ମୟୂରଭଞ୍ଜ

ଅପରାଧ ଚେର ମୁର୍ଶିଦାବାଦରୁ ମୟୂରଭଞ୍ଜ

ବାରିପଦା ଅଫିସ, ୧ା୧୧:ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଚୋରି, ଡକାୟତି, ଛିନତାଇ, ବଳାତ୍କାର ଓ ଠକେଇ ଭଳି ଅପରାଧ ବଢ଼ିବାରେ ଲାଗିଛି। ଅପରାଧର କାର୍ପଟଦାର ସାଜିଛନ୍ତି ଭଡ଼ାଟିଆ। ପଶ୍ଚିମବଙ୍ଗର ମୁର୍ଶିଦାବାଦରୁ ଆସି କାୟା ବିସ୍ତାର କରିବାରେ ଲାଗିଛନ୍ତି କିଛି ଅସାମାଜିକ। ବିନା…

ଭୁଲ୍‌ ଇଞ୍ଜେକେସନ ଯୋଗୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ – ଉଦଳା ଡାକ୍ତରଖାନାରେ ଉତ୍ତେଜନା

ଉଦଳା,୩୧ା୧୦(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଭୁଲ୍‌ ଇଞ୍ଜେକସନ ଯୋଗୁ ସୋମବାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ…

ବେଆଇନ ମଣ୍ଡପ ସିଲ୍‌

ବାରିପଦା ଅଫିସ,୨୯।୧୦: ମୟୂରଭଞ୍ଜ ଜିଲା ବାରିପଦା ପୌରପାଳିକାର ବିନା ଅନୁମତିରେ ବେଆଇନ ଭାବେ ଚାଲିଥିବା ଦୁଇଟି କଲ୍ୟାଣ ମଣ୍ଡପ ଓ ଗୋଟିଏ ନିର୍ମାଣାଧୀନ କୋଠାକୁ ଶୁକ୍ରବାର ପ୍ରଶାସନ ସିଲ୍‌ କରିଛି। ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ଅନ୍ୟା ଦାସଙ୍କ ସହ…

୬୨ ଟିକିଆ ହାତୀପଲରେ ଶାବକ ଜନ୍ମଦେଲା ମାଈହାତୀ

ବେତନଟୀ,୨୮ା୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ କ୍ଷୀରପଦା ଜଙ୍ଗଲରେ ଗୁରୁବାର ରାତିରେ ଗୋଟେ ମାଈ ହାତୀ ଶାବକ ଜନ୍ମ ଦେଇଛି। ମା ଓ ଛୁଆକୁ ସୁରକ୍ଷା ଦେବା ପାଇଁ ହାତୀପଲ ଜଗି ରହିବା ସହ ଉଗ୍ର ହୋଇ ଉଠିଛନ୍ତି। ସୂଚନା…

ବାଲି ଖାଦାନ ବନ୍ଦ, ନିର୍ମାଣ କାର୍ଯ୍ୟ ମନ୍ଥର

ବୈଶିଙ୍ଗା,୨୮ା୧୦(ଡି.ଏନ.ଏ.): ପରିଚାଳନାଗତ ତ୍ରୁଟିରୁ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଓ ବେତନଟୀ ଅଞ୍ଚଳରେ ବାଲି ଖାଦାନ ବନ୍ଦ ରହିଛି। ଫଳରେ ବିଭିନ୍ନ ପଞ୍ଚାୟତରେ ଉନ୍ନତିିମୂଳକ କାର୍ଯ୍ୟ ଠପ୍‌ ହୋଇଯାଇଛି। ଶତାଧିକ ପ୍ରଧାନମନ୍ତ୍ରୀ ଆବାସ, କଙ୍କ୍ରିଟ ରାସ୍ତା, ସରକାରୀ କୋଠାବାଡ଼ି ସମେତ ଘର ନିର୍ମାଣ…

ବେତନଟୀରେ ହାତୀ ଉତ୍ପାତ

ବେତନଟୀ,୨୮ା୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ନଡ଼ପୁର ଜଙ୍ଗଲ ତଥା ଆଖପାଖ ଗ୍ରାମରେ ୪ ଦିନ ହେଲା ହାତୀପଲ ଉତ୍ପାତ ଚଳାଇଛନ୍ତି। ହାତୀପଲ ଫସଲ ନଷ୍ଟ କରୁଥିବାରୁ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ସପ୍ତାହକ ପୂର୍ବରୁ ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ…

ଝଡ଼ାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର

ମୋରଡା,୨୮ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଘଟିଛି। ଶରୀର ଆରୋଗ୍ୟ ପାଇଁ ଝଡ଼ାଫୁଙ୍କା ବାହାନାରେ ଜଣେ ଗୁଣିଆ ଜନୈକା ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ପୋକ୍‌ସୋ ଆକ୍ଟରେ…

ଇନ୍‌ଡୋର ଷ୍ଟାଡିୟମ ଅଧାପନ୍ତରିଆ

ମୋରଡା,୨୮ା୧୦(ଡି.ଏନ.ଏ ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ପରିସରରେ ଥିବା ଇନ୍‌ଡୋର ଷ୍ଟାଡିୟମ ଓ ସୁଟିଂ ରେଞ୍ଜ ହଲ ୪ ବର୍ଷ ହେଲା ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାରୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ…

୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ,୨୮ା୧୦:ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ଅସନ୍ତା ନଭେମ୍ବର ୧ତାରିଖରୁ ଖୋଲିବ। ଏନେଇ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ବାରିପଦାଙ୍କ କାର୍ଯ୍ୟାଳୟ…

ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ବାରିପଦା ଅଫିସ,୨୭।୧୦: ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିବ। ତେବେ ରାତ୍ରିଯାପନ ପାଇଁ ଅନ୍‌ଲାଇନରେ ବୁକିଂ କରିପାରିବେ ପର୍ଯ୍ୟଟକ। ବାରିପଦା ଆଡୁ ୨୫ ଏବଂ ଯଶୀପୁର ଆଡୁ ୩୫ ବସ୍‌କୁ ଅନୁମତି ମିଳିବ। ସୂଚନାଯୋଗ୍ୟ, ବର୍ଷା ଋତୁ ପାଇଁ…

୨୭ରୁ ନବମ ଶ୍ରେଣୀ ଏସଏ-୧ ପରୀକ୍ଷା

ବୈଶିଙ୍ଗା,୨୫ା୧୦(ଡି.ଏନ.ଏ.):ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଞ୍ଚଳରେ ଚଳିତ ମାସ ୨୭ ତାରିଖଠାରୁ ପ୍ରଥମ ଥର ପାଇଁ ନବମ ଶ୍ରେଣୀ ନିମନ୍ତେ ବୋର୍ଡ ଦ୍ୱାରା ପରିଚାଳିତ ଏସ୍‌ଏ-୧ ପରୀକ୍ଷା ଆରମ୍ଭ ହେବ। ନୂତନ ବ୍ୟବସ୍ଥାରେ ପରିଚାଳିତ ହେବାକୁ ଥିବା ଏହି ପରୀକ୍ଷା ନଭେମ୍ବର…

ହୋମ ଯଜ୍ଞ କରି ସ୍ବଧର୍ମକୁ ଫେରିଲେ ପରିବାରର ୧୨ ସଦସ୍ୟ

ଠାକୁରମୁଣ୍ଡା,୨୫।୧୦(ଡି.ଏନ୍‌.ଏ.) କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଗୟଳମୁଣ୍ଡା ପଞ୍ଚାୟତ ହରିବେଡା ଗ୍ରାମର ଏକ ଆଦିବାସୀ ପରିବାରର ୧୨ ସଦସ୍ୟ ଖ୍ରୀଷ୍ଟଧର୍ମ ଛାଡି ସ୍ବଧର୍ମକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏନେଇ ଗାଁରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗ୍ରାମର ଦୁର୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?