ଖବର ପ୍ରକାଶ ପରେ ଚେତା ପଶିଲା: ଦ୍ରୌପଦୀ ମୁର୍ମୁଙ୍କ ଗାଁରେ ଜଳିବ ବିଜୁଳି
ରାଇରଙ୍ଗପୁର,୨୫।୬(ଡି.ଏନ୍.ଏ.): ଭାଜପା ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଗାଁରେ ଜଳିବ ବିଜୁଳି। ଆଜିଯାଏ ବିଜୁଳି ସାତସପନ ପାଲଟିଥିବା ଏହି ଗାଁରେ ଏବେ ଖୁଣ୍ଟ ପୋତା ଆରମ୍ଭ ହୋଇଛି। ଅନ୍ଧାରରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କ ଗାଁ ନେଇ ଖବର ପ୍ରକାଶ ପାଇବା ପରେ…
ଜାଲ୍ ଶିକ୍ଷକଙ୍କୁ ଖୋଜୁଛି ପୋଲିସ
ବାରିପଦା ଅଫିସ,୨୩ା୬: ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ଶିକ୍ଷକଙ୍କ ବିରୋଧରେ ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନାରେ ଅଭିଯୋଗ କରାଯାଇଛି। ବିଇଓ ମାଳତୀ ଟୁଡୁଙ୍କ ଅଭିଯୋଗ କ୍ରମେ ଦଫା ୪୨୦, ୪୬୮ ଓ ୪୭୧ ଅନୁଯାୟୀ ପୋଲିସ ମାମଲା(ନଂ.୧୦୬/୨୨) ରୁଜୁ କରି…
ବଦଳୁଛି ନାଲୁହା ନଦୀ ଗତିପଥ
କୁଆମରା,୨୨।୬(ଡି.ଏନ.ଏ.) – ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଦେଇ ପ୍ରବାହିତ ନାଲୁହା ନଦୀ ଏବେ ବିପଦ ସାଜିଛି। ଗତିପଥ ବଦଳାଉ ଥିବାରୁ ପାର୍ଶ୍ୱବର୍ତ୍ତୀ ୨ ଗାଁ ଏହା ଗର୍ଭରେ ଲୀନ ହେବା ଆଶଙ୍କା ଦେଖାଦେଇଛି। ପଥର ପ୍ୟାକିଂ ନ ହେବା…
ରେଲୱେ ଓଭରବ୍ରିଜ ନିର୍ମାଣ ବନ୍ଦ ଦାବି କଲେ ବ୍ୟବସାୟୀ
ବାରିପଦା ଅଫିସ,୨୨।୬ – ମୟୂରଭଞ୍ଜ ଜିଲା ବାରିପଦା ସହରର କୃଷ୍ଣଚନ୍ଦ୍ର ଗୋଲେଇଠାରୁ ଷ୍ଟେଶନ ବଜାର ପର୍ଯ୍ୟନ୍ତ ରେଲୱେ ଓଭରବ୍ରିଜ ନିର୍ମାଣ ବନ୍ଦ କରିବା ନିମନ୍ତେ ଷ୍ଟେସନବଜାର ବ୍ୟବସାୟୀମାନେ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏ ସଂକ୍ରାନ୍ତରେ ଏକ ପ୍ରତିନିଧି…
ମନ୍ଦିରରେ ପୂଜାର୍ଚ୍ଚନା କଲେ ଦ୍ରୌପଦୀ
ବାରିପଦା ଅଫିସ,୨୨।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଝାଡ଼ଖଣ୍ଡ ରାଜ୍ୟର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍ଡିଏ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ନାମ ଘୋଷଣା ପରେ ଦ୍ରୌପଦୀ ବୁଧବାର ସକାଳୁ କଡ଼ା ସୁରକ୍ଷା ମଧ୍ୟରେ ବାସଭବନରୁ ବାହାରି ସ୍ଥାନୀୟ ଜଗନ୍ନାଥ ମନ୍ଦିର,…
ମୟୂରଭଞ୍ଜରେ ଖୁସିର ଲହରି
ବାରିପଦା ଅଫିସ୍, ୨୨।୬: ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ସମଗ୍ର ମୟୂରଭଞ୍ଜ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଜିଲାର ବିଭିନ୍ନ ରାଜନୈତିକ ନେତା, ବୁଦ୍ଧିଜୀବୀ, ସାଧାରଣ ଜନତା ତାଙ୍କ ପ୍ରାର୍ଥତ୍ତ୍ୱକୁ ସ୍ବାଗତ ଜଣାଇଛନ୍ତି।…
୩ ପ୍ରାଣୀ ଚିକିତ୍ସାଳୟରେ ଝୁଲୁଛି ତାଲା
କୁଆମରା,୨୦।୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟରେ ଚିକିତ୍ସକ ନ ଥିବାରୁ ଗୋ-ଚିକିତ୍ସା ସେବା ବାଧାପ୍ରାପ୍ତ ହୋଇଛି। ବ୍ଲକ ପ୍ରାଣୀ ଚିକିତ୍ସାଳୟ ଅଧୀନରେ କୁଶଳଦା, ଜୟୀଦା, ପଶୁଦା, ବରଡିହି ଓ ଆରପଟାରେ ଏଲ୍ଆଇ ସେଣ୍ଟର କାର୍ଯ୍ୟ କରୁଛି।…
ଯୁବକଙ୍କ ପ୍ରାଣ ନେଲା ହାତୀ
ବାରିପଦା ଅଫିସ,୨୦ା୬: ରାଜ୍ୟ ସୀମାନ୍ତବର୍ତ୍ତୀ ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ତଥା ବାଙ୍ଗିରିପୋଷି ବନାଞ୍ଚଳରେ ରବିବାର ରାତିରେ ପୁଣି ଜଣେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ ହେଲେ ଦୀଗାରିଶୋଳ ଗ୍ରାମର ବୁଧିଆ ମୁଣ୍ଡା (୩୮)। ଗାଁ ଦୋକାନରୁ ଚା’…
ନାବାଳିକା ବଳାତ୍କାର ମାମଲା: ୧୦ବର୍ଷ ସଶ୍ରମ କାରାଦଣ୍ଡ
ବାରିପଦା ଅଫିସ,୧୯ ।୬: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟରେ ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ସୁମିତା ଜେନା ମାମଲାର ବିଚାର କରି ଦୋଷୀ…
ଅସରାଏ ବର୍ଷାରେ ରାସ୍ତାରେ ପାଣି
ମୋରଡା,୧୯ ।୬ (ଡି.ଏନ.ଏ.) ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ହଳଦୀପାଳ ପଞ୍ଚୟତର ହଳଦୀପାଳ ଗ୍ରାମରେ ଅସରାଏ ବର୍ଷାରେ ରାସ୍ତାରେ ବର୍ଷା ପାଣି ଲହଡି ଭାଙ୍ଗୁଛି। ସୂଚନା ଅନୁଯାୟୀ, ଉକ୍ତ ଗ୍ରାମରେ ଚାରି ଓ ପାଞ୍ଚ ନମ୍ବର ୱାର୍ଡ ରହିଥିବା ବେଳେ…
ରାତିଅଧିଆ ଗାଁକୁ ପଶିିଲେ ୫୦ରୁ ଊର୍ଦ୍ଧ୍ୱ ହାତୀ
ସାରସକଣା,୧୭।୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ସାରସକଣା ବ୍ଲକ ପୋଖରଡ଼ିହା ପଞ୍ଚାୟତ ଅଧୀନ ବାଙ୍କୀଷୋଳ ଏବଂ ଡୁମୁରଡିହା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ୫୦ରୁ ଊର୍ଦ୍ଧ୍ୱ ହାତୀପଲ ଗାଁ ଭିତରକୁ ପଶି ଆସିଥିଲେ। ଗାଁ ଲୋକେ ହାତୀପଲଙ୍କୁ ଘଉଡାଇବାରୁ ସେମାନେ ନିକଟସ୍ଥ…
ସୂଚନା ଫଳକରେ ସୀମିତ ସୌନ୍ଦର୍ଯ୍ୟକରଣ
ବାରିପଦା ଅଫିସ,୧୭ା୬ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ହେଉ ନ ଥିବାରୁ ଶ୍ରଦ୍ଧାଳୁ ତଥା ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଲୋକ ଦେଖାଣିଆ ଭାବେ ରାଜ୍ୟ ପ୍ରନତ୍ତତ୍ତ୍ୱ ବିଭାଗ…
Archives


