳିି ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାନୁଯାୟୀ, ମଙ୍ଗଳବାର...

ରାତି ଅଧରେ ଔଷଧ ଦୋକାନରେ ଭଙ୍ଗାରୁଜା, ଉଲଗ୍ନ ହୋଇ ନିଆଁ ଲଗାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧ା୭(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ବଡଗୁମା ବଜାର ଅଞ୍ଚଳରେ ଥିବା ଏକ ଔଷଧ ଦୋକାନରେ ସୋମବାର ରାତି ଗୋଟାଏ ସମୟରେ ଜଣେ ଦୁର୍ବୃତ୍ତ ଭଙ୍ଗାରୁଜା କରିବା ସହିତ ଉଲଗ୍ନ ହୋଇ ନିଆଁ ଲଗାଇ ବାଇକ୍‌ ଜାଳି...

ଶିମିଳିପାଳରେ ଭୂସ୍ଖଳନ: ଯୋଗାଯୋଗ ବିଚ୍ଛିନ୍ନ

ବାରିପଦା,୧ା୭(ନୀଳାଦ୍ରି ବିହାରୀ ଦଣ୍ଡାପାଟ): ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ମଧ୍ୟରେ ଭୂସ୍ଖଳନ ହୋଇଛି। ଫଳରେ ୩ ପଞ୍ଚାୟତ ଗୁଡ଼ୁଗୁଡ଼ିଆ, ଅସ୍ତକୁଅଁର ଓ ବରେହିପାଣିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଅଭୟାରଣ୍ୟ ମଧ୍ୟରେ ଥିବା ମୁଖ୍ୟ...

ଏହି ଜିଲାରେ ସୋମବାର ସମସ୍ତ ସ୍କୁଲ୍ ଛୁଟି, ୩ ଦିନ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

ମୟୂରଭଞ୍ଜ,୨୯।୬: ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସୋମବାର ରାଜ୍ୟର ଚାରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷାର ଆଶଙ୍କାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାରେ ଆସନ୍ତାକାଲି (ଜୁନ୍ ୩୦,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri