ମୟୂରଭଞ୍ଜ

ବାର୍‌ହା କାଟି କରୁଥିଲେ ଭାଗବଣ୍ଟା: ୨ ଶିକାରୀଙ୍କୁ ଧରିଲା ବନବିଭାଗ

ଠାକୁରମୁଣ୍ଡା,୨୫।୧୦(ଡି.ଏନ୍‌.ଏ.): କରଞ୍ଜିଆ ବନଖଣ୍ଡ ସାତକୋଶିଆ ବନାଞ୍ଚଳରେ ବାର୍‌ହା ଶିକାର ଘଟଣାରେ ସାତକୋଶିଆ ବନବିଭାଗ ୨ଜଣ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଶିକାରୀଙ୍କ ନିକଟରୁ ବାର୍‌ହା ମାଂସ ସହ ବ୍ୟବହୃତ ଧନୁ ଓ ତୀରକୁ ବନବିଭାଗ ଜବତ କରିଛି।…

ହଷ୍ଟେଲରେ ଖାଇବାକୁ ନ ପାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି କାନ୍ଦିଲେ ଛାତ୍ରୀ

ଠାକୁରମୁଣ୍ଡା,୨୩ା୧୦: ହଷ୍ଟେଲରେ ରହୁଥିବା ଛାତ୍ରୀମାନେ ଖାଇବାକୁ ନ ପାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି କାନ୍ଦୁଥିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଛାତ୍ରୀଙ୍କ କାନ୍ଦ ଦେଖି ସାଧାରଣରେ ଏପରି ଅସନ୍ତୋଷ ପ୍ରକାଶ ପାଇଛି। ଏପରି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲାା…

ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୋତାଗଲା

ଠାକୁରମୁଣ୍ଡା,୨୨ା୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା କରଞ୍ଜିଆ ଏନ୍‌ଏସି ୱାର୍ଡ ନଂ. ୮ ସ୍ଥିତ ପାକୁଟସାହି ନିକଟରେ ଥିବା ପ୍ରଦୀପ ସାହା ନାମକ ଏକ ବାଣ ଦୋକାନୀଙ୍କ ଗୋଦାମରେ ଗତ ୧୬ ତାରିଖରେ କରଞ୍ଜିଆ ପୋଲିସ ଚଢ଼ାଉ କରିଥିଲା। ଚଢ଼ାଉରେ ୧୬ ଲକ୍ଷ ଟଙ୍କା…

ନକଲି ସୁନାଗହଣାଦେଇ ନେଇଗଲେ ୮୩ ଲକ୍ଷରୁ ଊର୍ଦ୍ଧ୍ୱ ଋଣ : ବ୍ୟାଙ୍କ ପକ୍ଷରୁ ମାମଲା

ବୈଶିଙ୍ଗା,୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ନକଲି ସୁନା ଗହଣା ଦେଇ ୮୩ଲକ୍ଷ ଟଙ୍କା ଋଣ ନେଇଥିବା ଅଭିଯୋଗ ହୋଇଛି। ଘଟଣା ଜଣାପଡ଼ିବା ପରେ ବ୍ୟାଙ୍କ ପକ୍ଷରୁ ବୈଶିଙ୍ଗା ଥାନାରେ ଅଭିଯୋଗ କରାଯାଇଛି। ଏଥିରେ ପୂର୍ବତନ ବ୍ୟାଙ୍କ…

 ନେଇଗଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ସାରସକଣା,୨୧।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ୧୮ନଂ. ଜାତୀୟ ରାଜପଥ ସଂଲଗ୍ନ ଝାରପୋଖରିଆ ଗ୍ରାମର ସୁବାସ ମହାରଣାଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ରୁପା ଅଳଙ୍କାର ଚୋରି ନେଇ ଅଭିଯୋଗ ହୋଇଛି। ସୁବାସଙ୍କ ଅଭିଯୋଗ ଅନୁଯାୟୀ, ସମସ୍ତ ପରିବାର ଲୋକ…

ଗହଣା ଦୋକାନରେ ଜିଏସ୍‌ଟି ଚଢ଼ାଉ

ବାରିପଦା ଅଫିସ,୨୧।୧୦-ମୟୂରଭଞ୍ଜ ଜିଲା ବାରିପଦା ସହର ଲାଲବଜାରସ୍ଥିତ ଭାରତୀ ଅଳଙ୍କାର ଦୋକାନରେ ଶୁକ୍ରବାର ଜିଏସ୍‌ଟି ବିଭାଗ ଚଢ଼ାଉ କରିଛି। ଗହଣା ଦୋକାନ ସମେତ ତୁଳସୀଚଉରା ବାସଭବନରେ ଏକକାଳୀନ ଚଢ଼ାଉ କରାଯାଇଛି। ବ୍ୟବସାୟୀ ତଥା ଦୋକାନ ମାଲିକ ପ୍ରଦୀପ କର୍ମକାରଙ୍କ ବିରୋଧରେ ଜିଏସ୍‌ଟି…

ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ବିରୋଧ: ରାଜପଥରେ ବସିଲେ ଗ୍ରାମବାସୀ

ମୋରଡା,୨୧।୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଡାକୋଇ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତିକୁ ବିରୋଧ କରିଛନ୍ତି ଗ୍ରାମବାସୀ। ଏହି ନିଯୁକ୍ତି କ୍ଷେତ୍ରରେ ଅନିୟମିତତା ହୋଇଥିବା ନେଇ ସେମାନେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦ ଜଣାଇ ଶୁକ୍ରବାର ରାଜ୍ୟ…

ସେବାରେ ଲାଗୁନି ୧୦୮ ଆମ୍ବୁଲାନ୍ସ

ଖୁଣ୍ଟା,୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ୧୦୮ ଆମ୍ବୁଲାନ୍ସ ଏବେ ଲୋକଙ୍କ ସେବାରେ ଲାଗି ପାରୁନି। ୨୦ ଦିନ ତଳେ ଦୁର୍ଘଟଣାଗ୍ରସ୍ତ ହେବା ପରେ ଏହା ଅଚଳ ହୋଇପଡ଼ିଛି। ଦାୟିତ୍ୱରେ ଥିବା ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁ…

ଶୁଣିଲାନି ପ୍ରଶାସନ: ଗ୍ରାମବାସୀ ତିଆରି କଲେ ଅସ୍ଥାୟୀ ପୋଲ

ମୋରଡା, ୨୦ା୧୦(ଡି.ଏନ.ଏ.): ବହୁଦିନର ଦାବି ପରେ ମଧ୍ୟ ଶୁଣିଲାନି ପ୍ରଶାସନ। ଗ୍ରାମବାସୀ ମିଶି ତିଆରି କରିଛନ୍ତି ଏକ ଅସ୍ଥାୟୀ ବାଉଁଶ ପୋଲ। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଦାନ୍ତିଆମୁହାଁର ମାଛୁଆ ପୋଲ ବେତନଟୀ ବ୍ଲକର କେତେକ ପଞ୍ଚାୟତକୁ ସଂଯୋଗ କରୁଛି।…

୭ ବର୍ଷର ନାତି ସହ ଅପ୍ରାକୃତିକ ଯୌନ ସମ୍ପର୍କ, ଅଜା ଗିରଫ

ଉଦଳା,୨୦ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଞ୍ଚଳର ୭ ବର୍ଷର ନାତିକୁ ଜଙ୍ଗଲକୁ ଡାକି ନେଇ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ଅଭିଯୋଗରେ ପୋଲିସ ସମ୍ପର୍କୀୟ ଅଜାଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ଜଙ୍ଗଲକୁ ପକ୍ଷୀ ଶିକାର କରିବାକୁ ଯିବାକୁ ସମ୍ପର୍କୀୟ…

ବାରିପଦା ସହରରେ ବଢୁଛି ବେଆଇନ ବାଣ ବିକ୍ରି, ଅଘଟଣ ଘଟିବା ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଦାବି

ବାରିପଦା ଅଫିସ,୨୦।୧୦: ମୟୂରଭଞ୍ଜ ଜିଲା ବାରିପଦା ସହରରେ ବେଆଇନ ବାଣ ମହୁଜୁଦ ଓ ବିକ୍ରି ଚାଲିଛି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉ ନ ଥିବା ବେଳେ ବିପଦସଙ୍କୁଳ ସ୍ଥାନରେ ବାଣ ମହଜୁଦ୍‌ ରଖାଯାଉଛି। ପ୍ରଶାସନିକ ଅବହେଳାରୁ କୋଟି କୋଟି ଟଙ୍କାର…

ଶାଳପତ୍ରରେ ସୁସ୍ବାଦୁ ବ୍ୟଞ୍ଜନ

ବାରିପଦା ଅଫିସ, ୧୯ା୧୦: ସଜେଇ ହେଉଛି ବିଶ୍ୱ ଐତିହ୍ୟ ଶିମିଳିପାଳ ଜାତୀୟ ଉଦ୍ୟାନ। ଆସନ୍ତା ନଭେମ୍ବର ୧ରେ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଏହି ଅଭୟାରଣ୍ୟ ଖୋଲିବ। ଏନେଇ ୨୦ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଚଳିତବର୍ଷ ପର୍ଯ୍ୟଟକମାନଙ୍କୁ ଶାଳପତ୍ର ପ୍ଳେଟ୍‌ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?