ମୟୂରଭଞ୍ଜ

୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ: ଜଣେ ଗିରଫ

ବିଶୋଇ,୧୭।୪ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ମଣଦା ବନାଞ୍ଚଳ ଅଧୀନରେ ଶନିବାର ୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ କରାଯାଇଥିବା ବେଳେ ଏହି ଘଟଣାରେ ସଂପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ…

ପଥର ବାନ୍ଧି ମୃତଦେହ ଡ୍ୟାମ୍‌ରେ ଫିଙ୍ଗିବା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଦେବାନବାହାଳୀ ଗ୍ରାମର ରାମାୟା ସିଂ ନାମକ ବୃଦ୍ଧଙ୍କୁ ହତ୍ୟା କରି ମୃତଦେହକୁ ପଥର ବାନ୍ଧି ସୋନ ଡ୍ୟାମ୍‌ରେ ଫିଙ୍ଗିବା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି।…

ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ଦାବି ତେଜିଲା

ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା ବଡ଼ସାହି ଆଦର୍ଶ ବିଦ୍ୟାଳୟ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କର ଟର୍ମ-୨ପରୀକ୍ଷା ନିମନ୍ତେ ୧୨୦କି.ମି. ଦୂର ରାଇରଙ୍ଗପୁର ଠାରେ କେନ୍ଦ୍ର କରାଯିବାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ା ଏହାକୁ ନେଇ ଶନିବାର ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ…

ଚିତ୍ରକଳା ପ୍ରତିଯୋଗିତାରେ ବାରିପଦାର ମାନସ ଶ୍ରେଷ୍ଠ

ବାରିପଦା ଅଫିସ,୧୬।୪ ବିଶ୍ୱ କଳା ଦିବସ ଅବସରରେ ଅନ୍‌ଲାଇନ ଆର୍ଟ ସୋ ଉତ୍ସବର ୫ମ ଅନ୍ତର୍ଜାତୀୟ ‘ଧଉଳୀ ଅନ୍‌ଲାଇନ ଆର୍ଟ ଫେଷ୍ଟ-୨୦୨୨’ ପ୍ରଦର୍ଶନୀରେ ମୟୂରଭଞ୍ଜ ଜିଲାକୁ ସଫଳତା ମିଳିଛି। କୃତୀତ୍ୱ ଅର୍ଜନ କରିଥିବା ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରୁ ବାରିପଦାର ମାନସ ରଞ୍ଜନ…

ରଥ ପାଇଁ କାଠ ନାହିଁ

ବାରିପଦା ଅଫିସ,୧୬।୪ ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାର ଶ୍ରୀଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ କାଠ ମିଳୁନି। ଏନେଇ ରଥ ମହାପାତ୍ରଙ୍କ ସମେତ ନିୟୋଜିତ ଥିବା କାରିଗରମାନେ ଜିଲାପାଳଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଚଳିତ ବର୍ଷ…

ଆଜବେଷ୍ଟସ୍‌ କିଣିବାକୁ ଯାଇଥିଲେ, ମିଳିଲା ମୃତଦେହ

ବାରିପଦା ଅଫିସ,୧୫ା୪: ମୟୂରଭଞ୍ଜ ଜିଲା ଯଶୀପୁର ଥାନା ଝାଡ଼ବେଡ଼ା ଘାଗରାନାଳ ବନ୍ଧରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ଗେନ୍ତେଇସାହିର ଧନେଶ୍ୱର ଗୁୟିଆ। ଏହି ସଂକ୍ରାନ୍ତରେ ମୃତକଙ୍କ ସ୍ତ୍ରୀ ସୁବୁନୀ ଗୁୟିଆ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା…

ତାଲିମ ନେଲେ ୧୦୦ ଚାଷୀ

ବାରିପଦା ଅଫିସ,୧୫।୪ ମୟୂରଭଞ୍ଜ ଜିଲା ପଲ୍ଲୀଶ୍ରୀ ମେଳା ଆନୁକୂଲ୍ୟରେ ଜିଲା କୃଷି ଓ ଆନୁସଙ୍ଗିକ ବିଭାଗ ପକ୍ଷରୁ କୃଷି ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାର ୨୬ଟି ବ୍ଲକର ଚାଷୀଙ୍କୁ ଆତ୍ମା ଆନୁକୂଲ୍ୟରେ ତାଲିମ ଦିଆଯାଇଛି। ୧୦୦ ଚାଷୀ, ସ୍ବୟଂ…

ମହୁଲଫୁଲ ସଂଗ୍ରହ କରୁଥିବା ବେଳେ ପିଟିଲା ବାଇକ୍‌, ଚାଲିଗଲା ୨ ଜୀବନ

ଠାକୁରମୁଣ୍ଡା,୧୫ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ରାଇପଦା ଗ୍ରାମ ନିକଟରେ ଶୁକ୍ରବାର ସକାଳେ ରାସ୍ତା ପାର୍ଶ୍ୱରେ ଜଣେ ବୃଦ୍ଧଙ୍କୁ ଏକ ବାଇକ୍‌ ଧକ୍କା ଦେବାରୁ ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ବାଇକ୍‌ ଚାଳକଙ୍କ ମଧ୍ୟ ମୃତ୍ୟୁ ଘଟିଛି। ମୃତକ…

ଓଲଟିଲା ଡିଜେ ଗାଡ଼ି, ଚାପି ହୋଇଗଲେ ୧୦ ଜଣ

ବାରିପଦା ଅଫିସ,୧୫ା୪: ମୟୂରଭଞ୍ଜ ଜିଲା ମୋରଡ଼ା ବଜାରରେ ଏକ ଅଭାବନୀୟ ଘଟଣା ଘଟିଛି। ଡିଜେ ପ୍ରତିଯୋଗିତା ବେଳେ ଡିଜେ ଗାଡ଼ି ଓଲଟି ପଡ଼ିଛି। ଫଳର ଏହା ତଳେ ଚାପି ହୋଇ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୩ ଜଣ ଗୁରୁତର…

‘ମୟୂରଭଞ୍ଜକୁ ପରିଚୟ ଦେଇଛନ୍ତି ଛଉ କଳାକାର’

ବାରିପଦା ଅଫିସ,୧୨ା୪ ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଛଉ ନୃତ୍ୟ ପ୍ରତିଷ୍ଠାନ ଆନୁକୂଲ୍ୟରେ ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା ସୋମବାରଠାରୁ ଆରମ୍ଭ ହୋଇଛି। ବିଶ୍ୱ ପ୍ରସିଦ୍ଧ ଛଉ ନୃତ୍ୟର ପ୍ରଚାର ପ୍ରସାର ଦିଗରେ ପ୍ରଶାସନ ପକ୍ଷରୁ ‘ମୟୂରଭଞ୍ଜ ଚୈତ୍ରପର୍ବ-୨୨’ ନାମରେ…

ଶିମିଳିପାଳରେ ଫ୍ଲାଗ୍‌ମାର୍ଚ୍ଚ

ବାରିପଦା ଅଫିସ,୧୨।୩ ଶିମିଳିପାଳ ଅଭୟାରଣ୍ୟରେ ଶିକାର ରୋକିବା ଓ ବନାଗ୍ନିରୁ ସୁରକ୍ଷା ଯୋଗାଇବା ପାଇଁ ବନ ବିଭାଗ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ ଏବଂ କମ୍ବିଂ ଅପରେଶନ ଆରମ୍ଭ ହୋଇଛି। ଶିକାର ଉଦ୍ଦେଶ୍ୟରେ ଶିକାରୀମାନେ ଅଭୟାରଣ୍ୟରେ ନିଅଁା ଲଗାଉଥିବା ବେଳେ ବନ୍ୟଜନ୍ତୁ ବିପଥଗାମୀ ହୋଇ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୧।୪(ଡି.ଏନ.ଏ.): ମୟୁରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡା ବିଟ ଅଞ୍ଚଳର ବାଘାଝରଣ ଜଙ୍ଗଲରୁ ଏକ ହାତୀ ଛୁଆର ମୃତଦେହ ବନବିଭାଗ ଜବତ କରିଛି। ତେବେ ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ଗତ ରବିବାର ରାତିରୁ ଉକ୍ତ ଜଙ୍ଗଲରେ ତିନି ହାତୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri