ମୟୂରଭଞ୍ଜ

ଶ୍ରେଣୀଗୃହ ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ର ଆହତ

ବାରିପଦା ଅଫିସ,,୧୫।୩ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ବାକରତଳା ହାଇସ୍କୁଲ ଶ୍ରେଣୀଗୃହ ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ର ଆହତ ହୋଇଛନ୍ତି। ସ୍କୁଲ କର୍ତ୍ତୃପକ୍ଷ ଚିକିତ୍ସା ଲାଗି ସେମାନଙ୍କୁ ନିକଟସ୍ଥ ତାଟୋ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଆହତ ଛାତ୍ରମାନେ ହେଲେ ସିଦ୍ଧାନ୍ତ…

ନିର୍ଣ୍ଣାୟକ ଭୂମିକା ନେବେ ବସ୍ତିବାସିନ୍ଦା

ବାରିପଦା ଅଫିସ,୧୫।୩ ମୟୂରଭଞ୍ଜ ଜିଲାରେ ପଞ୍ଚାୟତ ନିର୍ବାଚନ ସରିବା ପରେ ପୌର ନିର୍ବାଚନ ଉଷ୍ମତା ବୃଦ୍ଧି ପାଇଛି। ଜିଲା ପରିଷଦ ନିର୍ବାଚନରେ ଅପୂର୍ବ ସଫଳତା ହାସଲ କରିଥିବା ବିଜେଡି କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ବିଫଳତାକୁ ନେଇ ଭାଜପା…

ଭାରତୀଙ୍କ ଉପରେ ଭରସା ରଖିଲା ବିଜେଡି

ବାରିପଦା ଅଫିସ,୧୪ା୩: ମୟୂରଭଞ୍ଜ ଜିଲା ପରିଷଦ ସଭାପତି ନିର୍ବାଚନ ରବିବାର ବାରିପଦାସ୍ଥିତ ମୁର୍ଗାବାଡ଼ି ପ୍ରୟାସ ହଲ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଶାମାଖୁଣ୍ଟା ବ୍ଲକ ୫୦ନଂ. ଜୋନ୍‌ ଜିଲା ପରିଷଦ ସଭ୍ୟା ଭାରତୀ ହାଁସଦା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ ପ୍ରତିଦ୍ୱନ୍ଦୀ…

ସରଗରମ ହେଲାଣି ପ୍ରଚାର

ବାରିପଦା ଅଫିସ,୧୧ା୩ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ନିର୍ବାଚନ ସରଗରମ ହେବାରେ ଲାଗିଲାଣି। ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ୧୭ଜଣ ପ୍ରାର୍ଥୀ ଅଧ୍ୟକ୍ଷ ପଦବୀ ନିମନ୍ତେ ନିର୍ବାଚନୀ ପ୍ରଚାରକୁ ଓହ୍ଲାଇଛନ୍ତି। ଚା’ଖଟିରୁ ଆରମ୍ଭ କରି କ୍ଲବ ଓ ଜନଗହଳି ସ୍ଥାନରେ ପ୍ରାର୍ଥୀଙ୍କୁ…

ଯାଞ୍ଚରେ କଟିଲା ୨ କାଉନ୍‌ସିଲର ପ୍ରାର୍ଥୀଙ୍କ ନାମାଙ୍କନପତ୍ର

ବାରିପଦା ଅଫିସ, ୧୦ା୩: ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦର ୨୮ ୱାର୍ଡ ନିର୍ବାଚନ ଲାଗି ଦାଖଲ ହୋଇଥିବା ନାମାଙ୍କନପତ୍ର ଯାଞ୍ଚ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ୨ ୱାର୍ଡ କାଉନ୍‌ସିଲର ପ୍ରାର୍ଥୀଙ୍କ ନାମାଙ୍କନ ନାକଚ ହୋଇଥିବା ବେଳେ ୧୩୯ ଜଣଙ୍କର…

ଅଧ୍ୟକ୍ଷ ପଦ ଲାଗି ୧୭ ପ୍ରାର୍ଥୀ

ବାରିପଦା ଅଫିସ,୮ା୩ ମୟୂରଭଞ୍ଜ ଜିଲା ବାରିପଦା ପୌରାଧ୍ୟକ୍ଷ ପଦବୀ ଲାଗି ମୋଟ ୧୭ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ବିଜେଡିି, କଂଗ୍ରେସ, ଭାଜପା, ଜେଏମ୍‌ଏମ୍‌ ଓ ସ୍ବାଧୀନ ପ୍ରାର୍ଥୀମାନେ ଅଧ୍ୟକ୍ଷ ପଦ ନିମନ୍ତେ ସମର୍ଥକଙ୍କ ସହ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ୱାର୍ଡ…

ଧାନ କିଣା ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ,୪।୩ – ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଞ୍ଚଳର ଚାଷୀମାନେ ଧାନ ବିକ୍ରି କରି ନ ପାରି ହତାଶ ହୋଇ ପଡ଼ିଛନ୍ତି। ଟୋକନ ଅବଧି ଶେଷ ହୋଇଯିବାରୁ ସେମାନେ ଧାନ ବିକି ନ ପାରି ବ୍ଲକ ଯୋଗାଣ ଅଧିକାରୀଙ୍କୁ ଭେଟି…

ପ୍ରାର୍ଥୀ ଚୟନକୁ ନେଇ ଛକାପଞ୍ଝା

ବାରିପଦା ଅଫିସ,୩ା୩: ମୟୂରଭଞ୍ଜ ଜିଲାରେ ପୌର ନିର୍ବାଚନ ଲାଗି ଉଷ୍ମତା ବଢ଼ି ଚାଲିଛି। ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପ୍ରାର୍ଥୀ ଚୟନ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ବାରିପଦା, ରାଇରଙ୍ଗପୁର ମ୍ୟୁନିସିପାଲିଟି ଏବଂ ଉଦଳା,…

କଟକଣାରେ ଦୀପ ଜାଳିଲେ

ବାରିପଦା ଅଫିସ/ବାଙ୍ଗିରିପୋଷି/ କୁଆମରା/ ରାଇରଙ୍ଗପୁର, ୨।୩(ଡି.ଏନ.ଏ.) ମୟୂରଭଞ୍ଜ ଜିଲାର ବିଭିନ୍ନ ଶୈବ ପୀଠରେ କୋଭିଡ୍‌ କଟକଣାରେ ମହାଶିବରାତ୍ରୀ ପାଳିତ ହୋଇଯାଇଛି। କୋଭିଡ୍‌ କଟକଣାରେ ଶ୍ରଦ୍ଧାଳୁମାନେ ଶିବ ଦର୍ଶନ କରିବା ସହ ଜାଗର ଦୀପ ଜାଳିଥିଲେ। ବାଙ୍ଗିରିପୋଷି ବ୍ଲକର ବିଭିନ୍ନ ଶୈବପୀଠରେ ମଙ୍ଗଳବାର…

ଆଶାୟୀଙ୍କ ସଂଖ୍ୟା ବଢ଼ୁଛ

ବାରିପଦା ଅଫିସ,୨।୩ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ମୟୂରଭଞ୍ଜ ଜିଲା ପରିଷଦ ଗଠନକୁ ନେଇ ଚର୍ଚ୍ଚା ଜୋର ଧାରିଲାଣି। ଏହି ଜିଲାରେ ବିଜେଡି ଏକ ତରଫା ବିଜୟ ହାସଲ କରିଛି। ମୋଟ ୫୬ ଆସନ…

ଖାତା ଖୋଲିପାରିଲାନି ଭାଜପା

ବାରିପଦା ଅଫିସ,୨୮ା୨: ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମୟୂରଭଞ୍ଜ ଜିଲାର ମୋଟ ୫୬ ଜିଲା ପରିଷଦ ଜୋନ୍‌ ମଧ୍ୟରୁ ୪୯ଟି ହାସଲ କରି ରାଜ୍ୟରେ ଚହଳ ପକାଇଥିବା ଭାଜପା ଚଳିତ ନିର୍ବାଚନରେ ଖାତା ଖୋଲିପାରି ନାହିଁ। ଦ୍ୱିତୀୟ ଦିନ ଗଣତି ସୁଦ୍ଧା…

ଭାଜପା ଗଡ଼ରେ ଶଙ୍ଖନାଦ

ବାରିପଦା ଅଫିସ,୨୭।୨: ମୟୂରଭଞ୍ଜ ଜିଲାର ୫୬ ଜିଲା ପରିଷଦ ଆସନ ମଧ୍ୟରୁ ଶନିବାର ପ୍ରଥମ ଦିନରେ ୨୬ଟି ଜୋନ୍‌ର ଭୋଟ ଗଣତି ହୋଇଛି। ଏଥିମଧ୍ୟରୁ ୨୫ଟିରେ ବିଜେଡି ଓ ଗୋଟିଏରେ ଜେଏମ୍‌ଏମ୍‌ ପ୍ରାର୍ଥୀ ଆଗୁଆ ରହିଛନ୍ତି। ୨୦୧୭ ନିର୍ବାଚନରେ ମୋଟ ୪୯…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri