କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଘର ଛପର
ଠାକୁରମୁଣ୍ଡା, ୧୦।୪ (ଡି.ଏନ.ଏ.) – ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ସାତକୋଶିଆ ପଞ୍ଚାୟତ ଘୁଳୁଘୁଳିଆ ଗ୍ରାମର ଚିଆବେଡ଼ାଠାରେ ଶନିବାର ସାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଗ୍ରାମର କେତେକ ଲୋକଙ୍କ ଘର ଛପର ଉଡ଼ିଯାଇଛି। ଚିଆବେଡ଼ାର ନାରଣ ସୋରେନଙ୍କ ଘର…
ଅଶୋକଝରି ରଥ ଟାଣିଲେ ବାଳିକା ବାଳକ
ବାରିପଦା ଅଫିସ, ୧୦।୪ – ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ହରିବଳଦେବଜୀଉଙ୍କ ବଡ଼ଦାଣ୍ଡରେ ଶନିବାର ଅଶୋକାଷ୍ଟମୀ ଅବସରରେ ରୁକୁଣା ଅଶୋକଝରି (ରୁକୁଣା) ରଥକୁ ବାଳିକା ବାଳକମାନେ ଟାଣିଛନ୍ତି। କୋଭିଡ୍ କଟକଣା କୋହଳ ହେବାରୁ ଚଳିତବର୍ଷ ଏହି ପରମ୍ପରା ଆଡ଼ମ୍ବରରେ ପାଳିତ ହୋଇଛି। ମୟୂରଭଞ୍ଜ ଗଡ଼ଜାତ…
ଛଉନୃତ୍ୟ ପରିଚାଳନା ପାଇଁ ସ୍ବତନ୍ତ୍ର କମିଟି
ବାରିପଦା ଅଫିସ,୯।୪ ବିଶ୍ୱ ପ୍ରସିଦ୍ଧ ମୟୂରଭଞ୍ଜ ଜିଲାର ଛଉ ନୃତ୍ୟ ଆସନ୍ତା ୧୧ରୁ ଅନୁଷ୍ଠିତ ହେବ। ୩ ଦିନିଆ ଏହି ଚୈତ୍ରପର୍ବ-୨୨ର ସିଧା ପ୍ରସାରଣ କରାଯିବା ନେଇ ଶୁକ୍ରବାର ଜିଲାପାଳ ବିନୀତ ଭରଦ୍ୱାଜ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ‘ମୟୂରଭଞ୍ଜ…
ଅଖଣ୍ଡ ଶିକାର ରୋକିବାକୁ ପ୍ରଶାସନ ତତ୍ପର
ବାରିପଦା ଅଫିସ,୯।୪ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷାକୁ ଅଧିକ ଶକ୍ତିଶାଳୀ କରିବା ସହିତ ଅଖଣ୍ଡ ଶିକାର ରୋକିବା ଉଦ୍ଦେଶ୍ୟରେ ଜିଲା ସଦର ମହକୁମା ବାରିପଦାଠାରେ ଏକ ଜିଲାସ୍ତରୀୟ ମିଳିତ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ବିନୀତ ଭରଦ୍ୱାଜ ଅଧ୍ୟକ୍ଷତା କରିଥିଲେ।…
ଶିମିଳିପାଳ ପାଦଦେଶରେ ଦୂର ହେବ ନେଟୱର୍କ ସମସ୍ୟା
ବିଶୋଇ, ୮ା୪ (ଡି.ଏନ.ଏ) ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶରେ ଥିବା ଆଦିବାସୀ ଅଧ୍ୟୁଷିତ ବିଶୋଇ ଅଞ୍ଚଳରେ ଦୀର୍ଘ ଦିନ ଧରି ମୋବାଇଲ ନେଟୱର୍କ ସମସ୍ୟା ଲାଗିରହିଥିଲା। ସାରସକଣା ବିଧାୟକ ଡାକ୍ତର ବୁଢାନ ମୁର୍ମୁଙ୍କ ପ୍ରଚେଷ୍ଟାରେ ଖୁବଶୀଘ୍ର ଏହି ସମସ୍ୟାର ସମାଧାନ ହେବାକୁ…
ଏନ୍ଜିଟି ୪ଜଣିଆ ଟିମ୍ର ତଦନ୍ତ
ବାରିପଦା ଅଫିସ,୭ା୪: ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀର ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ଲଘୁ ଖଣିଜ ଦ୍ରବ୍ୟର ବେଆଇନ ଉତ୍ତୋଳନ ଓ ପରିବହନକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ବୁଧବାର ଏନ୍ଜିଟି (ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)ର ଏକ ୪ ଜଣିଆ କମିଟି…
ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ
ବାରିପଦା ଅଫିସ,୭ା୪: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟରେ ବୁଧବାର ଏକ ନାବାଳିକା ବଳାକତ୍ାର ମାମଲାର ରାୟ ପ୍ରକାଶ ପାଇଛି ା ଜଜ୍ ସୁମିତା ଜେନା ଏହାର ବିଚାର କରି ଅଭିଯୁକ୍ତ ବଳରାମ ସର୍ଦ୍ଦାର(୨୨)ଙ୍କୁ ଦୋଷୀ ସାବ୍ୟସ୍ତ…
ଭୁଶୁଡ଼ି ପଡିଲା ଜମ୍ଭୀରା ଡ୍ୟାମ୍ର ମୁଖ୍ୟ କେନାଲ
ବାରିପଦା ଅଫିସ,୫।୪: ମୟୂରଭଞ୍ଜ ଜିଲା ଶୁଲିଆପଦା ବ୍ଲକ ଦେଉଳିସ୍ଥିତ ଜମ୍ଭୀରା ଡ୍ୟାମର ମୁଖ୍ୟ କେନାଲର ଖଇକିଆଠାରେ ୩୦ଫୁଟର ଘାଇ ସୃଷ୍ଟି ହୋଇଛି। ସୋମବାର ବିଳମ୍ବିତ ରାତିରେ କେନାଲର ଉକ୍ତ ପାର୍ଶ୍ୱଟି ଧସି ପଡିବାରୁ କେନାଲରୁ ପାଣି ବାହାରି ୫ରୁ ୧୦ଫୁଟ ଉଚ୍ଚରେ…
ଜଙ୍ଗଲରେ ନିଅଆଁ : ଗାଁ ମୁହାଁ ହରିଣପଲ
ଠାକୁରମୁଣ୍ଡା,୨।୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳ ନିହଣଗଣ୍ଡି ଗ୍ରାମ ଭିତରକୁ ଶନିବାର ସକାଳେ ହରିଣପଲ ପଶି ଆସିଥିଲେ। ସେଥିମଧ୍ୟରୁ ଗୋଟିଏ ହରିଣକୁ ଗ୍ରାମବାସୀ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି। ଜଙ୍ଗଲରେ ନିଆଁ ଲାଗିବାର ୁ…
ଅସ୍ଥାୟୀ ପୋଲରେ ବାଲି ଚାଲାଣ
ବାରିପଦା ଅଫିସ,୨ ।୪ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ଦ୍ରବ୍ୟର ଚୋରା ଚାଲାଣ ଓ ନିୟମ ଉଲ୍ଲଂଘନକୁ ନେଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟ)ରେ ମାମଲା ରୁଜୁ ହୋଇଛି। ଏହା ସତ୍ତ୍ୱେ ଜିଲା ପ୍ରଶାସନର ଚେତା ପଶୁନି। ବେଆଇନ ପୋଲ ନିର୍ମାଣ କରି…
ୟୁନିଭର୍ସାଲ ୱାଲର୍ଡ ରେକଡର୍ସରେ ଶ୍ରେୟାଂଶୀ
ବିଶୋଇ,୨ା୪(ଡି.ଏନ.ଏ.): ମାତ୍ର ୨ ବର୍ଷ ୭ ମାସ ବୟସରେ ପ୍ରଥମେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସଓ ୩ ବର୍ଷ ବୟସରେ ଇଣ୍ଟରନ୍ୟାଶନାଲ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇବା ପରେ ଚଳିତ ୨୦୨୨ ବର୍ଷରେ ପୁଣି ଥରେ ୟୁନିଭର୍ସାଲ ୱାଲର୍ଡ ରେକର୍ଡସରେ…
ରାସ୍ତାରୋକୋ ପରେ ଆଲୁଅ ଜଳିଲା
ବାରିପଦା ଅଫିସ,୩୧।୩: ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଉପଭୋକ୍ତାଙ୍କୁ ବାର୍ଷିକ ବିଦ୍ୟୁତ୍ ବିଲ୍ ପ୍ରଦାନରେ ବିଳମ୍ବ କରାଯିବା ଓ ବିଲ୍ ପୈଠ ନ କରିବାରୁ ବିଭାଗ ପକ୍ଷରୁ ସେମାନଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରାଯାଇଥିଲା। ଏହାର ପ୍ରତିବାଦରେ ବୁଧବାର ଶତାଧିକ…
Archives


