ମୟୂରଭଞ୍ଜ

ରାସ୍ତାରୋକୋ ପରେ ଆଲୁଅ ଜଳିଲା

ବାରିପଦା ଅଫିସ,୩୧।୩: ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଉପଭୋକ୍ତାଙ୍କୁ ବାର୍ଷିକ ବିଦ୍ୟୁତ୍‌ ବିଲ୍‌ ପ୍ରଦାନରେ ବିଳମ୍ବ କରାଯିବା ଓ ବିଲ୍‌ ପୈଠ ନ କରିବାରୁ ବିଭାଗ ପକ୍ଷରୁ ସେମାନଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଥିଲା। ଏହାର ପ୍ରତିବାଦରେ ବୁଧବାର ଶତାଧିକ…

ଢୁଢୁଆ ବାରୁଣୀ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ

ଖୁଣ୍ଟା/କୁଆମରା,୩୧।୩(ଡି.ଏନ.ଏ.):  ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଖୁଣ୍ଟା ନିକଟ ବାଲିଡ଼ିହା ଗ୍ରାମ ଦେଇ ପ୍ରବାହିତ ଗଙ୍ଗାହାର ନଦୀ କୂଳରେ ଥିବା ବାବା ଢୁଢେଶ୍ବର ମହାଦେବଙ୍କ ପୀଠରେ ମହାବାରୁଣୀ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଯାତ୍ରାରେ ଜିଲା, ଜିଲା…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟାଙ୍ଗିଆ, ଧନୁତୀରରେ ଆକ୍ରମଣ; ଜଣେ ଗୁରୁତର

ଠାକୁରମୁଣ୍ଡା,୩୦ା୩(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କ ଟାଙ୍ଗିଆ ଓ ଧନୁତୀର ଆକ୍ରମଣରେ ଜଣେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ଜମିଜମା ବିବାଦକୁ ନେଇ ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଧାତିକିଡିହା ଗ୍ରାମର…

ନିଶା ନିବାରଣ କେନ୍ଦ୍ରକୁ ନେବା ବାଟରେ ଯୁବକଙ୍କୁ ହତ୍ୟା

ବାରିପଦା ଅଫିସ,୩୦।୩: ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଏକ ଜଙ୍ଗଲରୁ ଜନୈକ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଅଭିଯୁକ୍ତମାନେ ଉକ୍ତ ଯୁବକଙ୍କୁ ନିଶା ନିବାରଣ କେନ୍ଦ୍ରକୁ ନେଉଥିବା ବେଳେ ବାଟରେ ହତ୍ୟା କରି ତଥ୍ୟ…

ଶିମିଳିପାଳରେ ନିଆଁ ଲଗାଇ ୫ ଗିରଫ

ବାରିପଦା ଅଫିସ/ବାଙ୍ଗିରିପୋଷି,୩୦।୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉତ୍ତର ଶିମିଳିପାଳ ଅଭୟାରଣ୍ୟର ନଅଁଣା ରେଞ୍ଜରେ ଶିକାର ଉଦ୍ଦେଶ୍ୟରେ ନିଆଁ ଲଗାଉଥିବା ୫ଶିକାରୀଙ୍କୁ ବନବିଭାଗ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜାମଦା ଥାନା ଅଁଳାବେଣା ଗ୍ରାମର ରାମା ସିଂ, ବାଙ୍ଗରିପୋଷି ଥାନା…

ଜଳୁଛି ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ, ୨୮।୩: ଶିମିଳିପାଳ ଅଭୟାରଣ୍ୟରେ ନିଆଁ । ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟର ଗୁରୁଗୁଡ଼ିଆ ଏବଂ ତାଳବନ୍ଧ ରେଞ୍ଜର ଚାରିଟି ଜାଗାରେ ନିଆଁ ଲାଗିଛି। ତେବେ ନିଆଁ କିଭଳି ଲାଗିଲା ସେନେଇ ତଦନ୍ତ ଚାଲିଛି। ବିଭାଗ ପକ୍ଷରୁ ଚଳିତ ବର୍ଷ…

ଜମୁଛି ପ୍ରଚାର,ଚାଲିଛି ଅଙ୍କକଷା

ବାରିପଦା ଅଫିସ,୨୨ ।୩ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ନିର୍ବାଚନ ଲାଗି ସହର ଦୁଲୁକୁଛି। ପ୍ରାର୍ଥୀଙ୍କ ମାରାଥନ ପ୍ରଚାର ଜମୁଥିବା ବେଳେ ହାରଜିତ୍‌କୁ ନେଇ ଜୋରସୋର ଅଙ୍କକଷା ଚାଲିଛି। ସହରର କୋଣ ଅନୁକୋଣରେ ପୋଷ୍ଟର ଓ ହୋଡିଂରେ ପ୍ରାର୍ଥୀମାନଙ୍କ ଭୋଟ…

ବରଯାତ୍ରୀ ହୋଇ ଆସୁଥିଲେ,ବାଇକ୍‌ ଧକ୍କାରେ ଚାଲିଗଲା ଜୀବନ

ଠାକୁରମୁଣ୍ଡା,୧୯।୩ (ଡି.ଏନ୍‌.ଏ.): ବରଯାତ୍ରୀ ହୋଇ ଆସୁଥିଲେ। ହେଲେ ଦୁର୍ଘଟଣାରେ ଚାଲିଗଲା ଜୀବନ। ଶନିବାର ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ବାଲିପୋଷୀ ଗ୍ରାମ ନିକଟରେ। ମୃତକ ହେଲେ ଜିଲାର ଭଣ୍ଡା ନିକଟ ରରୁଆଁଗୁଡ଼ା ଗ୍ରାମର ବହ୍ଲବ…

ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି ଆଶା

ବାରିପଦା ଅଫିସ,୧୭ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶା ପ୍ରକଟ କରାଯାଇଛି। ଦୀର୍ଘ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ବାଘ ସଂଖ୍ୟା ହ୍ରାସ ପାଇଥିବା ବେଳେ ଚଳିତ ବର୍ଷ ୫ମ ଚକ୍ର…

ଦିଆସିଲି ବୋଝେଇ ଟ୍ରକରେ ଲାଗିଲା ନିଆଁ

ବାରିପଦା ଅଫିସ,୧୬।୩: ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ଷ୍ଟେସନ ବଜାର ଅଏଲ ମିଲ ସମ୍ମୁଖରେ ଏକ ଦିଆସିଲି ବୋଝେଇ ଟ୍ରକଟିରେ ହଠାତ ନିଆଁ ଲାଗିଯାଇଛି। କୌଣସି ଅଘଟଣ ଘଟିବା ଆଗରୁ ସ୍ଥାନୀୟ ଲୋକ ଏବଂ ଟ୍ରକ ଡ୍ରାଇଭରର ଉପସ୍ଥିତ ବୁଦ୍ଧି…

କଲରାପତରିଆ ବାଘ ଆକ୍ରମଣରେ ଦିଅର ଭାଉଜ ଗୁରୁତର

ବାରିପଦା ଅଫିସ,୧୬।୩: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳରେ କଲରାପତରିଆ ବାଘ ଆକ୍ରମଣରେ ଦିଅର ଭାଉଜ ଗୁରୁତର ହୋଇଛନ୍ତି । ସେମାନେ ହେଲେ ଖଡମବେଡ଼ା ପଞ୍ଚାୟତ ତାରଣା ଗ୍ରାମର ଦଶରଥ ହାଁସଦା ଓ ମାଇନ ହାଁସଦା। ପରିବାର ଲୋକେ ତାଙ୍କୁ ଉଦ୍ଧାର…

ନିଆଁ ଲଗାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ

ବାରିପଦା ଅଫିସ,୧୬।୩ – ଜୈବ ମଣ୍ଡଳ ଶିମିଳିପାଳ ଓ ଆଖପାଖ ସଂରକ୍ଷିତ ଜଙ୍ଗଲକୁ ବନାଗ୍ନିରୁ ସୁରକ୍ଷା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ବାରିପଦା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବନ୍ୟପ୍ରାଣୀ ସଂରକ୍ଷକ, ବନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri