ମୟୂରଭଞ୍ଜ

କୋଚିଂ ସେଣ୍ଟରରେ ଚଢ଼ାଉ

ବାରିପଦା ଅଫିସ,୧୧ା୬- କରୋନା ସଂକ୍ରମଣ ରୋକିବା ପାଇଁ ରାତି ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ କର୍ଫ୍ୟୁ କଟକଣା ଜାରି କରାଯାଇଛି। ଏହି ନିୟମକୁ ଉଲ୍ଲଂଘନ କରି ମୟୂରଭଞ୍ଜ ଜିଲା ବାରିପଦା ସହରର ଦାରୋଗାଡାହିସ୍ଥିତ ଏକ ଘରୋଇ...

ଦ୍ୱାରଶୁଣୀ ଘାଟିରେ ୭୦ଫୁଟ ତଳକୁ ଖସିଲା ଟ୍ରକ: ଚାଳକ ମୃତ, ଖଲାସୀ ଗୁରୁତର

ବାଙ୍ଗିରିପୋଷି,୧୦ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ପିଆଜ ବୋଝେଇ ଟ୍ରକ ୭୦ ଫୁଟ ତଳକୁ ଖସିପଡ଼ିବାରୁ ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିତ୍ବା ବେଳେ ଖଲାସୀ...

ପୂଜା ବେଳେ ବଜ୍ରପାତ: ଜଣେ ମୃତ, ୧୦ ଆହତ

ବାରିପଦା ଅଫିସ,୧୦ା୬- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ନୂଆଗାଁଠାରେ ମଙ୍ଗଳବାର ଅପରାହ୍ନରେ ଲୋକେ ମେଳି ହୋଇ ପୂଜା କରୁଥିବା ବେଳେ ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ମୃତକ ହେଲେ କୁଅଁରଡିହି...

ବାଘ ଆତଙ୍କ, ପାଦ ଚିହ୍ନକୁ ନେଇ ତର୍ଜମା କରୁଛି ବନ ବିଭାଗ

ବଡ଼ସାହି,୧୦ା୬(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଗୁଡିଆଲବନ୍ଧ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମ ଭିତରକୁ ଏକ କଲରାପତରିଆ ବାଘ ପଶି ଆସିଥିବା ନେଇ ଗ୍ରାମରେ ଆତଙ୍କ ଖେଳି ଯାଇଛି।  ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ଗାଁକୁ ଫେରୁଥିବା ଜନୈକ...

ମହୁମାଛି ଆକ୍ରମଣରେ ଯୁବକଙ୍କ ପ୍ରାଣଗଲା, ୨ ଗୁରୁତର

କପ୍ତିପଦା,୧୦ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମାଙ୍କଡ଼ପଡ଼ା ପଞ୍ଚାୟତ ଅନ୍ତର୍ଗତ ଚେମଚଟା ଗ୍ରାମରେ ମଙ୍ଗଳବାର ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିତ୍ବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଜଙ୍ଗଲକୁ ମହୁ ସଂଗ୍ରହ କରିବାକୁ ଯାଇ...

ଲଘୁଖଣିଜ ସମ୍ପଦ ଲୁଟ୍‌ ନେଇ ଜିଲାପାଳଙ୍କୁ ଭେଟିଲା ଭାଜପା

ବାରିପଦା ଅଫିସ, ୧୦ା୬- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ସମ୍ପଦ ଭରପୁର ଥିବା ବେଳେ ଏହାର ଠିକ୍‌ ଭାବରେ ଉପଯୋଗ କରା ନ ଯିବାରୁ ମାଫିଆମାନେ ଲୁଟ କରି ଚାଲିଛନ୍ତି। ଜିଲାର ୨୬ଟି ତହସିଲ ରହିଥିବା ବେଳେ...

ଅର୍ଥ ଲଗାଣକାରୀ ସଂସ୍ଥାର ଜୁଲମକୁ ଏସ୍‌ଏଚ୍‌ଜି ମହିଳାଙ୍କ ବିରୋଧ

ବେତନଟୀ, ୧୦ା୬(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ୍‌ ଯୋଗୁ ଋଣ ଗ୍ରହୀତାମାନଙ୍କୁ ଅଗଷ୍ଟମାସ ପର୍ଯ୍ୟନ୍ତ ଋଣ କିସ୍ତି ପୈଠ ପାଇଁ ବାଧ୍ୟ କରାଯାଇ ପାରିବ ନାହିଁ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଏହି ନିୟମକୁ କେତେକ ଘରୋଇ ଅର୍ଥ ଲଗାଣକାରୀ...

ସମ୍ପୂର୍ଣ୍ଣ ଋଣ ଛାଡ଼ ଦାବି କଲେ ମହିଳା ଗୋଷ୍ଠୀ

ବାରିପଦା ଅଫିସ, ୯ା୬- ନିଜର ବ୍ୟବସାୟକୁ ବୃଦ୍ଧି କରିବା ପାଇଁ ପୂର୍ବରୁ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚଜି)ର ମହିଳାମାନେ ବିଭିିନ୍ନ ଅର୍ଥ ଲଗାଣକାରୀ ସଂସ୍ଥାଠାରୁ ଟଙ୍କା ଋଣ ଆଣିଥିଲେ। ସୁଧ ସହ ସେମାନେ ନିୟମିତ କିସ୍ତି ପୈଠ କରୁଥିଲେ। ହେଲେ...

ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ନିୟନ୍ତ୍ରକଙ୍କ ଦୁର୍ବ୍ୟବହାର: ଅଭିଯୋଗ ବିଶ୍ୱବିଦ୍ୟାଳୟ ଫାଟକରେ ୪ ଘଣ୍ଟା ପଡ଼ିଲା ତାଲା

ବାରିପଦା ଅଫିସ,୯ା୬- ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ସୋମବାର କେତେଜଣ ଛାତ୍ରୀଛାତ୍ରଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ପ୍ରତିବାଦରେ ଛାତ୍ରୀଛାତ୍ରମାନେ ଅପରାହ୍ନ ୧୧ଟା ୩୦ରୁ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା...

କେନ୍ଦୁପତ୍ର ସହ କାଠ ଜବତ: ୩ ଗିରଫ

ବାଙ୍ଗିରିପୋଷି,୯ା୬(ଡି.ଏନ୍‌.ଏ.)- ରାତି ପାଟ୍ରୋଲିଂ ବେଳେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ ୩ଟି ମଟର ସାଇକେଲ ସହ କେନ୍ଦୁପତ୍ର ଓ କାଠପଟା ଜବତ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଝାରପୋଖରୀଆ ଥାନା...

ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ ଏସିଡ୍‌ ମାଡ: ପୋଲିସର ତଦନ୍ତ ଆରମ୍ଭ

କପ୍ତିପଦା,୮।୬(ଡି.ଏନ.ଏ)- କପ୍ତିପଦା ଥାନା ଅଧୀନ ଜଡିଦା ପଞ୍ଚାୟତ ଜଡିଦା ଗ୍ରାମରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ କେହି ଜଣେ ଦୁର୍ବୃତ୍ତ ଏସିଡ ମାଡ କରିଥିବା ସୂଚନା ମିଳିଛି। ଫଳରେ ତାଙ୍କର ପେଟ, ଛାତି, ଜଙ୍ଘ ଓ ପିଠି ୫୦ ପ୍ରତିଶତ...

କରୋନା ଆକ୍ରାନ୍ତ ଓଡ଼ିଆ ଶ୍ରମିକଙ୍କର ହରିୟାଣାରେ ମୃତ୍ୟୁ

ଉଦଳା,୮।୬(ଡି.ଏନ୍‌.ଏ.): ହରିୟାଣାରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ସେ ହେଲେ ୩୨ ବର୍ଷୀୟ ସୁଶାନ୍ତ ସେନାପତି। ତାଙ୍କ ଘର ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଡିହିରାକୁଳ ଗ୍ରାମରେ। ଦୀର୍ଘଦିନ ହେବ ସୁଶାନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri