ବାଲିଘାଟ ନିଲାମକୁ ନେଇ ଆଶଙ୍କା
ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲାରେ ବାଲି ଖନନକୁ ନେଇ ପ୍ରସ୍ତୁତ କରାଯାଇଥିବା ସର୍ଭେ ରିପୋର୍ଟ(ଡିଏସ୍ଆର)କୁ ବେଆଇନ ଦର୍ଶାଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲରେ ମାମଲା ରୁଜୁ ହୋଇଛି। ବାରିପଦାର ବିଶିଷ୍ଟ ପରିବେଶବିତ୍ ତଥା ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ବିବେକାନନ୍ଦ ପଟ୍ଟନାୟକଙ୍କ ଅଭିଯୋଗକୁ ଭିତ୍ତି କରି…
ପୁଣି ଏନ୍ଜିଟିରେ ମାମଲା: ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ
ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀରୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ପୁଣି ବିବାଦ ଘେରରୁ ଆସିଛି ଜିଲା ପ୍ରଶାସନ। ମାସକ ପୂର୍ବରୁ ଦୁଇଟି ବାଲି ସଇରାତକୁ ନେଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି) ରିପୋର୍ଟ ତଲବ କରିଥିବା ବେଳେ…
ପୁଣି ୯ ସ୍କୁଲ୍ ଗାଡ଼ିକୁ ଜରିମାନା
ବାରିପଦା ଅଫିସ,୨୪।୪: ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଘରୋଇ ଶିକ୍ଷାନୁଷ୍ଠାନ ଯାନବାହାନଗୁଡ଼ିକର ଯାଞ୍ଚ ଚାଲିଛି। ଯାଞ୍ଚର ତୃତୀୟ ଦିନରେ ମୟୂରଭଞ୍ଜ ଜିଲାର ୯ଟି ଘରୋଇ ଶିକ୍ଷାନୁଷ୍ଠାନର ଯାନ ଉପରେ ଜରିମାନା କରାଯାଇଛି। ସେଥିମଧ୍ୟରେୁ ୩ଟି ବସ୍, ୩ଟି ହାଲୁକା…
ଶିକାରୀଙ୍କ ଗୁଳିରେ ସବୁଜ ବାହିନୀ କର୍ମଚାରୀ ଗୁରୁତର
ବାରିପଦା ଅଫିସ/ଖୁଣ୍ଟା/ଉଦଳା, ୨୪।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଡୁକୁରା ବନ୍ୟପ୍ରାଣୀ ରେଞ୍ଜ ଅଧୀନ ତଥା ଶିମିଳିପାଳ ଅଭୟାରଣ୍ୟର ଭଞ୍ଜବସା ଅଞ୍ଚଳରେ ଗୁରୁବାର ଶିକାରୀଙ୍କ ଗୁଳିରେ ଜଣେ ସବୁଜବାହିନୀ କର୍ମଚାରୀ ଗୁରୁତର ହୋଇଛନ୍ତି। ସେ ହେଲେ ସୁନାରାମ ସିଂ। ବିଭିନ୍ନ ଅଞ୍ଚଳରେ ଜଙ୍ଗଲରେ ନିଅଁା ଲଗାଇ…
ବିନା ଏଷ୍ଟିମେଟରେ ଚାଲିଛି ପକ୍କାଗୃହ ନିର୍ମାଣ
ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲା ପୂର୍ତ୍ତବିଭାଗ ଅଧୀନରେ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ମନମୁଖି ଭାବେ ଚାଲିଛି। ବିନା ଏଷ୍ଟିମେଟରେ ଲକ୍ଷ ଲକ୍ଷ ଟଙ୍କାର କାର୍ଯ୍ୟ କରାଯାଉଥିବା ଅଭିଯୋଗ ହୋଇଛି। ନିର୍ମାଣାଧିନ ଏକ ଅଫିସ ଗୃହ କାର୍ଯ୍ୟ ବିନା ଟେଣ୍ଡରରେ କରାଯିବା…
ଦୁର୍ଘଟଣା ପରେ ସର୍ଭେ ସଂସ୍ଥାର ଅଫିସରଙ୍କୁ ପିଟି ମାରିଥିଲେ, ଚଢ଼ାଉ କରି ୪ ଜଣଙ୍କୁ ବାନ୍ଧିଲା ପୋଲିସ
ବାଙ୍ଗିରିପୋଷି,୨୨।୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଜାତୀୟ ରାଜପଥ ୪୯ କତରା ଛକ ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିଲା। ଏହାକୁ କେନ୍ଦ୍ର କରି ଉତ୍ୟକ୍ତ ଜନତା ଓ ସ୍ଥାନୀୟ ଗ୍ରାମବାସୀ ସ୍କର୍ପିଓରେ ଥିବା…
ମହୁଲଡ଼ିହା ଥାନା ଏଏସ୍ଆଇ ନିଲମ୍ବିତ
ଠାକୁରମୁଣ୍ଡା,୨୧ା୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳରେ ଅଣ୍ଟା ବ୍ୟଥା ହେଉଥିବା ରୋଗୀଙ୍କୁ ଜଣେ କ୍ୱାକ୍ ପ୍ରାଣୀ ଇଞ୍ଜେକ୍ସନ ଦେବା ଘଟଣା ଭିନ୍ନମୋଡ଼ ନେଇଛି। କାର୍ଯ୍ୟରେ ଅବହେଳା କାରଣରୁ ତଦନ୍ତକାରୀ ଅଧିକାରୀ ମହୁଲଡ଼ିହା ଥାନା ଏଏସ୍ଆଇ ପବିତ୍ର ମୋହନ ରାଉତଙ୍କୁ ଜିଲା…
ମା’କୁ କୁରାଢ଼ିରେ ହାଣିଲା ପୁଅ
ବାରିପଦା ଅଫିସ,୨୧ା୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଚକୁଳିଆ ଗ୍ରାମରେ ଜନ୍ମ କଲା ମା’ଙ୍କୁ କୁରାଢ଼ିରେ ହାଣିଛି ପୁଅ। ଅଭିଯୁକ୍ତ ପୁଅ ହେଲେ ଲୋସ ହେମ୍ବ୍ରମ। ମୃତକ ମା’ ଗୁରୁବାରି ହେମ୍ବ୍ରମ। ରାସଗୋବିନ୍ଦପୁର ଥାନା ଅଧିକାରିଣୀ ଲୋପାମୁଦ୍ରା ନାୟକ ଘଟଣାସ୍ଥଳରେ ପହଞ୍ଚି…
୮ଦିନ ମଧ୍ୟରେ ଯୋଗାଣ ନ ହେଲେ ଆନ୍ଦୋଳନ
ବାରିପଦା ଅଫିସ, ୨୧।୪: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଧନପୁର ଗ୍ରାମରେ ପାନୀୟ ଜଳ ସଙ୍କଟକୁ ନେଇ ବୁଧବାର ଶତାଧିକ ମହିଳା ଗରା, ବାଲ୍ତି ଧରି ରାସ୍ତା ଅବରୋଧ କରିଛନ୍ତି ା ୮ଦିନ ମଧ୍ୟରେ ପ୍ରଶାସନ ପକ୍ଷରୁ ପିଇବା ପାଣି ଯୋଗାଇ ଦିଆ…
ଦୁର୍ଘଟଣା ପରେ ପିଟି ମାରିଦେଲେ
ବାରିପଦା ଅଫିସ/ବାଙ୍ଗିରିପୋଷି,୨୦।୪(ଡି.ଏନ.ଏ.): ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁକୁ କେନ୍ଦ୍ରକରି ମଙ୍ଗଳବାର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଞ୍ଚଳରେ ଘଟିଛି ତୁମୁଳକାଣ୍ଡ। ଦୁର୍ଘଟଣା ଘଟାଇ ସ୍କର୍ପିଓ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ସେଥିରେ ବସିଥିବା କେନ୍ଦୁଝରସ୍ଥିତ ଏକ ମେଗା ଜଳସେଚନ ପ୍ରକଳ୍ପର…
ମେ’ ୨୦ରୁ ରବି ଧାନ କିଣା
ବାରିପଦା ଅଫିସ,୧୯।୪ ମୟୂରଭଞ୍ଜ ଜିଲାର ଚାଷୀଙ୍କଠାରୁ ଚଳିତ ୨୦୨୧-୨୨ବର୍ଷ ପାଇଁ ରବି ଧାନ କ୍ରୟ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ବାରିପଦା ପ୍ରୟାସ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଯୋଗାଣ, ଆର୍ଏମ୍ସି ଏବଂ ଡିଆର୍ସିଏସ୍…
ଗୋରୁ ବେପାରୀଙ୍କ ଉପରେ ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍: ୩ ମୃତ, ଜଣେ ଗୁରୁତର
ବିଶୋଇ,୧୮ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ. ଜାତୀୟ ରାଜପଥସ୍ଥିତ ନୂଆଗାଁ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋରୁ ନେଇ ଯାଉଥିବା ବେପାରୀଙ୍କ ଉପରେ ଟ୍ରକ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ…
Archives


