ମୟୂରଭଞ୍ଜ

୧୦ ଫୁଟ ତଳକୁ ଖସିଲା ପାଟ୍ରୋଲିଂ ଗାଡ଼ି, ୨ ଗୁରୁତର

ବାରିପଦା ଅଫିସ,୨ା୭: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ମସିଣାକାଟି କେନାଲ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ହାତୀ ସୁରକ୍ଷା ଡ୍ୟୁଟି ସାରି ଫେରୁଥିବା ବନ ବିଭାଗର ଏକ ବୋଲେରୋ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୦ ଫୁଟ…

ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥ ଟଣା

ବାରିପଦା ଅଫିସ,୨।୭: ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥ ଟଣା ହେବ । କରୋନା ପାଇଁ ଦୁଇ ବର୍ଷ ଧରି ରଥଯାତ୍ରା ବନ୍ଦ ଥିବା ବେଳେ ଚଳିତବର୍ଷ ଭକ୍ତ ଭଗବାନ ଏକାଠି ହୋଇଛନ୍ତି। ପରମ୍ପରା ଅନୁଯାୟୀ ଶୁକ୍ରବାର ଏଠାରେ ଛେରା ପହଁରା…

ଛୁଟି ନେଇ ଘରକୁ ଆସୁଥିଲେ,ଦୁର୍ଘଟଣାରେ ଚାଲିଗଲା ଏସ୍‌ଡିଜେଏମ୍‌ଙ୍କ ଜୀବନ

ବାରିପଦା ଅଫିସ,୩୦।୬: ୪୯ ନଂ ଜାତୀୟ ରାଜପଥ ନିକଟରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ରାଇରଙ୍ଗପୁର ଏସ୍‌ଡିଜେଏମ୍‌ ସ୍ମରଣିକା ପ୍ରଧାନଙ୍କ ମୃତ୍ୟୁ ହୋଇଛି। ସୂଚନାନୁସାରେ, କାର୍‌ଟି ଭାରସାମ୍ୟ ହରାଇ ଚାଇଁନେବଦା ଛକ ନିକଟରେ ଏକ ଇଲେକ୍ଟ୍ରି ଖୁଣ୍ଟରେ…

ବାରିପଦା ରଥଯାତ୍ରା: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ,ଏସ୍‌ପି

ବାରିପଦା ଅଫିସ,୩୦।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରିବଳଦେବ ଜୀଉ ବିଜେଙ୍କ ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ କରିବା ନେଇ ପ୍ରଶାସନ ପକ୍ଷରୁ ତତ୍ପତ୍ରତା ପ୍ରକାଶ ପାଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଓ ଏସ୍‌ପି ଋଷିକେଶ ଦ୍ୟାନଦେଓ…

କମୁନି ହାତୀ ଉପଦ୍ରବ: ପୁଣି ଜଣଙ୍କ ଜୀବନ ନେଲା

ସାରସକଣା,୩୦ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ସାରସକଣା ବ୍ଲକର ଉମାଦେଇପୁର ପଞ୍ଚାୟତ ପାଣିଶୋଳ ଗ୍ରାମର ସନ୍ନ୍ୟାସୀ ମହାନ୍ତଙ୍କ ପୁଅ ଭବାନୀ ଶଙ୍କର ମହାନ୍ତ(୪୨)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବାର ରେଞ୍ଜର ଲକ୍ଷ୍ମୀଧର ବେହେରା ସୂଚନା ଦେଇଛନ୍ତି। ବୁଧବାର ରାତିରେ କିଛି ହାତୀ…

କାମ ସରିନି, ରାସ୍ତାରୁ ପିଚୁ ଉଠିଲାଣି

ମୋରଡ଼ା,୩୦।୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତର ପୁରୁଣାପାଣି-ଗଡ଼ିିଗଁା ରାସ୍ତାକାମ ନିମ୍ନମାନର ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ନିର୍ମାଣ କାର୍ଯ୍ୟ ନ ସରୁଣୁ ରାସ୍ତାରୁ ପିଚୁ ଉଠି ଯାଇଥିବା ଓ ବର୍ଷା ସମୟରେ ମଧ୍ୟ ପିଚୁ କାମ ଚାଲିଥିବା ଗ୍ରାମର…

ଆତଙ୍କ ଖେଳାଇଲା ଦନ୍ତା: ଶିଶୁକନ୍ୟା-ବୃଦ୍ଧଙ୍କ ଜୀବନ ନେଲା

ମୋରଡ଼ା,୩୦।୬ (ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଉପଦ୍ରବ ବର୍ଷ ତମାମ ଲାଗି ରହୁଥିବା ବେଳେ ଜୀବନ ହାନୀର ଘଟଣା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ବୁଧବାର ରାତିରେ ଏକ ଦନ୍ତା ରାସଗୋବିନ୍ଦପୁର ରେଞ୍ଜ ଅଧୀନ…

‘ରଥଯାତ୍ରା ମେଳାକୁ ମାହାସୁଲ ମୁକ୍ତ କରାଯାଉ’

ବାରିପଦା ଅଫିସ,୨୯।୬ – ମୟୂରଭଞ୍ଜ ଜିଲା ବାରିପଦା ରଥଯାତ୍ରା ପଡ଼ିଆରେ ବସୁଥିବା ଉଠା ଦୋକାନୀଙ୍କୁୁ ମହାସୁଲ ମୁକ୍ତ କରିବା ସହିତ ବିଭିନ୍ନ ଦାବି ନେଇ ଭଞ୍ଜସେନା ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି…

ସାଙ୍ଗ ପାଇଁ ପରୀକ୍ଷାରେ ଉତ୍ତର ଲେଖି ନ ଥିଲେ ଦ୍ରୌପଦୀ

ନୀଳାଦ୍ରି ବିହାରୀ ଦଣ୍ଡପାଟ ବାରିପଦା ଅଫିସ, ୨୯ା୬: ମୟୂରଭଞ୍ଜ ଜିଲାର ଉପରବେଡ଼ାରେ ଜନ୍ମିତା (୨୦ ଜୁନ ୧୯୫୮) ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା। ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାନ୍ତ କୁସୁମୀ ବ୍ଲକ୍‌ ଅଧୀନ ଏହି ଗ୍ରାମଟି ଶିମିଳିପାଳ…

ଦ୍ରୌପଦୀ ମୁର୍ମୁଙ୍କୁ ନେଇ ବିବାଦୀୟ ଟୁଇଟ୍‌: ରାମ ଗୋପାଳ ବର୍ମାଙ୍କ ନାମରେ ମାମଲା

ବାରିପଦା ଅଫିସ,୨୮।୫(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏକ ବିବାଦୀୟ ଟୁଇଟ୍‌ କରିଥିଲେ। ଏହାକୁ ନେଇ ରାଇରଙ୍ଗପୁର ଟାଉନ ଥାନାରେ ଭାଜପା ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି। ଜଣେ ଆଦିବାସୀ…

ଗର୍ଭବତୀଙ୍କ ଜୀବନ ବଞ୍ଚାଇଥିବା ଆଶାକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ମୋରଡ଼ା,୨୮।୬ (ଡି.ଏନ.ଏ.):ରକ୍ତଦାନ କରି ଜଣେ ଗର୍ଭବତୀଙ୍କ ଜୀବନ ବଞ୍ଚାଇଛନ୍ତି ଆଶାକର୍ମୀ। ଏଭଳି ମାନବିକତାର ପରିଚୟ ଦେଇଛନ୍ତି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଧଡ଼ାସାହି ପଞ୍ଚାୟତ ମୋହନପୁର ଗ୍ରାମର ଆଶାକର୍ମୀ ଧାନୀ ମୁର୍ମୁ। ତାଙ୍କର ଏପରି ମହାନତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

ବଡ଼ଭାଇଙ୍କ ଜୀବନ ନେଲେ ସାନ

ବାରିପଦା ଅଫିସ,୨୬ା୬: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅନ୍ତର୍ଗତ ମାଧପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ବଡ଼ ଭାଇଙ୍କ ଜୀବନ ନେଇଛନ୍ତି ସାନ ଭାଇ। ମୃତକ ଜଣକ ହେଉଛି ମେଘରାୟ ସରେନ(୪୫)। ହତ୍ୟାକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri