ମୟୂରଭଞ୍ଜ

ମର୍ନିଂୱାକ ବେଳେ ଝାମ୍ପିନେଲେ ସୁନାଚେନ

ଉଦଳା,୨୧।୮(ଡି.ଏନ୍‌.ଏ.): ମର୍ନିଂଓ୍ବାକ ବେଳେ ଜଣେ ମହିଳା ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଇଛନ୍ତି। ରବିବାର ଏଭଳି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସି ଅଧୀନ ୩ ନମ୍ବର ୱାର୍ଡରେ। ୱାର୍ଡର ମିତାରାଣୀ ମଲ୍ଲିକ…

ଜଳ ନିଷ୍କାସନ ଲାଗି ରାସ୍ତା ଖୋଳିଦେଲେ

ବେତନଟୀ, ୨୧।୮: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ସୁରେଇ ପଞ୍ଚାୟତ ଚାକୁଣ୍ଡାପଦାଠାରେ ପ୍ରଧାନମନ୍ତ୍ରୀ ସଡ଼କ ନିର୍ମାଣ ସମୟରେ ହୋମ୍‌ପାଇପ୍‌ କିମ୍ବା କଲ୍‌ଭର୍ଟ କରିବାକୁ ଅଞ୍ଚଳବାସୀ ଦାବି କରିଥିଲେ। ହେଲେ ଏଥିପ୍ରତି ଗୁରତ୍ୱ ଦିଆ ନ ଯିବାରୁ ପ୍ରତ୍ୟେକବର୍ଷ ବର୍ଷାଜଳ ଗ୍ରାମବାସୀଙ୍କ…

ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ମାଗିବା ନେଇ ବିଇଓଙ୍କୁ ଘେରିଲା ଶିକ୍ଷକ ସଂଘ

ସାରସକଣା,୨୦ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ଯ୍ୟକଳାପ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଜୁଲାଇ ୧୭ ତାରିଖ ଚିଠି ସଂଖ୍ୟା ୧୫୩୬ ଅନୁସାରେ ସିଆରସିସି ଚନ୍ଦନ ସାହୁଙ୍କୁ ବିଭିନ୍ନ ଘଟଣାକୁ ନେଇ ୩ ଦିନ ମଧ୍ୟରେ ଜଣାଇବା ପାଇଁ କାରଣ…

ଲଗାଣ ବର୍ଷା ମୟୂରଭଞ୍ଜକୁ ଆଣିଦେଲା ବିପତ୍ତି

ବାରିପଦା ଅଫିସ,୨୦।୮: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ଯୋଗୁ ନାହିଁ ନ ଥିବା କ୍ଷୟକ୍ଷତି ଘଟିଛି । ବିଶୋଇ ବ୍ଳକ ଅଞ୍ଚଳରେ ମାଟିକାନ୍ଥ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି । ବାରିପଦା ସହରସ୍ଥିତ ମଧୁବନରେ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

ରାଇରଙ୍ଗପୁର,୨୦।୮(ଡି.ଏନ୍‌.ଏ): ମୟୁରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ୍‌ ଥାନା ନିକଟରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଟାଇନ୍‌ ଥାନା ଅନ୍ତର୍ଗତ ରୋହିଣୀକୁଦ ଗ୍ରାମର କ୍ଷୀରୋଦ…

ମା’ କୋଳ ହେଲା ଶୂନ୍ୟ: କାନ୍ଥପଡ଼ି ଚାଲିଗଲା ୨ ଝିଅଙ୍କ ଜୀବନ

ବିଶୋଇ,୨୦।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ଲୁହାକାନି ପଞ୍ଚାୟତ ଅଧୀନ ଭୋଳବେଡ଼ା ଗ୍ରାମରେ ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ଯାଇଛି। ଏଥିରେ ୨ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଓ ମା’ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସମ୍ପୃକ୍ତା ନାବାଳିକା…

ବଡ଼ଗୁଡ଼ା ସାହିକୁ ଭରସା କାଠପୋଲ

ବିଶୋଇ,୨୦।୮(ଡି.ଏନ.ଏ.): ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶରେ ଥିବା ଆଦିବାସୀ ଅଧ୍ୟୁଷିତ ବିଶୋଇ ବ୍ଲକର ବିଭିନ୍ନ ଉପାନ୍ତ ଅଞ୍ଚଳର ଲୋକେ ସରକାରୀ ସୁବିଧାରୁ ବଞ୍ଚିତ। ନଦୀରେ ପାଣି ଯୋଗୁ ଏହି ବ୍ଲକ ଅଧୀନ ବଡ଼ମଣଦା ପଞ୍ଚାୟତର…

ମଧ୍ୟରାତ୍ରି ପର୍ଯ୍ୟନ୍ତ ଉଡିଲା ତ୍ରିରଙ୍ଗା

ସାରସକଣା,୧୬।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସ୍ବାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ କରାଯାଇଥିଲା। ମାତ୍ର ମଧ୍ୟ ରାତ୍ରି ପର୍ଯ୍ୟନ୍ତ ତିରଙ୍ଗା ଅବତରଣ କରା ନ ଯିବା ନେଇ ସ୍ଥାନୀୟ ଜନସାଧାରଣ ଅଧିକାରୀମାନଙ୍କ ଦାହିତ୍ୱହୀନତା ନେଇ ଉଦ୍‌ବେଗ…

୩ ଶହ ଫୁଟର ତ୍ରିରଙ୍ଗା ଧରି କର୍ମୀଙ୍କ ସହ ବୁଲିଲେ ମନ୍ତ୍ରୀ

ମୋରଡା,୧୪।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅନ୍ତର୍ଗତ ଚିତ୍ରଡାରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭାଜପା ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଶତାଧିକ ଭାଜପା କର୍ମୀ ଯୋଗ ଦେଇଥିଲେ। ଚିତ୍ରଡା ଭୈରବୀ ମନ୍ଦିରରୁ…

ଓଡ଼ିଶା ଆଗକୁ ବଢ଼ିବା ଚିତ୍ର ସ୍ପଷ୍ଟ ହେଉଛି: ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ/ ମୋରଡ଼ା, ୧୩ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଦୁଇଟି ପ୍ରମୁଖ ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି। ଏହା ସହିତ ଜିଲାର ଅନେକ ବିକାଶମୂଳକ କାର୍ଯ୍ୟର ଶୁଭ ଉଦ୍‌ଘାଟନ ଓ ଶିଳାନ୍ୟାସ ପାଇଁ ଭିତ୍ତିପ୍ରସ୍ତର…

ଖଡ଼ିକାପଦା ପୋଲ ଉପରେ ୨ଫୁଟ ପାଣି

ବଡ଼ସାହି,୧୧ା୮: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଛେଳିଆ(କ) ପଞ୍ଚାୟତ ନିକଟସ୍ଥ ଖଡ଼ିକାପଦା ପୋଲ ଉପରେ ୨ ଫୁଟରୁ ଊର୍ଦ୍ଧ୍ୱ ଜଳ ପ୍ରବାହିତ ହେଉଛି। ଫଳରେ ଆଖପାଖ ଗଁାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ଅଞ୍ଚଳରେ ବନ୍ୟା ସ୍ଥିତି…

ବଢୁଛି ବୁଢ଼ାବଳଙ୍ଗ,ଗଙ୍ଗାହାର

ବାରିପଦା ଅଫିସ,୧୧ା୮: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବନ୍ୟା ପରିସ୍ଥିତି ସୃଷ୍ଟି ନେଇ ଆଶଙ୍କା ଉପୁଜିଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ଏହାର ମୁକାବିଲା ଲାଗି ତତ୍ପରତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri