ମୟୂରଭଞ୍ଜ

ମଧ୍ୟରାତ୍ରି ପର୍ଯ୍ୟନ୍ତ ଉଡିଲା ତ୍ରିରଙ୍ଗା

ସାରସକଣା,୧୬।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସ୍ବାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ କରାଯାଇଥିଲା। ମାତ୍ର ମଧ୍ୟ ରାତ୍ରି ପର୍ଯ୍ୟନ୍ତ ତିରଙ୍ଗା ଅବତରଣ କରା ନ ଯିବା ନେଇ ସ୍ଥାନୀୟ ଜନସାଧାରଣ ଅଧିକାରୀମାନଙ୍କ ଦାହିତ୍ୱହୀନତା ନେଇ ଉଦ୍‌ବେଗ…

୩ ଶହ ଫୁଟର ତ୍ରିରଙ୍ଗା ଧରି କର୍ମୀଙ୍କ ସହ ବୁଲିଲେ ମନ୍ତ୍ରୀ

ମୋରଡା,୧୪।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅନ୍ତର୍ଗତ ଚିତ୍ରଡାରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭାଜପା ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଶତାଧିକ ଭାଜପା କର୍ମୀ ଯୋଗ ଦେଇଥିଲେ। ଚିତ୍ରଡା ଭୈରବୀ ମନ୍ଦିରରୁ…

ଓଡ଼ିଶା ଆଗକୁ ବଢ଼ିବା ଚିତ୍ର ସ୍ପଷ୍ଟ ହେଉଛି: ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ/ ମୋରଡ଼ା, ୧୩ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଦୁଇଟି ପ୍ରମୁଖ ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି। ଏହା ସହିତ ଜିଲାର ଅନେକ ବିକାଶମୂଳକ କାର୍ଯ୍ୟର ଶୁଭ ଉଦ୍‌ଘାଟନ ଓ ଶିଳାନ୍ୟାସ ପାଇଁ ଭିତ୍ତିପ୍ରସ୍ତର…

ଖଡ଼ିକାପଦା ପୋଲ ଉପରେ ୨ଫୁଟ ପାଣି

ବଡ଼ସାହି,୧୧ା୮: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଛେଳିଆ(କ) ପଞ୍ଚାୟତ ନିକଟସ୍ଥ ଖଡ଼ିକାପଦା ପୋଲ ଉପରେ ୨ ଫୁଟରୁ ଊର୍ଦ୍ଧ୍ୱ ଜଳ ପ୍ରବାହିତ ହେଉଛି। ଫଳରେ ଆଖପାଖ ଗଁାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ଅଞ୍ଚଳରେ ବନ୍ୟା ସ୍ଥିତି…

ବଢୁଛି ବୁଢ଼ାବଳଙ୍ଗ,ଗଙ୍ଗାହାର

ବାରିପଦା ଅଫିସ,୧୧ା୮: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବନ୍ୟା ପରିସ୍ଥିତି ସୃଷ୍ଟି ନେଇ ଆଶଙ୍କା ଉପୁଜିଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ଏହାର ମୁକାବିଲା ଲାଗି ତତ୍ପରତା…

ନିଶା ନିବାରଣ କେନ୍ଦ୍ରରେ ଅନ୍ତେବାସୀଙ୍କୁ ଚଟାଯାଉଛି ପାଦ, ଭିଡିଓ ଭାଇରାଲ

ବାରିପଦା ଅଫିସ,୧୦।୮: ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ଏକ ନିଶା ନିବାରଣ କେନ୍ଦ୍ରରେ ଦିବ୍ୟାଙ୍ଗ ଅନ୍ତେବାସୀଙ୍କୁ ଅକଥନୀୟ ନିର୍ଯାତନାର ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି । ମ୍ୟୁଜିକର ତାଳେତାଳେ ନାଚିନାଚି ପାଦ ଚଟାଇଲେ କେନ୍ଦ୍ରର ମାଲିକ ଓ କର୍ମଚାରୀ।…

ଝିଙ୍କପାହାଡ଼ି ସ୍କୁଲର ୬ ଛାତ୍ରୀ ଅସୁସ୍ଥ

ବାଙ୍ଗିରିପୋଷି,୮ା୮(ଡି.ଏନ.ଏ.): ବାଙ୍ଗିରିପୋଷି ବ୍ଲକ ନାଫ୍ରି ପଞ୍ଚାୟତ ଅନ୍ତର୍ଗତ ଝିଙ୍କପାହାଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟର ୬ ଛାତ୍ରୀ ସୋମବାର ହାଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ଚିକିତ୍ସାପାଇଁ ସେମାନଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନେ ସୁସ୍ଥ ହୋଇ ଫେରି ଆସିଥିବା…

ପାଇଖାନା ଟାଙ୍କି ଉପରେ ଅଙ୍ଗନଓ୍ବାଡି ରୋଷେଇ

ବାଙ୍ଗିରିପୋଷି,୮ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଚାକିଡ଼ି ପଞ୍ଚାୟତ ଅଧୀନ ଆମନ୍ଦାପାଣି ଗ୍ରାମରେ ବାଟବଣା ହୋଇଛି ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା। ଏଠାରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ମିଶନ ଶକ୍ତି ଘରେ ଛୋଟ ପିଲାଙ୍କ ଭବିଷ୍ୟତ ଗଢ଼ା ଚାଲିଛି।…

ଅଣ୍ଡା ମୂଲ୍ୟ ମିଳୁନି, କୁକୁଡ଼ା ଚାଷୀ ହତାଶ

ବାରିପଦା ଅଫିସ,୮।୮: ମୟୂରଭଞ୍ଜ ଜିଲାର କୁକୁଡ଼ା ଚାଷୀମାନେ ଦିନକୁ ଦେଢ଼ ଲକ୍ଷ ଅଣ୍ଡା ଉତ୍ପାଦନ କରୁଥିବା ବେଳେ ବଜାର ବ୍ୟବସ୍ଥା ନ ଥିବାରୁ ଉପଯୁକ୍ତ ମୂଲ୍ୟ ପାଇ ପାରୁନାହାନ୍ତି। ଜିଲାର ଆବଶ୍ୟକତାଠାରୁ ଢ଼େର ଅଧିକ ଅଣ୍ଡା ଉତ୍ପାଦନ ହେଉଥିବାରୁ ମୂଲ୍ୟ କମିବାରେ…

ବେତନଟୀ ତହସିଲ ଅଫିସରେ ଅବ୍ୟବସ୍ଥା

ବୈଶିଙ୍ଗା,୬।୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ତହସିଲରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ପଦବୀ ଗତ ଅକ୍ଟୋବର ମାସରୁ ଖାଲି ପଡ଼ିଛି। ଦୁଇ ଅତିରିକ୍ତ ତହସିଲଦାର ଓ ୩୦ରୁ ଅଧିକ କର୍ମଚାରୀଙ୍କ ଆବଶ୍ୟକତା ଥିବା ବେଳେ ମାତ୍ର ଜଣେ ଅତିରିକ୍ତ ତହସିଲଦାର ଓ…

ଖଟିଆରେ ବୁହାହେଲେ: ରାସ୍ତାରେ ପ୍ରସବ କଲେ

ଠାକୁରମୁଣ୍ଡା,୬।୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଖମଡିହା ପୁରୁଣାପାଣି ସାହିକୁ ରାସ୍ତା ନ ଥିବାରୁ ଶୁକ୍ରବାର ଜଣେ ଗର୍ଭବତୀଙ୍କୁ ଖଟିଆରେ ୧ କି.ମି ବୋହି ଆମ୍ବୁଲାନ୍ସ ନିକଟକୁ ନିଆଯାଇଥିଲା। ତେବେ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ବାଟରେ ପିଲା ଜନ୍ମ ହୋଇଥିଲା।…

ଭଙ୍ଗା ଚାଳିଆରେ ପାଠ ପଢ଼ା

ଠାକୁରମୁଣ୍ଡା,୫ା୮(ଡି.ଏନ.ଏ.): ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଇ ଆସୁଥିବା କହୁଛନ୍ତି। ୫-ଟି ଯୋଜନାରେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟ ଚାଲିଛି। ମାତ୍ର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ତାଳପଦା ପଞ୍ଚାୟତ ଅଧୀନ ଭଦୁବାହାଳି ଗ୍ରାମ ପ୍ରାଥମିକ ବିଦ୍ୟାଳୟର ଅବସ୍ଥା ଦେଖିଲେ ପ୍ରଚଳିତ ଶିକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri