ଅସରାଏ ବର୍ଷାରେ ରାସ୍ତାରେ ପାଣି
ମୋରଡା,୧୯ ।୬ (ଡି.ଏନ.ଏ.) ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ହଳଦୀପାଳ ପଞ୍ଚୟତର ହଳଦୀପାଳ ଗ୍ରାମରେ ଅସରାଏ ବର୍ଷାରେ ରାସ୍ତାରେ ବର୍ଷା ପାଣି ଲହଡି ଭାଙ୍ଗୁଛି। ସୂଚନା ଅନୁଯାୟୀ, ଉକ୍ତ ଗ୍ରାମରେ ଚାରି ଓ ପାଞ୍ଚ ନମ୍ବର ୱାର୍ଡ ରହିଥିବା...
ରାତିଅଧିଆ ଗାଁକୁ ପଶିିଲେ ୫୦ରୁ ଊର୍ଦ୍ଧ୍ୱ ହାତୀ
ସାରସକଣା,୧୭।୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ସାରସକଣା ବ୍ଲକ ପୋଖରଡ଼ିହା ପଞ୍ଚାୟତ ଅଧୀନ ବାଙ୍କୀଷୋଳ ଏବଂ ଡୁମୁରଡିହା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ୫୦ରୁ ଊର୍ଦ୍ଧ୍ୱ ହାତୀପଲ ଗାଁ ଭିତରକୁ ପଶି ଆସିଥିଲେ। ଗାଁ ଲୋକେ ହାତୀପଲଙ୍କୁ ଘଉଡାଇବାରୁ ସେମାନେ...
ସୂଚନା ଫଳକରେ ସୀମିତ ସୌନ୍ଦର୍ଯ୍ୟକରଣ
ବାରିପଦା ଅଫିସ,୧୭ା୬ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ହେଉ ନ ଥିବାରୁ ଶ୍ରଦ୍ଧାଳୁ ତଥା ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଲୋକ ଦେଖାଣିଆ ଭାବେ ରାଜ୍ୟ ପ୍ରନତ୍ତତ୍ତ୍ୱ...
ପଣସ ଖାଇବାକୁ ଆସି ଜଣଙ୍କ ଜୀବନ ନେଲା ହାତୀ
ବିଶୋଇ,୧୭ା୬(ଡି.ଏନ୍.ଏ.): ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ମଣଦା ବନାଞ୍ଚଳ ଅନ୍ତର୍ଗତ ସ୍ଥାନୀୟ ଦେଓପଟା ବିଟ ଅଧୀନ ଦେଓପଟା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ମାଈ ହାତୀ ଉକ୍ତ ଗ୍ରାମକୁ ପଣସ ଖାଇବାକୁ ଆସିଥିବାବେଳେ ଗ୍ରାମର ଜଣେ...
‘ବିଦ୍ୟୁତ୍ ସଂଯୋଗ ନ ଦେଲେ ରାସ୍ତାରୁ ଉଠିବୁ ନାହିଁ’
ଉଦଳା,୧୭ା୬(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ସାଗର ସାହି ଗ୍ରାମର ୨୫ରୁ ଉର୍ଦ୍ଧ୍ୱ ପରିବାର ଶୁକ୍ରବାର ସକାଳୁ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସେମାନେ କପ୍ତିପଦା ଗୋଲେଇ ଛକ ନିକଟରେ ଥିବା ଉଦଳା ବାଲେଶ୍ୱର ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି। ଦୀର୍ଘ ୩...
ଆଜିଠୁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ
ବାରିପଦା ଅଫିସ,୧୬।୬: ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷାଦିନ ଆରମ୍ଭ ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ୪ ମାସ ଯାଏ ଶିମିଳିପାଳ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନେଇ ଉତ୍ତର ଶିମିଳିପାଳର ଏସିଏଫ୍ ପ୍ରଦୀପ କୁମାର...
ସମୀକ୍ଷା କଲେ କେନ୍ଦ୍ରୀୟ ପ୍ରତିନିଧି
ବାରିପଦା ଅଫିସ,୧୨।୬ କେନ୍ଦ୍ର ସରକାରଙ୍କ ଆଦିବାସୀ ମନ୍ତ୍ରଣାଳୟ ପକ୍ଷରୁ ଏକ ତିନିଜଣିଆ ପ୍ରତିନିଧି ଦଳ ଶନିବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ମିଶନ ଜୀବିକା ଓ ମିଶନ ସୁବିଦ୍ୟା ଯୋଜାନର ସମୀକ୍ଷା କରିଛନ୍ତି। ଏଥିରେ ଆଦିବାସୀ ମନ୍ତ୍ରଣାଳୟର ଉପସଚିବ ମନୋଜ...
ଜାତୀୟ ରାଜପଥରେ ଗୃହପାଳିତ ପ୍ରାଣୀଙ୍କ ଅବାଧ ବିଚରଣ
ବାରିପଦା ଅଫିସ, ୧୨।୬ ସଡ଼କ ଦୁର୍ଘଟଣାକୁ ଏଡାଇବା ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛନ୍ତି। ମାତ୍ର ଜାତୀୟ ରାଜପଥ ନିର୍ମାଣକାରୀ ସଂସ୍ଥାର ଅବହେଳା ଓ ବିଳମ୍ବ କାରଣରୁ ପ୍ରତିଦିନ ଦୁର୍ଘଟଣାରେ ଜୀବନହାନି ଘଟୁଛି।...
ପରିଚୟ ହରାଉଛି ରାଜାବନ୍ଧ
ମୋରଡା,୧୧।୬(ଡି.ଏନ.ଏ) ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ହଳଦୀପାଳ ପଞ୍ଚାୟତ ଅନ୍ତର୍ଗତ ଚିତ୍ରଡ଼ା-ଅମର୍ଦା ରାଜ୍ୟ ରାଜପଥ କଡ଼ରେ ଥିବା ରାଜା ରାଜୁଡ଼ା ଅମଳର ରାଜା ବନ୍ଧ ପ୍ରଶାସନିକ ଅବହେଳା ଯୋଗୁ ପରିଚୟ ହରାଇବାକୁ ବସିଛି। ୧୨୫ ଏକରରୁ ଊର୍ଦ୍ଧ୍ୱ ପରିସୀମା ବିଶିଷ୍ଟ...
ଶିମିଳିପାଳରୁ ହରିଣ ମାଂସ ଜବତ, ୪ ଗିରଫ
ବାରିପଦା ଅଫିସ,୧୦।୬: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କେନ୍ଦୁମୁଣ୍ଡି ରେଞ୍ଜ ଅଞ୍ଚଳରୁ ବନ କର୍ମଚାରୀ ୪ଜଣ ଶିକାରୀଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ବାସୁଦେବ ନାୟକ, ଚକ୍ରଧର ଗାଗରାଇ, ସୁଦର୍ଶନ ନାୟକ ଏବଂ...
୧୬ରୁ ବନ୍ଦ ରହିବ ଶିମିଳିପାଳ
ବାରିପଦା ଅଫିସ,୧୦।୬: ଆସନ୍ତା ୧୬ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷା ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ। ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଖରାପ ହୋଇଯାଏ। ତେଣୁ ପର୍ଯ୍ୟଟକମାନଙ୍କ...
ବାଘ ଗଣନା ସାରି ଫେରିବା ବେଳେ ଫରେଷ୍ଟରଙ୍କୁ କଚାଡ଼ିଲା ହାତୀ
ବାରିପଦା ଅଫିସ,୧୦ା୬: ବାଘ ଗଣନା ସାରି ଫେରିବା ବେଳେ ହାତୀ ହାବୁଡ଼ରେ ପଡ଼ିଛନ୍ତି ଫରେଷ୍ଟର ତରୁଣ କୁମାର ଦାସ। ଏଭଳି ଘଟିଛି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟର ଚହଲା ରେଞ୍ଜ ଅଞ୍ଚଳରେ। ଗତ ୬ ତାରିଖରୁ ଶିମିଳିପାଳ ଅଭୟାରଣ୍ୟରେ ବାଘ...
Archives


