ଡିଏମ୍ୟୁ ଟ୍ରେନ୍ ବାତିଲ: ଯାତ୍ରୀ ନିରାଶ
ବୈଶିଙ୍ଗା, ୧୦।୨ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଯୁଗଳ ଓ ଯୁଗୁପୁରା ରେଳ ଷ୍ଟେଶନଠାରେ ବୁଧବାର ସକାଳେ ବହୁ ଯାତ୍ରୀ ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିଲେ ହେଁ ଡିଏମ୍ୟୁ ଟ୍ରେନ୍ ଆସି ନ ଥିଲା। ଫଳରେ ରୂପ୍ସା…
ମ୍ୟାନେଜରଙ୍କଠାରୁ ଲୁଟି ଧରାପଡିଲେ
ରାଇରଙ୍ଗପୁର,୯ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ ଲକ୍ଷ୍ମୀପୋଷି ଗ୍ରାମ ନିକଟସ୍ଥ ରାସ୍ତାରେ ଗତ ୨ ତାରିଖରେ ଏକ ଅର୍ଥ ଲଗାଣକାରୀ ସଂସ୍ଥାର ମ୍ୟାନେଜରଙ୍କଠାରୁ ଲୁଟ ଘଟଣାରେ ପୋଲିସ ଦୁଇ ଲୁଟେରାଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଝାଡ଼ଖଣ୍ଡ ରାଜ୍ୟ…
‘ଆଗ ପାଣି ପରେ ଭୋଟ’
ବାରିପଦା ଅଫିସ,୯।୨: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବ୍ଲକ କୁସୁମବନ୍ଧ ପଞ୍ଚାୟତ ଅନ୍ତର୍ଗତ ୩ ଗଁାର ଲୋକେ ପାଣି ସମସ୍ୟା ନେଇ ଭୋଟ ବର୍ଜନ କରିବେ ବୋଲି ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଗ୍ରାମରେ ପାନୀୟ ଜଳର ଘୋର ସଙ୍କଟ ରହିଥିବା ବେଳେ…
୨ ବିଧାୟକ ବଳ କଷାକଷିିି
ବାରିପଦା ଅଫିସ,୭ା୨: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧୀନ କୁଳିଅଣା ବ୍ଲକର ୮ ଓ ୯ନଂ. ଜିଲାପରିଷଦ ଜୋନରେ ନିର୍ବାଚନୀ ବାତାବରଣ ସରଗରମ ହେବାରେ ଲାଗିଛି। ବିଜେଡି ଓ ଭାଜପା ପକ୍ଷରୁ ଏଠାରେ ଟାଣୁଆ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ବିଜେଡି…
ରଥକାଠ ଅନୁକୂଳ
ବାରିପଦା ଅଫିସ,୬ା୨: ଚଳିତବର୍ଷ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଶ୍ରୀପଞ୍ଚମୀ ଅବସରରେ ଶନିବାର ରଥକାଠ ଅନୁକୂଳ କରାଯାଇଛି। ବନ ବିଭାଗ ଅନୁମତି କ୍ରମେ ମଞ୍ଚାବନ୍ଧା ସଂରକ୍ଷିତ ଜଙ୍ଗଲରୁ ରୀତିନୀତି ଅନୁଯାୟୀ ଗଛକୁ ପୂଜାର୍ଚ୍ଚନା କରାଯାଇଛି। ୬ଜଣ…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ
ବାରିପଦା ଅଫିସ,୫।୨: ପାଗ ଅନୁକୂଳ ହେବାରୁ ଶନିବାର ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ ବର୍ଷା ପାଇଁ ଶୁକ୍ରବାର ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଥିଲା । ଜଙ୍ଗଲ ରାସ୍ତା କାଦୁଆ ହୋଇଯିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ…
ପରିଚୟ ହରାଇଲାଣି କୃଷ୍ଣସାଗର
କୁଆମରା,୫।୧(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଆମରା-ଚିଲିମା ଗ୍ରାମର ମଧ୍ୟସ୍ଥଳୀରେ ରାଜ ରାଜୁଡ଼ା ଅମଳରୁ ୪ ଏକର ବିଶିଷ୍ଟ କୃଷ୍ଣ ସାଗର ନାମରେ ଏକ ଜଳାଶୟ ରହିଛି। ଏହାର ଗଭୀର ପ୍ରାୟ ୨୦ ଫୁଟରୁ ଅଧିକ ହେବ। ଏହି ଜଳାଶୟରେ…
ଖୁବ୍ଶୀଘ୍ର କାର୍ଯ୍ୟକ୍ଷମ ହେବ ଅମର୍ଦ୍ଦା ଏୟାରଷ୍ଟ୍ରିପ୍
ବାରିପଦା ଅଫିସ,୫ା୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ସ୍ଥିତ ଅମର୍ଦ୍ଦା ଏୟାରଷ୍ଟିପ୍ ପୁନଃ କାର୍ଯ୍ୟକ୍ଷମ କରିବାକୁ ଭାରତୀୟ ବାୟୁ ଅଧିକାରୀଙ୍କ ସହ ମୟୂରଭଞ୍ଜ ଏମ୍ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ବର ଟୁଡୁ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟର…
ମୟୂରଭଞ୍ଜ ଜିଲାବାସୀ ପୁଣି ନିରାଶ
ବାରିପଦା ଅଫିସ,୪।୨ରେଳପଥର ବିକାଶ ନିମନ୍ତେ କେନ୍ଦ୍ର ବଜେଟରେ ମୟୂରଭଞ୍ଜ ଜିଲାବାସୀଙ୍କୁ ଉପହାସ କରାଯାଇଥିବା ଅଭିଯୋଗ ହୋଇଛି। ଦୀର୍ଘ ଦିନରୁ ହୋଇଆସୁଥିବା ଦାବି ପ୍ରତି ଗୁରୁତ୍ୱ ଦିଆଯାଇନାହିଁ। ଏଥର ମାତ୍ର ଏକ କୋଟି ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ ଜିଲା…
ପୁଣି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଶିମିଳିପାଳ
ବାରିପଦା ଅଫିସ,୪ା୨: ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାର ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ପ୍ରବଳ ବର୍ଷା ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଶିମିଳିପାଳ ବନ୍ଦ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ରହିଛି। ଏ…
ଏଥର କର ବା ମର ସ୍ଥିତି
ବାରିପଦା ଅଫିସ,୩ା୨: ପଶ୍ଚିମବଙ୍ଗ ସୀମାକୁ ଲାଗିଥିବା ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକରେ ନିର୍ବାଚନୀ ପ୍ରଚାର ଜୋର ଧରିଛି ା ୧୬ଟି ପଞ୍ଚାୟତକୁ ନେଇ ଗଠିତ ୫୩ ଓ ୫୪ ନମ୍ବର ଜିଲାପରିଷଦ ଜୋନ ଦ୍ୱୟ ମୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧୀନରେ…
ଭୋଟ ବର୍ଜନ କରିବେ ୭ଶହ ଭୋଟର
ବାରିପଦା ଅଫିସ,୩ା୨: ମୌଳିକ ସୁବିଧାରୁ ବଞ୍ଚିତ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ପୂର୍ଣ୍ଣଚନ୍ଦ୍ରପୁର ପଞ୍ଚାୟତ କମଳାଶୋଳ ଗ୍ରାମବାସୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ମଙ୍ଗଳବାର ଶତାଧିକ ମହିଳା ପୁରୁଷ ବାରିପଦା ସଦର…
Archives


