ମୟୂରଭଞ୍ଜ

ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ/ଉଦଳା, ୧୬।୨(ଡି.ଏନ.ଏ.) – ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ ପ୍ରଚାର କରିଛନ୍ତି। ମଙ୍ଗଳବାର ସାରସକଣା ନିର୍ବାଚନମଣ୍ଡଳୀର ଖେରଣାଠାରେ ଅନୁଷ୍ଠିତ କାର୍ଯ୍ୟକର୍ତ୍ତା ବୈଠକରେ କେନ୍ଦ୍ରମନ୍ତ୍ରୀ…

ଅମର୍ଦ୍ଦାରୋଡ ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ରକୁ ଚିଠି

ବାଲେଶ୍ୱର ଅଫିସ/ବାରିପଦା ଅଫିସ,୧୬।୨:  ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାରେ ଥିବା ରାସଗୋବିନ୍ଦପୁର ନିକଟ ଅମର୍ଦ୍ଦାରୋଡ ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ପାଇଁ ଆଶା ସଞ୍ଚାର ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟରେ…

ମ୍ୟୁନିସିପାଲଟି କାର୍ଯ୍ୟଳୟରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ, ୧୫।୨: ମୟୂରଭଞ୍ଜ ଜିଲା ବାରିପଦା ମ୍ୟୁନିସିପାଲଟି କାର୍ଯ୍ୟଳୟରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ମ୍ୟୁନିସିପାଲଟି ଅଧୀନରେ ଥିବା ସମସ୍ତ ପାର୍କଗୁଡ଼ିକରେ ଆଦାୟ ହେଉଥିବା ଟିକସରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ନେଇ ଏହି ଚଢ଼ାଉ…

ନାଟକର ଶେଷ ଗୀତ ପାଲଟିଲା ଜୀବନର ଶେଷ ଗୀତ: ଗୀତ ଗାଇବା ବେଳେ ଟଳିପଡିଲେ ଗାୟକ

ଉଦଳା, ୧୪ା୨(ଡି.ଏନ.ଏ.):‘ବରଷା ରାତିକୁ ଭରସା ନାହିଁ’ ନାଟକର ଟାଇଟଲ ଗୀତ ଗାଉଥିଲେ ଗାୟକ। କିନ୍ତୁ ଏହି ଗୀତ ପାଲଟିଗଲା ତାଙ୍କ ଜୀବନର ଶେଷ ଗୀତ। ଗୀତ ଗାଉଥିବା ବେଳେ ହଠାତ ଟଳିପଡିଲେ ଗାୟକ ସଞ୍ଜୟ କୁମାର ପାତ୍ର। ସ୍ତବ୍ଧ ପାଲଟିଯାଇଥିଲେ ଯାତ୍ରା…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବୃଦ୍ଧଙ୍କୁ ହତ୍ୟା

ସାରସକଣା,୧୪।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ଭୂରୁଷାଣି ଗ୍ରାମ ନିକଟସ୍ଥ ଏକ ନାଳରୁ ସୋମବାର ଜଣେ ବୃଦ୍ଧଙ୍କ ମୃତଦେହ ପୋଲିସ ଜବତ କରିଛି । ପୁଅ ହିରନ ମହାନ୍ତଙ୍କ ଅଭିଯୋଗ ମୁତାବକ, ବାପା ସହଦେବ ମହାନ୍ତ ସକାଳୁ ଏକୁଟିଆ ଶୌଚ…

୧୨ନଂ. ଜୋନ୍‌ ଉପରେ ନଜର

ବାରିପଦା ଅଫିସ,୧୪ା୨: ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ୧୨ ଓ ୧୩ନଂ. ଜିଲା ପରିଷଦ ଜୋନ୍‌ ହାତେଇବା ପାଇଁ ଭାଜପା ଓ ବିଜେଡି ପ୍ରାର୍ଥୀ ଜୋରସୋରରେ ଲାଗି ପଡ଼ିଛନ୍ତି। ୧୪ଟି ପଞ୍ଚାୟତକୁ ନେଇ ଗଠିତ ହୋଇଥିବା ଏହି ଦୁଇ ଜୋନ୍‌ ବାରିପଦା…

ଜେଏମ୍‌ଏମ୍‌ ଗଡ଼ରେ ଧସେଇ ପଶିବାକୁ କସରତ

ଉଦଳା,୧୩।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ପରିଷଦର ୧ନଂ. ଜୋନ୍‌ରେ ଏବେ ଚାଲିଛି ଜୋରଦାର ପଲଟିକାଲ ଫାଇଟ୍‌। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ର ଗଡ଼ କୁହାଯାଉଥିବା ଏହି ଜୋନ୍‌ରେ ଧସେଇ ପଶିବାକୁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ କସରତ ଆରମ୍ଭ କରିଦେଇଛନ୍ତି।…

ଓଟ ପିଠିରେ ବସି ପ୍ରଚାର

ବାରିପଦା ଅଫିସ,୧୨ା୨: କରୋନା କଟକଣାକୁ ଦୃଷ୍ଟିରେ ରଖି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଏକାଧିକ ଲୋକଙ୍କୁ ନେଇ ସଭାସମିତି ଓ ରାଲିକୁ ବାରଣ କରାଯାଇଛି। ଫଳରେ ପ୍ରାର୍ଥୀମାନେ ନିର୍ବାଚନୀ ପ୍ରଚାର ପାଇଁ ଅଭିନବ ଉପାୟ ଅବଲମ୍ବନ କରୁଛନ୍ତି। ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ…

ପାଣି, ଟାୱାର ପାଇଁ ବିକ୍ଷୋଭ

ବାରିପଦା ଅଫିସ,୧୧।୨ ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଧୀନ ଚାନ୍ଦୁଆ ପଞ୍ଚାୟତର ଠାରୁଆସାହି ଓ କଖାରୁଆଶୋଳ ଗ୍ରାମବାସୀ ମୌଳିକ ସମସ୍ୟାର ସମାଧାନ ପାଇଁ ଦାବି କରିଛନ୍ତି। ପାଣି ଦିଅ ଭୋଟ ନିଅ ଏବଂ ଟାୱାର ନାହିଁ ତ ଭୋଟ ନାହିଁ ବୋଲି…

ସପ୍ତାହେ ମଧ୍ୟରେ ଚାଲିବ ବିଦ୍ୟୁତ୍‌ ଟ୍ରେନ୍‌

ବାରିପଦା ଅଫିସ,୧୦।୨: ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁରଠାରୁ ବାଙ୍ଗିରିପୋଷି ପର୍ଯ୍ୟନ୍ତ ବିଦ୍ୟୁତ୍‌ ଚାଳିତ ଟ୍ରେନ୍‌ ଚଳାଚଳ କରିବ। ଏନେଇ ବୁଧବାର ବିଭାଗୀୟ କର୍ତ୍ତୃପକ୍ଷ ନିରୀକ୍ଷଣ କରି ଫେରିଛନ୍ତି। ସପ୍ତାହକ ମଧ୍ୟରେ ବିଦ୍ୟୁତ୍‌ ଚାଳିତ ଟ୍ରେନ୍‌ ଚଳାଚଳ କରିବ ବୋଲି ଦକ୍ଷିଣ-ପୂର୍ବ ରେଳପଥ…

ଡିଏମ୍‌ୟୁ ଟ୍ରେନ୍‌ ବାତିଲ: ଯାତ୍ରୀ ନିରାଶ

ବୈଶିଙ୍ଗା, ୧୦।୨ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଯୁଗଳ ଓ ଯୁଗୁପୁରା ରେଳ ଷ୍ଟେଶନଠାରେ ବୁଧବାର ସକାଳେ ବହୁ ଯାତ୍ରୀ ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିଲେ ହେଁ ଡିଏମ୍‌ୟୁ ଟ୍ରେନ୍‌ ଆସି ନ ଥିଲା। ଫଳରେ ରୂପ୍‌ସା…

ମ୍ୟାନେଜରଙ୍କଠାରୁ ଲୁଟି ଧରାପଡିଲେ

ରାଇରଙ୍ଗପୁର,୯ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ ଲକ୍ଷ୍ମୀପୋଷି ଗ୍ରାମ ନିକଟସ୍ଥ ରାସ୍ତାରେ ଗତ ୨ ତାରିଖରେ ଏକ ଅର୍ଥ ଲଗାଣକାରୀ ସଂସ୍ଥାର ମ୍ୟାନେଜରଙ୍କଠାରୁ ଲୁଟ ଘଟଣାରେ ପୋଲିସ ଦୁଇ ଲୁଟେରାଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଝାଡ଼ଖଣ୍ଡ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri