ମୟୂରଭଞ୍ଜ

ରାଇରଙ୍ଗପୁରରେ ଓଲଟିଲା ବସ୍‌: ୨୦ରୁ ଊର୍ଦ୍ଧ୍ୱ ଆହତ

ରାଇରଙ୍ଗପୁର,୧୦ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାତୀବାରି ଜଙ୍ଗଲ ପାର୍ଶ୍ୱ ରାଜ୍ୟ ରାଜପଥରେ ଗୁରୁବାର ଏକ ଯାତ୍ରୀବାହି ବସ୍‌ ଓଲଟି ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଚିକିତ୍ସା...

ବିଚ୍‌ ରାସ୍ତାରେ ଉଲଗ୍ନ କଲେ, ଉଠ୍‌ବସ କରାଇଲେ

ଉଦଳା,୯ା୧୨(ଡି.ଏନ.ଏ.)- ବିଚ୍‌ ରାସ୍ତାରେ ଯୁବକଙ୍କୁ ମାଡ଼। ତାହା ପୁଣି ରାଜ୍ୟ ରାଜପଥରେ ଶତାଧିକ ଲୋକଙ୍କ ସମ୍ମୁଖରେ। ଉଦଳା ଥାନା ପୋଲିସ୍‌ ଘଟଣାସ୍ଥଳରେ ଉପସ୍ଥିତ ଥାଇ ମଧ୍ୟ ନୀରବଦ୍ରଷ୍ଟା ସାଜିଥିଲା। ଆଇନକୁ ହାତକୁ ନେଇ ଜଣେ ଯୁବକଙ୍କୁ ଉଲଗ୍ନ କରି କାନ...

ଶଶୁର ହତ୍ୟାକାରୀ ଜ୍ୱାଇଁ ଗିରଫ

ବାରିପଦା ଅଫିସ/ବୈଶିଙ୍ଗା(ଡି.ଏନ୍‌.ଏ.),୮ା୧୨- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖୁଣ୍ଟାପୁର ଗ୍ରାମରେ ଶଶୁରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛି ଜ୍ୱାଇଁ। ଅଭିଯୁକ୍ତ ଜ୍ୱାଇଁ ରାଜୁ ସିଂଙ୍କୁ ଗିରଫ କରିଛି ପୋଲିସ। ତାଙ୍କୁ ବାଲେଶ୍ୱର ଜିଲା ରୂପସା ଥାନା ଅଞ୍ଚଳରୁ...

ଝାଡ଼ଖଣ୍ଡୀ ହାତୀଙ୍କ ସହ ସେଲ୍‌ଫି ନେବାକୁ ଯାଇ ହଇରାଣ କରୁଛନ୍ତି ଯୁବକ, ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି

ବାରିପଦା ଅଫିସ,୪ା୧୨-ଝାଡଖଣ୍ଡୀ ହାତୀପଲକୁ ଦେଖିବା ବାହାନାରେ ଜଣେ ଯୁବକ ସେଲଫି ନେବାକୁ ଯାଇ ହାତୀ ଗୋଡାଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓଟି ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ନଡପୁର ଗାଁ ପାଖ ଜଙ୍ଗଲରେ ଉତ୍ତୋଳନ...

ଦିବ୍ୟାଙ୍ଗ ହୋଇ ବି ସକ୍ଷମ

ବାରିପଦା ଅଫିସ,୩ା୧୨- ଜନ୍ମରୁ ଦୁନିଆର ଆଲୋକ ଦେଖି ପାରି ନ ଥିବା କୁନି ଝିଅ ମନରେ ଅସୁମାରୀ ସ୍ବପ୍ନ। ବଡ଼ ହେଲେ ଅନ୍ୟର ସାହାରା ନ ନେଇ ସମାଜରେ ଉଦାହରଣ ସାଜିବେ ବୋଲି ଦୃଢ଼ ଇଛା ଶକ୍ତି ରଖିଛନ୍ତି ସେ।...

ଧାନ ବୋଝେଇ ଟ୍ରାକ୍ଟରରେ ଲାଗିଲା ନିଆଁ

କପ୍ତିପଦା,୧ା୧୨(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅନ୍ତର୍ଗତ ବିଶୋଳ ଛକରେ ଏକ ଧାନ ବୋଝେଇ ଟ୍ରାକ୍ଟରରେ ସୋମବାର ନିଆଁ ଲାଗି ଯାଇଥିଲା। ବିଶୋଳ ଗ୍ରାମର ଅଞ୍ଜନ ବେହେରା ବିଲରୁ ଧାନ କଳେଇ ବୋଝେଇ କରି ଆସୁଥିବାବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ...

ବାସନା ଧାନରେ ମହକୁଛି ଗାଁ ଦାଣ୍ଡ

ବାରିପଦା ଅଫିସ,୧ା୧୨-ବାସନା ଧାନରେ ମହକୁଛି ଗାଁ ଦାଣ୍ଡ। ସୁଗନ୍ଧରେ ଫାଟି ପଡ଼ୁଛି ପରିବେଶ। ଯାହାଙ୍କ ପାଇଁ ଏହା ସମ୍ଭବ ହୋଇଛି ସେ ଜଣେ ମହିଳା ଚାଷୀ। ନିଜେ ସ୍ବାବଲମ୍ବୀ ହେବା ସହିତ ଅଞ୍ଚଳବାସୀଙ୍କୁ ଚାଷର ପ୍ରଣାଳୀ ଜଣାଇ ସ୍ବତନ୍ତ୍ର ପରିଚୟ...

ମୋରଡ଼ା-ବାଘଡ଼ା ରାସ୍ତାରୁ ମିଳିଲା ହାତୀ ଦାନ୍ତ

ଚିତ୍ରଡ଼ା,୨୯ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡ଼ା-ବାଘଡ଼ା ରାସ୍ତାରୁ ରବିବାର ବନବିଭାଗ ଦୁଇଟି ଭଙ୍ଗା ହାତୀ ଦାନ୍ତ ଉଦ୍ଧାର କରିଛି। ଶୁକ୍ରବାର ରାତିରେ ୪୩ ଝାଡ଼ଖଣ୍ଡୀ ହାତୀ ବେତନଟୀ ରେଞ୍ଜ ଓ ଡାଙ୍ଗରବିଲା ଦେଇ ଚିତ୍ରଡ଼ା, ଅସ୍ତିଆ, ଘୋଳମୁହାଁ...

ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ

ବାରିପଦା ଅଫିସ,୨୯ା୧୧-ମୟୂରଭଞ୍ଜ ଜିଲା ବଡ଼ସାହି ଓ ସଦରଥାନା ଅଞ୍ଚଳରେ ପୃଥକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶନିବାର ସନ୍ଧ୍ୟାରେ ମାଣତ୍ରୀ-ବେତନଟୀ ରାସ୍ତାର ଗୌଡ଼ଗାଁ ନିକଟରେ ଏକ ମାଲବାହୀ ଅଟୋ ଧକ୍କା ଦେବାରୁ ସଚ୍ଚିନ୍ଦ୍ର ନାୟକ(୫୬) ଗୁରୁତର ଆହତ ହୋଇଥିଲେ...

ବାରିପଦାରେ ଭାରତ ବନ୍ଦର ପ୍ରଭାବ

ବାରିପଦା ଅଫିସ ୨୬।୧୧: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଗୁରୁବାର ଭାରତ ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ଯାନବାହନ ଚଳାଚଳ, ବ୍ୟାଙ୍କ, କଚେରୀ, ଡାକସେବା ବନ୍ଦ ରହିଥିବା ବେଳେ ଦୋକାନ ବଜାର ଖୋଲା ରହିଛି। କେନ୍ଦ୍ର ସରକାରଙ୍କ ଜନ...

ଅଦିନିଆ ବର୍ଷା ଉଜାଡ଼ିଲା ଫସଲ

ବାଙ୍ଗିରିପୋଷି,୨୨।୧୧(ଡି.ଏନ.ଏ.)- ଅଦିନିଆ ବର୍ଷାରେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଞ୍ଚଳରେ ଫସଲ ଉଜୁଡ଼ି ଯାଇଛି। ଶୁକ୍ରବାର ଅପରାହ୍ନରେ ଓ ଶନିବାର ସକାଳେ ବର୍ଷା ଲାଗି ରହିଥିଲା। ବର୍ଷାରେ ଜମିରେ ପାଚିଲା ଧାନ ଭିଜୁଥିବା ବେଳେ ହେକ୍ଟର ହେକ୍ଟର ଜମିରେ ରବି...

ସ୍ତ୍ରୀଙ୍କୁ କୁରାଢ଼ୀରେ ଛେଚି ହତ୍ୟା କଲେ ସ୍ବାମୀ

ବାରିପଦା ଅଫିସ,୨୦।୧୧: ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ମାଳିହତା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶିବପ୍ରସାଦ ମହାନ୍ତ ସ୍ତ୍ରୀ ପାର୍ବତୀ ମହାନ୍ତଙ୍କୁ କୁରାଢୀରେ ଛେଚି ଅତି ନୃଶଂସଭାବେ ହତ୍ୟା କରିଛନ୍ତି। ପ୍ରକାଶ ଯେ, ପାରିବାରିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri