ମୟୂରଭଞ୍ଜ

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ କୁଆମରା ପଞ୍ଚାୟତ କୁସୁମିଆ ଗ୍ରାମର ପ୍ରାୟ ୫୦ରୁ ଅଧିକ ଘର କ୍ଷତି ହୋଇଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି ରହିଥିଲେ ହେଁ ବ୍ୟବସାୟୀ ବେଧଡକ ଭାବେ ଚାଲାଣ ଜାରି ରଖିଛନ୍ତି । ସୂଚନା…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ ଡ଼ାଳ । ଫଳରେ ଗଛ ସନ୍ଧିରେ ଚାପି ହୋଇ ୨୦ ଫୁଟ ଉପରେ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି କୃଷ୍ଣଚନ୍ଦ୍ର ଦାସଙ୍କ ନେତୃତ୍ୱରେ ଦୁଇ ଘଣ୍ଟିଆ ଆଜି ଧାରଣା ଦିଆଯାଇଛି। ପୂର୍ବାହ୍ନ ୧୧ଟାରୁ…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ (DMU) ଟ୍ରେନ ଧକ୍କାରେ ଜଣେ ବୃଦ୍ଧଙ୍କର ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଥିବା ଜଣାପଡ଼ିଛି।…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା ଥାନା ଭିତରେ ଘଟିଛି ଏଭଳି ଘଟଣା। ଖବର ଅନୁସାରେ, ଏକ ମାମଲାରେ ଭଦ୍ର…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ସଂସା ଗ୍ରାମରେ। ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ସୋମବାରୀ ହାଁସଦା ତାଙ୍କ ପରିବାର…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ ସବୁର ଦେଖଣାହାରି ସାଜିଥିଲେ ପୁଅ। ଉଦଳା ଥାନା ଏନଏସି ୬ ନମ୍ବର ୱାର୍ଡରେ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଶିମିଳିପାଳ ପାଦଦେଶରେ ଥିବା ୧୪ଟି ଗ୍ରାମର ୨୫୦ରୁ ଅଧିକ ଗ୍ରାମବାସୀ ଓ…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଭାଲିଆଡିହାସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ। ସୂଚନା ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ ଶିକାରୀକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ କପ୍ତିପଦା ଥାନା…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି ଗ୍ରାମରେ ଏଭଳି ଘଟଣା ଘଟିଛି । ସକାଳ ସମୟରେ ଏକ ବିରାଟକାୟ ଭାଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?