ମୟୂରଭଞ୍ଜ

ଚୋରି ଅଭିଯୋଗରେ ଜଣେ ଗିରଫ

ମୋରଡ଼ା,୪ା୧୧(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ସରକାରୀ ଗୃହରୁ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ହଳଦୀପାଳର ଟିକ ମହାନ୍ତ। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏନେଇ ମୋରଡ଼ା ଥାନାରେ ଏକ ମାମଲା(ନଂ.୩୦୫/୨୨) ରୁଜୁ…

ପରିବା କିଣୁକିଣୁ ନ ଥିଲା ବାଇକ୍‌

ବୈଶିଙ୍ଗା,୪ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଉପକଣ୍ଠ ଡାହିବାଡ଼ି ସାପ୍ତାହିକ ହାଟରେ ପୁଣି ଲୁଟେରା ସକ୍ରିୟ ହୋଇ ପଡିଛନ୍ତି। ବୁଧବାର ହାଟରେ ପ୍ରବଳ ଗହଳି ଥିବା ବେଳେ ବାଲେଶ୍ବର ଜିଲା ଗୋବିନ୍ଦପୁର ଗ୍ରାମର ଭାସ୍କର ଭୋଇ ବାଇକ୍‌ ରଖି ଜିନିଷ କିଣୁଥିଲେ। ସେତିକିବେଳେ…

ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗର ଅସୁସ୍ଥ ଦନ୍ତା

ବେତନଟୀ,୪ା୧୧(ସ୍ବ.ପ୍ର.): ଗତ କିଛି ଦିନ ହେଲା ଗୋଡ଼ରେ ଆଘାତପ୍ରାପ୍ତ ହୋଇ ପଶ୍ଚିମବଙ୍ଗ ବନବିଭାଗ ଦ୍ୱାରା ଚିକିତ୍ସିତ ଏକ ଦନ୍ତା ବୁଧବାର ଓଡ଼ିଶା ସୀମା ଅତିକ୍ରମ କରି ବେତନଟୀ ରେଞ୍ଜରେ ପ୍ରବେଶ କରିଛି। ଏହି ଦନ୍ତା ଏବେ ମୟୂରଭଞ୍ଜ ବନ ବିଭାଗର ଚିନ୍ତା…

ଯାତ୍ରୀ ବିଶ୍ରାମାଗାର ବିପଦପୂର୍ଣ୍ଣ

ଗୋପବନ୍ଧୁ ନଗର,୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ଓ ଖୁଣ୍ଟା ବ୍ଲକ ସୀମା ତଥା ବାଲେଶ୍ୱରରୁ ବାରିପଦା-୍‌ଉଦଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଧାନଘେରା ଛକଠାରେ ନିର୍ମାଣ ହୋଇଥିବା ଯାତ୍ରୀ ବିଶ୍ରାମାଗାର ବିପଦସଙ୍କୁଳ ହୋଇ ପଡ଼ିଛି। ବର୍ଷ ତଳେ ନିର୍ମାଣ ହୋଇଥିବା…

ବିକାଶ ଅପେକ୍ଷାରେ ‘ସୀତାକୁଣ୍ଡ’

ବାରିପଦା ଅଫିସ,୪ା୧୧: ପ୍ରାକୃତିକ ପରିବେଶ ଭରା ମୟୂରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟ। ଏହାର ଚତୁଃପାର୍ଶ୍ୱରେ ଥିବା ଅନେକ ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ସୀତାକୁଣ୍ଡ ଜଳପ୍ରପାତ ଅନ୍ୟତମ। ଶାମାଖଣ୍ଟା ବ୍ଲକ ଅଧୀନ ଶିମିଳିପାଳ ପାଦଦେଶ ଲୁଲୁଙ୍ଗ ନିକଟରେ ରହିଛି ଏହି ଜଳପ୍ରପାତ। ପ୍ରାକୃତିକ ସବୁଜିମାରେ…

କାର୍‌ ଉପରେ ମାଡ଼ିଗଲା କାର୍‌, ଦୁଇ ଗୁରୁତର

ସାରସକଣା,୨ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ୧୮ ନଂ ଜାତୀୟ ରାଜପଥ ସଂକୁଚା ନିକଟରେ କାର୍‌ ଉପରେ ଅନ୍ୟ ଏକ କାର୍‌ ମାଡ଼ିଯିବାରୁ ୨ଜଣ ଗୁରୁତର ଥିବା ଜଣାଯାଇଛି। ପ୍ରକାଶ ଯେ, ଝାରପୋଖରିଆ ପଟୁ ଯାଉଥିବା ଏକ କାର୍‌ ଭାରସାମ୍ୟ…

ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ସଚିବ ବିଶାଲ ଦେବ

ବାରିପଦା ଅଫିସ,୨ା୧୧: ରାଜ୍ୟ ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଲ ଦେବଙ୍କୁ ସ୍ବତନ୍ତ୍ର ଭାବେ ମୟୂରଭଞ୍ଜ ଜିଲା ଦାୟିତ୍ୱ ନ୍ୟସ୍ତ ପରେ ସେ ବୁଧବାର ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି। ପ୍ରଥମ ଦିନରେ ସେ ଜିଲାପରିଷଦ ସମ୍ମଳିନୀ କକ୍ଷରେ ଜିଲାର…

କୃଷକ ପରାମର୍ଶ କେନ୍ଦ୍ର ପାଲଟିଛି ଭୂତକୋଠି

କୁଆମରା,୨।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ସଦର ମହକୁମା ସାନଖୁଣ୍ଟା ପଞ୍ଚାୟତର ଚତୁର୍ଶିଳା ମୌଜାରେ ୨୦୧୯ରେ କୃଷକଙ୍କ ସ୍ବାର୍ଥ ଲାଗି ନିର୍ମାଣ ହୋଇଥିବା କୃଷକ ପରାମର୍ଶ କେନ୍ଦ୍ର ଏବେ ଭୂତକୋଠି ପାଲଟିଛି। ୪ଲକ୍ଷ ୪୪ହଜାର ଟଙ୍କା ଅଟକଳର କୃଷି ଓ…

୧୪ ବର୍ଷ ଜେଲଦଣ୍ଡ ଭୋଗି ଘରକୁ ଫେରିଥିଲେ, ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀଙ୍କୁ କଲେ ହତ୍ୟା

ବେତନଟୀ,୧।୧୧(ସ୍ବ.ପ୍ର.): ସମ୍ପର୍କୀୟକୁ ହତ୍ୟା କରି ଭୋଗିଥିଲେ ୧୪ ବର୍ଷ ଜେଲଦଣ୍ଡ । ଚାରି ମାସ ତଳେ ଘରକୁ ଫେରି ପୁଣି ସ୍ତ୍ରୀଙ୍କୁ ନିର୍ମମ ଭାବେ କରିଛନ୍ତି ହତ୍ୟା। ଏଭଳି ଚାଞ୍ଚଲ୍ୟକାର ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ…

ଗଡିଆରୁ ଅଧା ପୋତା ମୃତଦେହ ଉଦ୍ଧାର

ବିଶୋଇ,୧।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ଲୁହାକାନୀ ପଞ୍ଚାୟତ କାଶିପେଣ୍ଟ ଗ୍ରାମର ୨୦୦ ମିଟର ଦୂରରେ ଥିବା କରଞ୍ଜ ଝରଣା ବିଲ ଗଡିଆରୁ ଅଧା ପୋତା ମୃତଦେହ ଉଦ୍ଧାର ହୋଇଛି। ସୂଚନାମୁତାବକ, ସୋମବାର ସାରେ ନିକଟସ୍ଥ ଗ୍ରାମବାସୀ କୌଣସି କାମ…

ଭୁଲ୍‌ ଇଞ୍ଜେକଶନ ଯୋଗୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ଉଦଳା,୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଭୁଲ୍‌ ଇଞ୍ଜେକଶନ ଯୋଗୁ ସୋମବାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ…

ଆଜିଠୁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧।୧୧: ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ। ପର୍ଯ୍ୟଟକମାନେ ଆଜି ସକାଳ ୬ଟାରୁ ସକାଳ ୯ଟା ମଧ୍ୟରେ ବାରିପଦା ପଟୁ ପିଠାବଟା ଗେଟ୍‌ ଏବଂ ଯଶିପୁର ପଟୁ କାଳିଆଣି ଗେଟ୍‌ ଦେଇ ପ୍ରବେଶ କରିପାରିବେ। ପ୍ରକୃତିର ସୃଷ୍ଟି ଅପରୂପ ସୌନ୍ଦର୍ଯ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?