ଅସୁସ୍ଥ ଘୋଡ଼ାକୁ ଛାଡ଼ି ଚାଲିଗଲେ ମାଲିକ
ବୈଶିଙ୍ଗା,୫ା୮(ଡି.ଏନ.ଏ.): ଘୋଡ଼ାକୁ ନିଜ କାମରେ ଲଗାଇ ବହୁ ଅର୍ଥ ରୋଜଗାର କରିଥିଲେ ମାଲିକ। ହେଲେ କଥା କହି ପାରୁ ନ ଥିବା ଏହି ଘୋଡ଼ାଟି ଯେବେ ଅସୁସ୍ଥ ହୋଇପଡ଼ିଲା ମାଲିକ ତାଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ପଳାଇଗଲେ। ମାନବିକତାଶୂନ୍ୟ ଏଭଳି ମାଲିକଙ୍କ…
ଆଇଟିଆଇ ଛାତ୍ରଙ୍କୁ ମାଡ଼, ନ୍ୟାୟ ପାଇଁ ରାତିରେ ୩୦ କି.ମି. ଚାଲିଲେ
ବାରିପଦା ଅଫିସ, ୪ା୮: ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ବାଇଗଣବାଡ଼ିଆସ୍ଥିତ ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଆଦିବାସୀ ଛାତ୍ରମାନଙ୍କୁ ଅକଥନୀୟ ନିର୍ଯାତନା ଦେଇ ତଡ଼ି ଦିଆଯିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମାନସିକ ଓ ଶାରୀରିକ ନିର୍ଯାତନା ସହି ନ…
ପିଆର୍ଏମ୍ ମେଡିକାଲ ସମ୍ମୁଖରେ ବିକ୍ଷୋଭ
ବାରିପଦା ଅଫିସ,୩।୮: ମୟୂରଭଞ୍ଜ ଜିଲା ବାରିପଦା ପିଆର୍ଏମ୍ ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭଞ୍ଜସେନା ପକ୍ଷରୁ ଆନ୍ଦୋଳନ କରାଯାଇଛି। ସେଠାକାର ଅନଭିଜ୍ଞ ସୁପରିଟେଣ୍ଡେଣ୍ଟକୁ ବଦଳି, ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାକୁ ତୁରନ୍ତ ସୁଧାରି ଜନସାଧାରଣଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇଦେବା…
ଜେଲ ଗଲେ ପୂର୍ବତନ କଲେଜ ଅଧ୍ୟକ୍ଷ
ଉଦଳା,୧ା୮(ଡି.ଏନ.ଏ.)- ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଉଦଳା ଲୁଇପା ଡିଗ୍ରୀ କଲେଜର ପୂର୍ବତନ ଅଧ୍ୟକ୍ଷ ଆଦିକନ୍ଦ ଦେ ଜେଲ ଯାଇଛନ୍ତି। ମିଥ୍ୟା ବିଲ୍ ଦେଇ କଲେଜକୁ ଆସିଥିବା ୩୦ ଲକ୍ଷ ଟଙ୍କା ସେ ଆତ୍ମସାତ କରିବା ସହ ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ଅର୍ଥ,…
ଶିମିଳିପାଳରେ କଳାବାଘ, ଭିଡିଓ ଭାଇରାଲ
ବାରିପଦା ଅଫିସ,୧ା୮: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ କଳା ବାଘ କ୍ୟାମେରାରେ କଏଦ ହୋଇଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ୧୬ ସେକେଣ୍ଡର ଏହି ଭିଡିଓରେ କଳା ବାଘଟି ଏକ ଗଛ ଉପରକୁ ଚଢ଼ୁଥିବାର ଦେଖିବାକୁ…
ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
ସାରସକଣା,୨୮।୭(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଜୋକା ପଞ୍ଚାାୟତ ଛକଠାରୁ ପ୍ରାୟ ୩୦୦ ମିଟର ଦୂର ଏକ ସ୍ବୟଂ ସହାୟକ ଗୋଷ୍ଠୀ ଘର ପଛପଟ ପଡ଼ିଆରୁ ଉଲଗ୍ନ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ଗୁରୁବାର ଉଦ୍ଧାର କରିଛି। ପୁଅ ବାବଲୁ…
ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତ
ବାରିପଦା ଅଫିସ,୨୭।୭ – ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ଛାତ୍ର ଅଶାନ୍ତି ଦେଖାଦେଇଛି। ଶତାଧିକ ଛାତ୍ରୀଛାତ୍ର ବିଶ୍ୱବିଦ୍ୟାଳୟକୁ ସାଇନ୍-ଏ-ଡାଏ ଘୋଷଣା କରିବା ସହିତ ଅନ୍ଲାଇନ ମାଧ୍ୟମରେ ପରୀକ୍ଷା ଓ ପାଠପଢ଼ା କରିବାକୁ ଦାବି କରିଛନ୍ତି। ଏହାକୁ…
ଟ୍ରାକ୍ଟର ତଳେ ଚାପି ହୋଇ ଚାଲିଗଲା ୨ ମହିଳାଙ୍କ ଜୀବନ, ୩ ଗୁରୁତର
ରାଇରଙ୍ଗପୁର,୨୬।୭: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଧୀନ ପୁରୁଣିଆ ଗ୍ରାମରେ ମଙ୍ଗଳବାର ଏକ ଟ୍ରାକ୍ଟର ଓଲଟି ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଦଲକି ଗ୍ରାମର ମନ୍ଦୋଦରୀ ପାତ୍ର(୫୦) ଓ ମିତା ହାଁସଦା(୨୨)…
ସବୁଠି ଉତ୍ସବ
ବାରିପଦା ଅଫିସ/ରାଇରଙ୍ଗପୁର, ୨୬।୭(ଡି.ଏନ.ଏ.) ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ମୟୂରଭଞ୍ଜ ମାଟିର ଝିଅ ଦ୍ରୌପଦୀ ମୁର୍ମୁ। ଏନେଇ ଜିଲା ତଥା ଅଞ୍ଚଳବାସୀ ବେଶ୍ ଖୁସି ମନାଇଛନ୍ତି। ଜିଲାର ଚାରିଆଡ଼େ ଦେଖିବାକୁ ମିଳିଛି ଉତ୍ସବର ମାହୋଲ। ବିଭିନ୍ନ ସ୍ଥାନରେ ଦ୍ରୌପଦୀ…
ଧରାପଡ଼ିଲେ ସାଇବର ଠକ
ବୈଶିଙ୍ଗା,୨୫ା୭(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଦଳିଆ ଗ୍ରାମର ଜଣେ ଯୁବକଙ୍କୁ ସାଇବର ଠକେଇ ଅଭିଯୋଗରେ ପୋଲିସ କୋର୍ଟ ଚାଲାଣ କରିଛି। ସେ ହେଲେ ଚାରୁଚନ୍ଦ୍ର ସିଂଙ୍କ ପୁଅ ତୁଫାନ। ଏନେଇ ଥାନାରେ ଏକ ମାମଲା(ନଂ.୨୧୪/୨୨)ରୁଜୁ ହୋଇଛି। ସୂଚନାଯୋଗ୍ୟ, ଗତ…
ଭୁଲ୍ ଇଞ୍ଜେକ୍ସନରୁ ଗର୍ଭସ୍ଥ ଶିଶୁ, ମା’ ମୃତ
ବାରିପଦା ଅଫିସ,୨୪।୭: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପିଆର୍ଏମ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ଭୁଲ୍ ଇଞ୍ଜେକ୍ସନ ଯୋଗୁ ଶନିବାର ଗର୍ଭସ୍ଥ ଶିଶୁ ସମେତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିସହ ପ୍ରସବକାଳୀନ ଚିକିତ୍ସାରେ ଅବହେଳା ଓ ମୃତଦେହ ବ୍ୟବଚ୍ଛେଦ ବିଳମ୍ବ ନେଇ…
ଦ୍ରୌପଦୀଙ୍କ ପାଇଁ ଚଳଚଞ୍ଚଳ ମୟୂରଭଞ୍ଜ: ବଣ୍ଟା ହେବ ୫ କୁଇଣ୍ଟାଲ ଲଡ଼ୁ
ବାରିପଦା ଅଫିସ,୨୧ା୭: ଦେଶର ପ୍ରଥମ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ନେଇ ସମ୍ଭାବନା ଥିବାରୁ ବିଜୟ ଉତ୍ସବ ମନାଇବାକୁ ମୟୂରଭଞ୍ଜ ଜିଲାବାସୀ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଗୁରୁବାର ଫଳାଫଳ ଘୋଷଣାକୁ ଅପେକ୍ଷା କରି ରହିଛନ୍ତି…
Archives


