ମୟୂରଭଞ୍ଜ

ମୟୂରଭଞ୍ଜରେ ମହିଳା କାଡ

ବାରିପଦା ଅଫିସ,୭।୬ ଇତି ମଧ୍ୟରେ ରାଜ୍ୟ ମନ୍ତ୍ରିମଣ୍ଡଳର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାରୁ କ୍ୟାବିନେଟ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରୁଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍‌ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି। ବାସନ୍ତୀଙ୍କୁ ମହିଳା…

ମୟୂରଭଞ୍ଜରେ ମହିଳା କାର୍ଡ

ବାରିପଦା ଅଫିସ,୭ା୬: ଇତି ମଧ୍ୟରେ ରାଜ୍ୟ ମନ୍ତ୍ରିମଣ୍ଡଳର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାରୁ କ୍ୟାବିନେଟ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରୁଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍‌ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି। ବାସନ୍ତୀଙ୍କୁ ମହିଳା…

ମଦଭାଟିରେ ହାତୀ ଉପଦ୍ରବ : ଯୁବକଙ୍କ ଜୀବନ ଗଲା

ବାରିପଦା ଅଫିସ,୬ା୬: ବାରିପଦା ସହର ନିକଟ ମଞ୍ଚାବନ୍ଧାଠାରେ ୧୪ଟିକିଆ ହାତୀପଲଙ୍କ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ଯୁବକ। ଯୁବକ ଜଣଙ୍କ ହେଲେ ବିହାରର ଔରଙ୍ଗାବାଦ ଅଞ୍ଚଳର ଧୀରଜ କୁମାର ସିଂ। ସେ ବାରିପଦାରେ ରହି ଏକ ମଦ ଦୋକାନରେ କାର୍ଯ୍ୟ କରୁଥିଲେ।…

ପିକ୍‌ଅପ୍‌-ବାଇକ୍‌ ମୁହାଁମୁହିଁ, ଜଣେ ମୃତ;୨ ଗୁରୁତର

ବିଶୋଇ,୫ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୫୦ ନଂ. ରାଜ୍ୟ ରାଜପଥର ମଧୁପୁର ଛକ ନିକଟରେ ରବିବାର ଏକ ପିକ୍‌ଅପ୍‌ ଭ୍ୟାନ ଓ ବାଇକ୍‌ ସହିତ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର…

ଗୋରୁ ବ୍ୟବସାୟୀଙ୍କୁ ହତ୍ୟା କରି ୨୦ ଲକ୍ଷ ଲୁଟ୍‌ ଘଟଣା: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବାରିପଦା ଅଫିସ/ରାଇରଙ୍ଗପୁର,୪ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡ଼ା ଗୋରୁ ହାଟରେ ଜଣେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ଓ ୨୦ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ୧୧ଦିନ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।…

‘ମାସକ ମଧ୍ୟରେ ରିପୋର୍ଟ ଦିଅ’

ବାରିପଦା ଅଫିସ,୩।୬ ବିଶ୍ୱପ୍ରସିଦ୍ଧ ମୟୂରଭଞ୍ଜ ଛଉ ନୃତ୍ୟର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମୟୂରଭଞ୍ଜ ଛଉ ନୃତ୍ୟ ପ୍ରତିଷ୍ଠାନ ଅଧୀନରେ ଛଉ ତାଲିମ କେନ୍ଦ୍ର ପ୍ରତିଷ୍ଠା ହେବା ନେଇ ଆଶା ସଞ୍ଚାର ହୋଇଛି। ଓଡ଼ିଆ ଭାଷା…

୬୨୭ ନାମାଙ୍କନ ପତ୍ର ଦାଖଲ

ବାରିପଦା ଅଫିସ,୧ା୬: ମୟୂରଭଞ୍ଜ ଜିଲାରେ ହେବାକୁ ଥିବା ସମବାୟ ନିର୍ବାଚନ-୨୦୨୨ର ପ୍ରଥମ ପର୍ଯ୍ୟାୟ ନାମାଙ୍କନ ପତ୍ର ଦାଖଲ ୩୧ ତାରିଖରେ ଶେଷ ହୋଇଛି। ଚଳିତ ୧୯ ଓ ୨୬ ତାରିଖରେ ୨ଟି ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ…

ଓଲଟିଲା ବରଯାତ୍ରୀ ଗାଡ଼ି

ସାରସକଣା,୧ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ସଙ୍କୁଚା ନିକଟରେ ଏକ ବରଯାତ୍ରୀ ଗାଡ଼ି ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଗୁରୁତର ହୋଇଛନ୍ତି। ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ସୂଚନାଯୋଗ୍ୟ, ପାକଟିଆ ଗ୍ରାମରୁ…

ଥାନାଠାରୁ ଫାଣ୍ଡିର ଦୂରତା ୩୦ କି.ମି.

କୁଆମରା,୩୧ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ କୁଆମରା ଫାଣ୍ଡି ପ୍ରଶାସନିକ ଅବହେଳାର ଶିକାର ହୋଇଛି। କର୍ମଚାରୀ ଅଭାବରୁ ଏହି ଫାଣ୍ଡିରେ ଏବେ ଅଚଳାବସ୍ଥା ଦେଖାଦେଇଛି। ଗୋପବନ୍ଧୁ ନଗର ବ୍ଲକର ଶେଷ ସୀମାରେ ଅବସ୍ଥିତ ଏହି ଫାଣ୍ଡିଟି ବହୁ ପୁରୁଣା। ଆରପଟା,…

ଗାଁରେ ପଶିଲା ଦନ୍ତା

ବୈଶିଙ୍ଗା,୩୦ା୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଉପକଣ୍ଠ ମହୁରୀ, ଡାହିବାଡି ଓ ରଙ୍ଗାମାଟିଆ ଆଦି ଗ୍ରାମରେ ଏକ ଦନ୍ତାହାତୀ ପଶିଛି। ରବିବାର ସକାଳେ ହଠାତ୍‌ ଗ୍ରାମ ରାସ୍ତାରେ ହାତୀକୁ ଦେଖି ଲୋକ ଭୟଭୀତ ହୋଇ ପଡ଼ିଥିଲେ। ତେବେ ଏହି ଗୋଠଛଡା ହାତୀର…

ଗଛରେ ଚଢ଼ି ମହୁ ସଂଗ୍ରହ କରୁଥିବା ବେଳେ ଖସିପଡ଼ି ଯୁବକଙ୍କ ଜୀବନ ଗଲା

ଠାକୁରମୁଣ୍ଡା,୨୯ା୫(ଡି.ଏନ୍‌.ଏ.): ରାତିରେ ଗଛରେ ଚଢ଼ି ମହୁ ସଂଗ୍ରହ କରି ତଳକୁ ଓହ୍ଲାଉ ଥିବା ବେଳେ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ସାଲେଇବେଡ଼ା ପଞ୍ଚାୟତ ଖାପରଖାଇ ଗ୍ରାମର ସାନ ଖଣ୍ଡୁଆଳ…

ଅଙ୍ଗନଓ୍ବାଡି କେନ୍ଦ୍ରରେ ଝୁଲିଲା ତାଲା

କୁଆମରା,୨୫ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଆରପଟା ପଞ୍ଚାୟତ ଧାଇଁଡିଆ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରକୁ ନେଇ ପୁଣି ବିବାଦ ଦେଖାଦେଇଛି। ଉକ୍ତ ଅଙ୍ଗନଓ୍ବାଡିର କର୍ମୀ ଶାନ୍ତିଲତା ପାଣିଗ୍ରାହୀଙ୍କୁ ଆକ୍ରୋଶମୂଳକ ଭାବେ କେତେକ ବ୍ୟକ୍ତି ହଇରାଣ କରୁଥିବା ଅଭିଯୋଗ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri