ମୟୂରଭଞ୍ଜ

ଓପିଟିସିଏଲ ଡିଜିଏମ୍‌ଙ୍କୁ ୫ ବର୍ଷ ଜେଲ

ବାରିପଦା ଅଫିସ,୧୬।୫: ଓପିଟିସିଏଲ ଡିଜିଏମ୍‌ ଯଶୋବନ୍ତ ଚୌଧୁରୀଙ୍କୁ ୫ ବର୍ଷ ଜେଲ ଦଣ୍ଡ ସାଙ୍ଗକୁ ୧୫ ହଜାର ଟଙ୍କା ଜରିମାନା ହୋଇଛି। ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପକ୍ଷରୁ ସୋମବାର ମାମଲାର ବିଚାର କରି ଦଣ୍ଡାଦେଶ ଶୁଣାଇଛନ୍ତି। ସୂଚନାନୁସାରେ, ୨୦୧୭ରେ ନିଜ…

ବିଦ୍ୟୁତ୍‌ ଖୁଣ୍ଟ ଚୋରି ବେଳେ ୩ ଲୁଟେରାଙ୍କୁ କାବୁ କଲା ପୋଲିସ୍‌

ଉଦଳା, ୧୬।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ମଉଦା ଅଞ୍ଚଳରେ ଗତ ଶନିବାର କେତେଜଣ ଲୁଟେରା ବିଦ୍ୟୁତ୍‌ ଖୁଣ୍ଟ ଚୋରି କରୁଥିଲେ। ବିଲ ଭିତରେ ଉକ୍ତ ଖୁଣ୍ଟ ଥିବା ବେଳେ ତାହାକୁ ଗ୍ୟାସ୍‌ କଟରରେ କାଟି ଏକ ଟାଟା ଏସିଇ…

ଗରା, ବାଲ୍‌ଟି ଧରି ରାସ୍ତାରେ ବସିଲେ

ଉଦଳା,୧୬।୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ବଡଖମଣ ପଞ୍ଚାୟତ ଅନ୍ତର୍ଗତ ଖଣ୍ଡାଚିରା ଗ୍ରାମର ମହିଳା ପୁରୁଷ ଶନିବାର ପାନୀୟଜଳ ସମସ୍ୟା ସମାଧାନ ଦାବିରେ ଉଦଳା-ବାରିପଦା ରାଜ୍ୟ ରାଜପଥର କଲିଆ ଛକ ନିକଟରେ ଧାରଣାରେ ବସିଥିଲେ। ଗ୍ରାମରେ ଥିବା ୨ଟି ନଳକୂପ ଦୀର୍ଘ…

ପୁଅର ମୃତ୍ୟୁ ପରେ ସ୍ତ୍ରୀଙ୍କୁୁ ଡାହାଣୀ କହି ତଡ଼ିଦେଲେ

ବାରିପଦା ଅଫିସ,୧୫।୫: ଶିଶୁ ପୁତ୍ରର ମୃତ୍ୟୁ ପରେ ସ୍ତ୍ରୀଙ୍କୁ ଡାହାଣୀ ସନ୍ଦେହରେ ସ୍ବାମୀ ଘରୁ ବାହାର କରିଦେବା ଚର୍ଚ୍ଚାର ବିଷୟ ହୋଇଛି। ମୃତ ଶିଶୁକୁ ଧରି ମା’ ରାସ୍ତା କଡ଼ରେ ବସି ରହିଥିଲେ। ଦୀର୍ଘ ୧୪ଘଣ୍ଟା ପରେ ଗ୍ରାମ ମୁଖିଆଙ୍କ ଉପସ୍ଥିତିରେ…

ସମ୍ମେଟିଭ୍‌-୨ ପରୀକ୍ଷା ଫଳ ପ୍ରକାଶ ପାଉନି: ଦ୍ୱନ୍ଦ୍ୱରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର

ବାରିପଦା ଅଫିସ,୧୫।୫: ଗଣ ଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶକୁ ନେଇ ଚଳିତ ଶିକ୍ଷା ବର୍ଷର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ଅନିଶ୍ଚିତତା ମଧ୍ୟରେ ଗତି କରୁଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନବମ ଶ୍ରେଣୀ ପାଇଁ କରାଯାଇଥିବା ସମ୍ମେଟିଭ-୨ ପରୀକ୍ଷା…

ଅବହେଳିତ ବୈଶିଙ୍ଗା ଡାକ୍ତରଖାନା

ବୈଶିଙ୍ଗା,୧୫।୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଡାକ୍ତରଖାନା ପ୍ରତି ସରକାରୀ ଅବହେଳାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। କର୍ମଚାରୀ ଅଭାବ ସାଙ୍ଗକୁ ବିଭିନ୍ନ ସମସ୍ୟାରେ ଥିବା ଏହି ଡାକ୍ତରଖାନା ଉପରୁ ଲୋକଙ୍କ ଭରସା ତୁଟିବାରେ ଲାଗିଛି। ୧୮ନଂ. ଜାତୀୟ ରାଜପଥ ପାଶର୍‌ବରେ…

ଖୋଜା ଚାଲିଛି କାରଣ

ବାଙ୍ଗିରିପୋଷି,୧୪।୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ୮ଟି ପରୀକ୍ଷା କେନ୍ଦ୍ରରେ ମୋଟ ୨୬୩ ଛାତ୍ରୀଛାତ୍ର ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ନ ଦେବା ଚର୍ଚ୍ଚାର ବିଷୟ ହୋଇଛି। ୧୮୦୭ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବା ବେଳେ କେଉଁ କାରଣରୁ ଏତେ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ଏମ୍‌ପି ପ୍ରତିନିଧିଙ୍କ ଜୀବନ

ଦାରିଙ୍ଗବାଡ଼ି,୧୩ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ମୁକଚେରୀଠାରେ ଏକ ସଡ଼କ ଦୁର୍ଘଟଣାରେ କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତଙ୍କ ସ୍ଥାନୀୟ ପ୍ରତିନିଧି କ୍ଷେତ୍ରୀବଳ ନାୟକଙ୍କ ପ୍ରାଣହାନି ଘଟିଛି। ବ୍ରହ୍ମପୁର ବଡ଼ମେଡିକଲରେ ମୃତ୍ୟୁ ହୋଇଥିବା ତାଙ୍କ ସମ୍ପର୍କୀୟଙ୍କ ଠାରୁ ଜଣାପଡ଼ିଛି। ପ୍ରକାଶଯେ, ମୃତ କ୍ଷେତ୍ରୀବଳ ଗୁରୁବାର…

ଓଲଟିଲା ବରଯାତ୍ରୀ ଗାଡ଼ି, ୨ ଗୁରୁତର

ରାଇରଙ୍ଗପୁର,୧୩ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଷୋୟୀ ମୁଖ୍ୟରାସ୍ତା ବିଜାତଳା ଛକରେ ଏକ ବରଯାତ୍ରୀ ଗାଡ଼ି ଶୁକ୍ରବାର ଭୋର୍‌ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୧୩ ବରଯାତ୍ରୀଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଥିବା ବେଳେ ୧୧…

ମା’ ସହ ଦୁଇ ଶିଶୁ ଜୀବନ୍ତ ଦଗ୍ଧ

ବାରିପଦା ଅଫିସ,୧୩ା୫: ମା’ କୋଳରେ ଶୋଇଥିଲେ ୨ ନିରୀହ ଶିଶୁ। ହେଲେ ସେହି ରାତି ହିଁ କାଳ ରାତି ସାଜିବ ସେକଥା କାହାକୁ ବା ଜଣା ଥିଲା। ଗୁରୁବାର ରାତିରେ ହଠାତ୍‌ ଘରେ ନିଆଁ ଲାଗିଥିବା ବେଳେ ମା’ ସହ ଜୀବନ୍ତ…

୫ ଲକ୍ଷର ପକ୍କା ରାସ୍ତା ୫ମାସରେ ନଷ୍ଟ

ବାରିପଦା ଅଫିସ,୧୨।୫: ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରର ୱାର୍ଡନଂ.୨୭ରେ ୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ପକ୍କା ରାସ୍ତା ୫ମାସ ମଧ୍ୟରେ ନଷ୍ଟ ହୋଇଯିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ୱାର୍ଡବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ…

ମୟୂରଭଞ୍ଜ ଜିଲା: ଦୁର୍ଘଟଣା ମୃତ୍ୟୁ ଚିନ୍ତାଜନକ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଦ୍ୱାରଶୁଣୀ ଘାଟି ମୟୂରଭଞ୍ଜ ଜିଲାର ବିପଦପୂର୍ଣ୍ଣ ସ୍ଥାନ। ପ୍ରତି ମାସରେ ଏଠି ୨ରୁ ୩ଟି ଦୁର୍ଘଟଣା ଘଟୁଛି। ଡିଆର୍‌ଏସ୍‌ସି ବୈଠକରେ ଏହି ସମସ୍ୟା ଉପରେ ନିୟମିତ ଆଲୋଚନା ହେଉଛି। ହେଲେ ଏନ୍‌ଏଚ୍‌ଏଆଇ ପକ୍ଷରୁ ଏନେଇ ଅସହଯୋଗ କରାଯାଉଛି। ଡିଆର୍‌ଏସ୍‌ସି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?