ମୟୂରଭଞ୍ଜ

‘କଳା,ସଂସ୍କୃତିର ପରିଚୟ ମୟୂରଭଞ୍ଜ ମହୋତ୍ସବ’

ବାରିପଦା ଅଫିସ,୧୯ା୧୧: ବଣ ଜଙ୍ଗଲ ପରିବେଷ୍ଟିତ ମୟୂରଭଞ୍ଜ ଜିଲା କଳା ଓ ସଂସ୍କୃତି ପାଇଁ ବିଶ୍ୱ ଦରବାରରେ ପ୍ରସିଦ୍ଧ। ଜିଲାର କୋଣ ଅନୁକୋଣରେ ଲୁଚି ରହିଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବା ସହିତ ଏହାର ବିକାଶ ପାଇଁ ୫ବର୍ଷ ଧରି ପ୍ରୟାସ ଚାଲି…

ମୋବାଇଲ ଟାୱାର ବସାଇବାକୁ କହି ଠକେଇ: କଟକରୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୧୮ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ତିଳଦା ଗ୍ରାମର ଜନୈକା ମହିଳାଙ୍କୁ ମୋବାଇଲ ଟାୱାର ବସାଇବାକୁ କହି ଟଙ୍କା ହଡ଼ପ ଘଟଣାରେ କଟକରୁ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ତିଳଦା ଗ୍ରାମର…

ଚାଲିକି ଯାଉଥିଲେ, ଚଢିଗଲା ବୋଲେରୋ

ରାଇରଙ୍ଗପୁର,୧୮ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଭିଲା ବିଶୋଇ ଥାନା ଅଧୀନ ୪୯ନଂ. ଜାତୀୟ ରାଜପଥର ମହୁଭଣ୍ଡାର ଛକ ନିକଟର ଶୁକ୍ରବାର ଏକ ବୋଲେରୋ ଧକ୍କାରେ ଜଣେ ପଥଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବିଶୋଇ ଥାନା ଅଧୀନ ତୋଳାପାତି ଗ୍ରାମର ଶିରିଶ ମହାକୁଡ଼(୪୫)। ଦୁର୍ଘଟଣାରେ…

ହୋ ଭାଷାକୁ ସରକାରୀ ମାନ୍ୟତା ଦାବି

ବାରିପଦା ଅଫିସ,୧୮ା୧୧: ଓଡ଼ିଶାରେ ହୋ ଭାଷାକୁ ସରକାରୀ ମାନ୍ୟତା ଦାବିରେ ଡ଼ିସେମ୍ବର ୧୬ରୁ ଏକ ବାଇକ୍‌ ରାଲି ଓ ଦସ୍ତଖତ ଅଭିଯାନ ଆରମ୍ଭ କରାଯିବ। ୭ଦିନ ବ୍ୟାପି ରାଲିରେ ଜିଲା ଓ ଉପଖଣ୍ଡସ୍ତରରେ ଦାବିପତ୍ର ପ୍ରଦାନ ପରେ ରାଲି ଭୁବନେଶ୍ୱରରେ ପହଞ୍ଚତ୍ବ।…

ନବୀନ ନିବାସ ଅଭିମୁଖେ ଅଲଚିକି ଶିକ୍ଷକଙ୍କ ପଦଯାତ୍ରା

ବାରିପଦା ଅଫିସ,୧୬।୧୧: ମୟୂରଭଞ୍ଜ ଜିଲାରେ ୧୫ ବର୍ଷ ଧରି ଦିନକୁ ଶହେ ଟଙ୍କା ମଜୁରି ପାଉଥିବା ଠିକା ନିଯୁକ୍ତି ଶିକ୍ଷକଙ୍କୁ ନିୟମିତ ଦାବି ନେଇ ୩୪ ଦିନ ଧାରଣାରେ ବସିବା ପରେ ବି ସରକାର କିମ୍ବା ପ୍ରଶାସନ କେହି ବୁଝିଲେନି। ଫଳରେ…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଆଜି ବି ଚଢ଼ାଉ : ମିଳିଲା ଲକ୍ଷାଧିକ ଟଙ୍କା

ବାରିପଦା ଅଫିସ,୧୫।୧୧: ମୟୂରଭଞ୍ଜ ଜିଲା ଉଦଳା ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କ ସରକାରୀ କାର୍ଯ୍ୟାଳୟ ଓ ବାସଭବନରେ ମଙ୍ଗଳବାର ଚଢ଼ାଉ ଜାରି ରହିଛି । ଯାଞ୍ଚବେଳେ ସରକାରୀ ବାସଭବନରୁ ୧ଲକ୍ଷ ୯୮ ହଜାର ଟଙ୍କା ସହ ବହୁ ଗୁରୁତ୍ୱପୂର୍ଣ୍ଣ…

ସଡ଼କ ଦୁର୍ଘଟଣାକୁ ନେଇ ଉତ୍ତେଜନା

ବାରିପଦା ଅଫିସ,୧୪ା୧୧- ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ସତ୍ୟସାଇ ଛକ ନିକଟ ଭଞ୍ଜେଶ୍ୱର ମହାଦେବ ମନ୍ଦିର ସମ୍ମୁଖରେ ରବିବାର ରାତିରେ ଦୁଇ ବାଇକ୍‌ ମୁହାଁମୁହିଁ ହେବା ଘଟଣାରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତ। ରାସ୍ତା ପାର୍ଶ୍ୱରେ ଅଟକି ରହିଥିବା ଯାତ୍ରୀବାହୀ…

ଭୟଙ୍କର ଶବ୍ଦରେ କମ୍ପିଲା ୩ ବ୍ଲକ

ବଡ଼ସାହି,୧୪ା୧୧: ମୟୂରଭଞ୍ଜ ଜିଲା ବଡ଼ସାହି , ଖୁଣ୍ଟା ଓ ବେତନଟୀ ଅଞ୍ଚଳରେ ସୋମବାର ଅପରାହ୍ନ ୩ଟା ବେଳେ ଭୟଙ୍କର ଶବ୍ଦ ହେବାରୁ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ଏହି ଶବ୍ଦ ଯୋଗୁ ଘରଗୁଡ଼ିକ ଥରି ଉଠିଥିଲା। ଲୋକେ ଆତଙ୍କିତ ଅବସ୍ଥାରେ ଘରୁ…

ଚାକିରି କରାଇଦେବା ନାଁରେ ଠକେଇ: ଉଠାଇ ନେଇ ପରେ ଛାଡ଼ି ଦେଲା ପୋଲିସ

ସାରସକଣା,୧୪ା୧୧(ଡି.ଏନ.ଏ.): ବିଦ୍ୟୁତ୍‌ ବିଭାଗରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ଉଠାଇ ନେଇ ପରେ ଛାଡ଼ିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ଝାରପୋଖରିଆ ଅଞ୍ଚଳର ଉକ୍ତ ବ୍ୟକ୍ତି ଜଣକ ଏକ କର୍ପୋରେସନ…

ସ୍ତ୍ରୀଙ୍କୁ ଦେଇଆସୁଥିଲେ ନିର୍ଯାତନା: ୫ବର୍ଷ ଜେଲ

ବାରିପଦା ଅଫିସ,୧୪ା୧୧: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ମୁଖ୍ୟ ବିଚାର ବିଭାଗୀୟ କୋର୍ଟରେ ସୋମବାର ଏକ ମରଣାନ୍ତକ ଆକ୍ରମଣ ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ବାସୁଦେବ ଆଚାର୍ଯ୍ୟ ଏହାର ବିଚାର କରି ସ୍ତ୍ରୀ ଆକ୍ରମଣକାରୀ ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରି…

ଛାତ୍ରଙ୍କୁ ବ୍ୟକ୍ତିଗତ କାର୍ଯ୍ୟରେ ଲଗାଯାଉଛି

ମୋରଡ଼ା,୧୨।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳରେ ଥିବା ଏକ ଉଚ୍ଚ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରମାନଙ୍କୁ ଜଣେ ବ୍ୟକ୍ତି ନିଜ କାର୍ଯ୍ୟରେ ଲଗାଉଥିବା ଦେଖିବାକୁ ମିଳିଛି। ବିଦ୍ୟାଳୟ ପରିସରରେ ଚାଷ କାର୍ଯ୍ୟ ଓ ଘର ପାଇଁ ପାଣି ଆଣିବା କାର୍ଯ୍ୟରେ ଛାତ୍ରମାନଙ୍କୁ…

୨ ବଖରା ସହ ପୋଡ଼ିଗଲେ ମା’

ଖୁଣ୍ଟା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ବଣକାଟୀ ଗ୍ରାମର ମଙ୍ଗଲ ହେମ୍ବ୍ରମଙ୍କ ଘରେ ଅପରାହ୍ନରେ ନିଆଁ ଲାଗି ୨ବଖରା ପୋଡ଼ି ଯାଇଛି। ଏହି ଅଗ୍ନିକାଣ୍ଡରେ ମଙ୍ଗଲଙ୍କ ମା’ ଯବା(୬୫) ପୋଡ଼ିଯାଇ ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?