ମୟୂରଭଞ୍ଜ

ଲୁହାଛଡ ବଦଳରେ ଶାଳକାଠ ବ୍ୟବହାର ଘଟଣା: ଜେଲ ଗଲେ ଠିକାଦାର, ପେଟି ଠିକାଦାର

ମୋରଡା,୮।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡିଗାଁ ପଞ୍ଚାୟତ ମାହାଲିସାହିରେ ଏକ ଅଙ୍ଗନଓ୍ବାଡି ଗୃହ ନିର୍ମାଣରେ ଲୁହା ଛଡ଼ ବଦଳରେ ଶାଳ କାଠ ବ୍ୟବହାର ଘଟଣାରେ ଅଭିଯୁକ୍ତ ଠିକାଦାର ଜୟନ୍ତ ଦାସ ଓ ପେଟି ଠିକାଦାର ଚକ୍ରଧର ପାଳଙ୍କୁ ପୋଲିସ…

ରାତିରେ ମେଶିନ, ଦିନରେ ଟ୍ରାକ୍ଟର

ବାରିପଦା ଅଫିସ, ୮।୫: ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ସଇରାତରୁ ବେଆଇନ ବାଲି ଉତ୍ତୋଳନକୁ ନେଇ ଗ୍ରୀନ ଟ୍ରିବ୍ୟୁନାଲର ଛାଟ ପଡିବା ପରେ ଜିଲା ପ୍ରଶାସନ ନିଦାବିଷ୍ଣୁ ସାଜିଛି। ଜିଲାର ସଦରମହକୁମା ବାରିପଦାସ୍ଥିତ ମଧୁବନ ସଇରାତ ଓ ବେତନଟୀ ତହସିଲ…

୧୧ନିଶାସକ୍ତ ଡ୍ରାଇଭରଙ୍କୁ କୋର୍ଟଚାଲାଣ

ବାରିପଦା ଅଫିସ,୮।୫: ମାନ୍ୟବର ସୁପ୍ରିମ କୋର୍ଟଙ୍କ ଆଦେଶକୁ ଭିତ୍ତି କରି ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ମଦୁଆ ଚାଳକଙ୍କୁ ଯାଞ୍ଚ କରାଯାଇଛି। ବାରିପଦା ଟାଉନ ଥାନା ଅଧିକାରୀ ବୀରେନ୍ଦ୍ର ସେନାପତି ୬ଜଣ ଓ ଆଞ୍ଚଳିକ ପରିବହନ ଅଧିକାରୀ ୫ଜଣ ମଦ୍ୟପ ଡ୍ରାଇଭରଙ୍କୁ…

ଜଳ ସଂରକ୍ଷଣରେ ବାଧା

ବାରିପଦା ଅଫିସ,୭ା୫ ଅପଚୟ ହେଉଥିବା ବର୍ଷାଜଳକୁ ଭୂତଳଗାମୀ କରିବା ପାଇଁ ମୟୂରଭଞ୍ଜ ଜିଲାରେ ବର୍ଷାଜଳ ଅମଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଭୂତଳ ଜଳସ୍ତର ବୃଦ୍ଧି ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ମଧ୍ୟ ହାତକୁ ନିଆଯାଇଛି। ବାରିପଦା ସହରରେ ୪ଶହରୁ ଊର୍ଦ୍ଧ୍ୱ…

ବିକ୍ରି ହେଉନି ବନଜାତ ଦ୍ରବ୍ୟ

କୁଆମରା,୬ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଞ୍ଚଳରେ ବନଜାତ ଦ୍ରବ୍ୟର ଅଭାବୀ ବିକ୍ରି ସମସ୍ୟା ଦେଖାଦେଇଛି। ଫଳରେ ଏଠାକାର ଆଦିବାସୀମାନେ ଶୋଷଣର ଶିକାର ହେଉଛନ୍ତି। ସେମାନେ ସଂଗ୍ରହ କରିଥିବା ମହୁଲ ଓ ଶାଳ ଫୁଲ ଶାଗମାଛ ଦରରେ ବିକ୍ରି କରିବାକୁ…

ପିଇଓଙ୍କୁ ଅଟକ ରଖିଲେ ହିତାଧିକାରୀ

ବାରିପଦା ଅଫିସ,୫ା୫: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ପାଉଁଶିଆ ପଞ୍ଚାୟତ ନିର୍ବାହୀ ଅଧିକାରିଣୀ(ପିଇଓ)ଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ଉତ୍ତ୍ୟକ୍ତ ଲୋକେ ଗୁରୁବାର ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେ କାର୍ଯ୍ୟାଳୟ ମଧ୍ୟରେ ଅଟକି ରହିଥିଲେ।…

ପୁଷ୍ଟିକର ଖାଦ୍ୟଯୋଗାଣ ବନ୍ଦ ହେବା ଆଶଙ୍କା

ବାରିପଦା ଅଫିସ, ୫।୫: ସମନ୍ବିତ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ପ୍ରଦତ୍ତ ପୁଷ୍ଟିକର ଖାଦ୍ୟର ଦରବୃଦ୍ଧି ପାଇଁ ପ୍ରସ୍ତୁତକାରୀ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ବିଭାଗୀୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହାର ଏକ ନକଲ ଡିଏସ୍‌ଡବ୍ଳ୍ୟୁଓଙ୍କୁ ପ୍ରଦାନ କରାଯାଇଥିଲେ…

୩ ପୋଲିସ କର୍ମଚାରୀ ନିଲମ୍ବିତ

ବାରିପଦା ଅଫିସ,୪ା୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନାର ୩ ଜଣ ପୋଲିସ କର୍ମଚାରୀଙ୍କୁ ବୁଧବାର ମୟୂରଭଞ୍ଜ ଏସ୍‌ପି ନିଲମ୍ବନ କରିଛନ୍ତି। ଗୋରୁ ଗାଡ଼ିରୁ ଚାନ୍ଦା ଆଦାୟ ସମ୍ପର୍କିତ ଏକ ଅଡିଓ ଭାଇରାଲ ସମ୍ପର୍କରେ ସୂଚନା ପାଇ ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ…

‘ଝିଅ ସହ ଦେଖି ସହିପାରିଲିନି, ରଡ୍‌ ଭୁସି ମାରିଦେଲି’

ଉଦଳା, ୪।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଜୟପୁର ଗ୍ରାମର ଛାତ୍ର ଶୁଭାଶିଷ ବାରିକଙ୍କ ହତ୍ୟା ଘଟଣାର ରହସ୍ୟ ଉନ୍ମୋଚନ କରିଛି ପୋଲିସ। ଶୁଭାଶିଷଙ୍କ ଗୁପ୍ତାଙ୍ଗ ତଳେ ରଡ୍‌ ଭୁସି ହତ୍ୟା କରାଯାଇଛି। ତାଙ୍କ ପ୍ରେମିକାଙ୍କ ବାପା ହିଁ…

ବଜ୍ରପାତରେ ଚାଲିଗଲା ୫ ଗୋରୁଙ୍କ ଜୀବନ

କୁଳିଅଣା,୩।୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କୁଳିଅଣା ବ୍ଳକ ଅନ୍ତର୍ଗତ ବଡ ଜୁଣବଣି ଗ୍ରାମରେ ମଙ୍ଗଳବାର ବଜ୍ରପାତ ଯୋଗୁ ୫ ଗୋରୁଙ୍କ ଜୀବନ ଯାଇଛି। ଉକ୍ତ ଗ୍ରାମର ଉପେନ୍ଦ୍ର ପ୍ରଧାନଙ୍କ ୨ଟି ଗୋରୁ ଓ ରୁଷନ ଲାଲ ବେହେରାଙ୍କ ୩ଟି ଗୋରୁଙ୍କ ବଜ୍ରାଘାତରେ ମୃତ୍ୟୁ…

ତହସିଲଦାରଙ୍କ ନାଁରେ ମାମଲା, ଲିଜ୍‌ଧାରୀ ଗିରଫ

ବାରିପଦା ଅଫିସ,୩।୫ ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ବେଆଇନ ବାଲି ଉତ୍ତୋଳନ ଘଟଣା ଭିନ୍ନମୋଡ଼ ନେଇଛି। ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ଏନେଇ ମାମଲା ଚାଲିଥିବା ବେଳେ ବାରିପଦା ସଦର ଉପଜିଲାପାଳ ଅନ୍ୟା ଦାସଙ୍କ…

ମହଙ୍ଗା ପଡିଲା ପ୍ରେମ:କଲେଜ ଛାତ୍ରଙ୍କୁ ବୀଭତ୍ସ ହତ୍ୟା

କୁଆମରା ୨।୫: ମୟୁରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଜୟପୁର ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଶ୍ରୀନାଥପୁର ଗ୍ରାମର ନବୀନ ଆଚାର୍ଯ୍ୟଙ୍କ ବାଡିରେ ସ୍ଥାନୀୟ ଜଣେ ଯୁବକଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ତେବେ ଏହା ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ପୋଲିସର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri