ଦୁର୍ଘଟଣା ପରେ ସର୍ଭେ ସଂସ୍ଥାର ଅଫିସରଙ୍କୁ ପିଟି ମାରିଥିଲେ, ଚଢ଼ାଉ କରି ୪ ଜଣଙ୍କୁ ବାନ୍ଧିଲା ପୋଲିସ
ବାଙ୍ଗିରିପୋଷି,୨୨।୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଜାତୀୟ ରାଜପଥ ୪୯ କତରା ଛକ ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିଲା। ଏହାକୁ କେନ୍ଦ୍ର କରି ଉତ୍ୟକ୍ତ ଜନତା ଓ ସ୍ଥାନୀୟ ଗ୍ରାମବାସୀ ସ୍କର୍ପିଓରେ ଥିବା…
ମହୁଲଡ଼ିହା ଥାନା ଏଏସ୍ଆଇ ନିଲମ୍ବିତ
ଠାକୁରମୁଣ୍ଡା,୨୧ା୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳରେ ଅଣ୍ଟା ବ୍ୟଥା ହେଉଥିବା ରୋଗୀଙ୍କୁ ଜଣେ କ୍ୱାକ୍ ପ୍ରାଣୀ ଇଞ୍ଜେକ୍ସନ ଦେବା ଘଟଣା ଭିନ୍ନମୋଡ଼ ନେଇଛି। କାର୍ଯ୍ୟରେ ଅବହେଳା କାରଣରୁ ତଦନ୍ତକାରୀ ଅଧିକାରୀ ମହୁଲଡ଼ିହା ଥାନା ଏଏସ୍ଆଇ ପବିତ୍ର ମୋହନ ରାଉତଙ୍କୁ ଜିଲା…
ମା’କୁ କୁରାଢ଼ିରେ ହାଣିଲା ପୁଅ
ବାରିପଦା ଅଫିସ,୨୧ା୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଚକୁଳିଆ ଗ୍ରାମରେ ଜନ୍ମ କଲା ମା’ଙ୍କୁ କୁରାଢ଼ିରେ ହାଣିଛି ପୁଅ। ଅଭିଯୁକ୍ତ ପୁଅ ହେଲେ ଲୋସ ହେମ୍ବ୍ରମ। ମୃତକ ମା’ ଗୁରୁବାରି ହେମ୍ବ୍ରମ। ରାସଗୋବିନ୍ଦପୁର ଥାନା ଅଧିକାରିଣୀ ଲୋପାମୁଦ୍ରା ନାୟକ ଘଟଣାସ୍ଥଳରେ ପହଞ୍ଚି…
୮ଦିନ ମଧ୍ୟରେ ଯୋଗାଣ ନ ହେଲେ ଆନ୍ଦୋଳନ
ବାରିପଦା ଅଫିସ, ୨୧।୪: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଧନପୁର ଗ୍ରାମରେ ପାନୀୟ ଜଳ ସଙ୍କଟକୁ ନେଇ ବୁଧବାର ଶତାଧିକ ମହିଳା ଗରା, ବାଲ୍ତି ଧରି ରାସ୍ତା ଅବରୋଧ କରିଛନ୍ତି ା ୮ଦିନ ମଧ୍ୟରେ ପ୍ରଶାସନ ପକ୍ଷରୁ ପିଇବା ପାଣି ଯୋଗାଇ ଦିଆ…
ଦୁର୍ଘଟଣା ପରେ ପିଟି ମାରିଦେଲେ
ବାରିପଦା ଅଫିସ/ବାଙ୍ଗିରିପୋଷି,୨୦।୪(ଡି.ଏନ.ଏ.): ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁକୁ କେନ୍ଦ୍ରକରି ମଙ୍ଗଳବାର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଞ୍ଚଳରେ ଘଟିଛି ତୁମୁଳକାଣ୍ଡ। ଦୁର୍ଘଟଣା ଘଟାଇ ସ୍କର୍ପିଓ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ସେଥିରେ ବସିଥିବା କେନ୍ଦୁଝରସ୍ଥିତ ଏକ ମେଗା ଜଳସେଚନ ପ୍ରକଳ୍ପର…
ମେ’ ୨୦ରୁ ରବି ଧାନ କିଣା
ବାରିପଦା ଅଫିସ,୧୯।୪ ମୟୂରଭଞ୍ଜ ଜିଲାର ଚାଷୀଙ୍କଠାରୁ ଚଳିତ ୨୦୨୧-୨୨ବର୍ଷ ପାଇଁ ରବି ଧାନ କ୍ରୟ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ବାରିପଦା ପ୍ରୟାସ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଯୋଗାଣ, ଆର୍ଏମ୍ସି ଏବଂ ଡିଆର୍ସିଏସ୍…
ଗୋରୁ ବେପାରୀଙ୍କ ଉପରେ ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍: ୩ ମୃତ, ଜଣେ ଗୁରୁତର
ବିଶୋଇ,୧୮ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ. ଜାତୀୟ ରାଜପଥସ୍ଥିତ ନୂଆଗାଁ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋରୁ ନେଇ ଯାଉଥିବା ବେପାରୀଙ୍କ ଉପରେ ଟ୍ରକ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ…
୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ: ଜଣେ ଗିରଫ
ବିଶୋଇ,୧୭।୪ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ମଣଦା ବନାଞ୍ଚଳ ଅଧୀନରେ ଶନିବାର ୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ କରାଯାଇଥିବା ବେଳେ ଏହି ଘଟଣାରେ ସଂପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ…
ପଥର ବାନ୍ଧି ମୃତଦେହ ଡ୍ୟାମ୍ରେ ଫିଙ୍ଗିବା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ
ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଦେବାନବାହାଳୀ ଗ୍ରାମର ରାମାୟା ସିଂ ନାମକ ବୃଦ୍ଧଙ୍କୁ ହତ୍ୟା କରି ମୃତଦେହକୁ ପଥର ବାନ୍ଧି ସୋନ ଡ୍ୟାମ୍ରେ ଫିଙ୍ଗିବା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି।…
ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ଦାବି ତେଜିଲା
ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା ବଡ଼ସାହି ଆଦର୍ଶ ବିଦ୍ୟାଳୟ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କର ଟର୍ମ-୨ପରୀକ୍ଷା ନିମନ୍ତେ ୧୨୦କି.ମି. ଦୂର ରାଇରଙ୍ଗପୁର ଠାରେ କେନ୍ଦ୍ର କରାଯିବାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ା ଏହାକୁ ନେଇ ଶନିବାର ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ…
ଚିତ୍ରକଳା ପ୍ରତିଯୋଗିତାରେ ବାରିପଦାର ମାନସ ଶ୍ରେଷ୍ଠ
ବାରିପଦା ଅଫିସ,୧୬।୪ ବିଶ୍ୱ କଳା ଦିବସ ଅବସରରେ ଅନ୍ଲାଇନ ଆର୍ଟ ସୋ ଉତ୍ସବର ୫ମ ଅନ୍ତର୍ଜାତୀୟ ‘ଧଉଳୀ ଅନ୍ଲାଇନ ଆର୍ଟ ଫେଷ୍ଟ-୨୦୨୨’ ପ୍ରଦର୍ଶନୀରେ ମୟୂରଭଞ୍ଜ ଜିଲାକୁ ସଫଳତା ମିଳିଛି। କୃତୀତ୍ୱ ଅର୍ଜନ କରିଥିବା ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରୁ ବାରିପଦାର ମାନସ ରଞ୍ଜନ…
ରଥ ପାଇଁ କାଠ ନାହିଁ
ବାରିପଦା ଅଫିସ,୧୬।୪ ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାର ଶ୍ରୀଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ କାଠ ମିଳୁନି। ଏନେଇ ରଥ ମହାପାତ୍ରଙ୍କ ସମେତ ନିୟୋଜିତ ଥିବା କାରିଗରମାନେ ଜିଲାପାଳଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଚଳିତ ବର୍ଷ…
Archives


