ବାରିପଦାରେ କେନ୍ଦ୍ରୀୟ ଗୋଇନ୍ଦା ସଂସ୍ଥା ଅଧିକାରୀ
ବାରିପଦା ଅଫିସ, ୨୬।୧: କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ନିଜ କାର୍ଯ୍ୟାଳୟକୁ ଡକାଇ ୨ ଅଧିକାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏବେ ଏହି ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ମଙ୍ଗଳବାର ଭୁବନେଶ୍ୱରରୁ କେନ୍ଦ୍ରୀୟ ଗୋଇନ୍ଦା…
ଦିବ୍ୟାଙ୍ଗ ଯୁବତୀଙ୍କୁୁ ବଳାତ୍କାର: ଆତ୍ମଘୋଷିତ ବାବା ଗିରଫ
ବାରିପଦା ଅଫିସ,୨୬।୧: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଆତ୍ମଘୋଷିତ ଜଣେ ବାବା ଜଠାରାମ ମୁର୍ମୁଙ୍କୁ ଗିରଫ କରିଛି। ଘଟଣାକୁ ଚପାଇ ଦେବା ପାଇଁ ଗ୍ରାମରେ ବୈଠକ ବସି ଅଭିଯୁକ୍ତଙ୍କଠାରୁ ଜରିମାନା ବାବଦରେ…
କଳାବ୍ୟାଜ୍ ପିନ୍ଧିଲେ ଅଧିକାରୀ,କର୍ମଚାରୀ
ବାରିପଦା ଅଫିସ,୨୫ ।୧ମୟୂରଭଞ୍ଜ ଭାଜପା ଏମ୍ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଗତ ଶୁକ୍ରବାର ନିଜ କାର୍ଯ୍ୟାଳୟକୁ ଡାକି ଦୁଇ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ହାତ ଭାଙ୍ଗିବା ଘଟଣାକୁ ଜିଲା କଂଗ୍ରେସ ପକ୍ଷରୁ…
କେନ୍ଦ୍ରମନ୍ତ୍ରୀଙ୍କ ମାଡ଼ ପ୍ରତିବାଦରେ କଳାବ୍ୟାଜ୍ ପିନ୍ଧିଲେ
ବାରିପଦା ଅଫିସ,୨୨ା୧: ମୟୂରଭଞ୍ଜ ଭାଜପା ଏମ୍ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଗତ ଶୁକ୍ରବାର ନିଜ କାର୍ଯ୍ୟାଳୟକୁ ଡାକି ଦୁଇ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ହାତ ଭାଙ୍ଗିବା ଘଟଣାକୁ ଜିଲା କଂଗ୍ରେସ ପକ୍ଷରୁ…
ଯାଞ୍ଚ ପରେ ଜିଲାରେ ୧୩,୪୬୭ ପ୍ରାର୍ଥୀ
ବାରିପଦା ଅଫିସ,୨୪।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପରେ ଶନିବାର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ମୟୂରଭଞ୍ଜ ଜିଲାରେ ୧୩ ହଜାର ୪୬୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ ରହିଥିବା ବେଳେ ୯୯୯ ଜଣଙ୍କର ନାକଚ ହୋଇଯାଇଛି। ୨୬୧ ଜିଲା…
ଆଧାର କାର୍ଡ ପାଇଁ ହୀନସ୍ତା
ବୈଶିଙ୍ଗା, ୨୩ା୧ (ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଞ୍ଚଳର ଲୋକଙ୍କୁ ଆଧାରକାର୍ଡ ପାଇଁ ହୀନସ୍ତା ହେବାକୁ ପଡୁଛି। ନୂଆ ଆଧାର କାର୍ଡ ବନାଇବା କିମ୍ବା ପୁରୁଣା କାର୍ଡରେ ଆବଶ୍ୟକ ସଂଶୋଧନ କରିବା, ବ୍ଲକର ୨୪ ପଞ୍ଚାୟତର ବାସିନ୍ଦାଙ୍କ ପାଇଁ ଚିନ୍ତାର ବିଷୟ…
୨ ଅଫିସରଙ୍କୁ ପିଟିଲେ କେନ୍ଦ୍ରମନ୍ତ୍ରୀ
ବାରିପଦା ଅଫିସ, ୨୧ା୧-ମୟୂରଭଞ୍ଜ ଭାଜପା ଏମ୍ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଶୁକ୍ରବାର ବାରିପଦା ସ୍ଥିତ ତାଙ୍କ କାର୍ଯ୍ୟାଳୟକୁ ଡାକି ୨ ସରକାରୀ ଅଧିକାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଜଣଙ୍କର ହାତ ଭାଙ୍ଗିଯାଇଥିବା…
ବାଟବଣା ବନ୍ୟପ୍ରାଣୀଙ୍କ ବନ୍ଧୁ
ବାରିପଦା ଅଫିସ,୨୧।୧ ବିଷଧର ସାପ ହେଉ କି ଜଙ୍ଗଲର ହିଂସ୍ର ଜନ୍ତୁ। ବାଟବଣା ତଥା ଆଘାତପ୍ରାପ୍ତ ବନ୍ୟପ୍ରାଣୀଙ୍କୁ ଉଦ୍ଧାର କରି ସୁରକ୍ଷା ଯୋଗାଇ ଦେବା କିଛି କମ୍ କଥା ନୁହେଁ। ନିଜ ଛୋଟ ପୁଅ ସହ ବିପଦପୂର୍ଣ୍ଣ ପାହାଡ଼, ଜଙ୍ଗଲ ଘୂରି…
ସମସ୍ୟା ସମାଧାନ ନ ହେଲେ ଭୋଟ ବର୍ଜନ
ସାରସକଣା,୧୯ା୧(ଡି.ଏନ.ଏ.) – ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଭୂରୁଷାଣି ପଞ୍ଚାୟତ ଅନ୍ତର୍ଗତ ମାଗ୍ତାଡିହି ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି। ପ୍ରଶାସନିକ ଅବହେଳା କାରଣରୁ ଆଦିବାସୀ ଅଧ୍ୟୁଷିତ ଏହି ଗାଁରେ ବିକାଶ ଅପହଞ୍ଚ ହୋଇପଡ଼ିଛି। ଏଠାରେ ବସବାସ କରୁଥିବା ପ୍ରାୟ ୨୫ଟି…
ପାଣି ପାଇଁ ୧ କି.ମି.
ବାରିପଦା ଅଫିସ,୧୮।୧ ମୟୂରଭଞ୍ଜ ଜିଲା କୁଳିଅଣା ପଞ୍ଚାୟତ ପାଣିଜିଆ ଗ୍ରାମବାସୀ ଜଳକଷ୍ଟ ଭୋଗୁଛନ୍ତି। ୧ କି.ମି ଦୂର ବିଲ ମଧ୍ୟରେ ଥିବା ପରିତ୍ୟକ୍ତ କୂଅରୁ ମହିଳାମାନେ ପିଇବା ପାଣି ସଂଗ୍ରହ କରୁଛନ୍ତି। ପ୍ରତି ଘରକୁ ପାନୀୟ ଜଳ ଯୋଗାଣ ଲାଗି ସରକାର…
ଖୋଲିଲା ବାଙ୍କିଶୋଳ କୋଭିଡ୍ ହସ୍ପିିଟାଲ
ବାରିପଦା ଅଫିସ,୧୮।୧ ମୟୂରଭଞ୍ଜ ଜିଲାରେ କରୋନା ସଂକ୍ରମିତଙ୍କ ସ୍ବାସ୍ଥ୍ୟସେବା ନିମନ୍ତେ ବାରିପଦା ଉପକଣ୍ଠ ବାଙ୍କିଶୋଳସ୍ଥିତ ଘରୋଇ କୋଭିଡ୍ ହସ୍ପିିଟାଲ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଏହାକୁ ଉଦ୍ଘାଟନ କରିବା ସହ ରୋଗୀଙ୍କ ନିମନ୍ତେ ପ୍ରସ୍ତୁତ ହୋଇଥିବା ୱାର୍ଡ, ଆଇସିୟୁ…
ସାମୂହିକ ଅସ୍ଥି ବିସର୍ଜନ କଲେ ଲୋକେ
ବାରିପଦା ଅଫିସ,୧୭।୧: ମୟୂରଭଞ୍ଜ ଜିଲାର ଗଣପର୍ବ ମକର ଅବସରରେ ସୁନାମୁହିଁ(ବାରୁଣୀ) ଘାଟରେ ରବିବାର ଦାମୋଦର ଯାତ୍ରା ଆରମ୍ଭ ହୋଇଛି। ଏହି ଯାତ୍ରା ତିନିଦିନ ଧରି ଚାଲିବାକୁ ଥିବା ବେଳେ କୋଭିଡ କଟକଣାକୁ ନ ମାନି ବହୁ ଲୋକଙ୍କ ଭିଡ଼ରେ ଏହି ପରମ୍ପରା…
Archives


