ମୟୂରଭଞ୍ଜ

ଭିଜିଲାନ୍ସ ଜାଲରେ କନଷ୍ଟେବଳ: ଦୀର୍ଘ ଦିନରୁ ଥିଲେ ସ୍କାନରରେ

ବାରିପଦା ଅଫିସ,୧୧।୧: ମୟୂରଭଞ୍ଜ ଜିଲାରେ କାର୍ଯ୍ୟରତ ପୋଲିସ କନଷ୍ଟେବଳଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। କନଷ୍ଟେବଳ ଜଣକ ହେଲେ ନୀହାର ରଞ୍ଜନ ଦଣ୍ଡପାଟ । ଆୟବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। କଟକ ଭିଜିଲାନ୍ସ…

ଗ୍ରାମବାସୀଙ୍କୁ ଦେଖି ହରିଣକୁ ଛାଡ଼ି ପଳାଇଲେ ଶିକାରୀ

ବାରିପଦା ଅଫିସ,୧୦।୧- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଚନ୍ଦନପୁର ଗ୍ରାମରୁ ସୋମବାର ଏକ ହରିଣ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୂର୍ବାହ୍ନରେ ଶିକାରୀମାନେ ଶିମିଳିପାଳ ଅଭୟାରଣ୍ୟରୁ ହରିଣକୁ ଶିକାର କରିବା ପାଇଁ ଗୋଡ଼ାଇଥିଲେ। ହରିଣଟି ବାଟବଣା ହୋଇ ଚନ୍ଦନପୁର ଗ୍ରାମର ଏକ…

ଅଳିଆଗଦାରେ ଜୀବିକା ଖୋଜା

ବାରିପଦା ଅଫିସ, ୧୦।୧: ରାଜା ରାଜୁଡ଼ା ଅମଳରୁ ଛଉନୃତ୍ୟକୁ ଆଦରି ଥିଲେ। ଭାରତର ବିଭିନ୍ନ ସ୍ଥାନରେ ଛଉନୃତ୍ୟ ବେଳେ ଢୋଲ ଓ ମହୁରି ବଜାଇ ବେଶ୍‌ ନାଁ କମାଇଥିଲେ। ୧୨ବର୍ଷ ବୟସରୁ ଛଉନୃତ୍ୟକୁ ନିଶା ଓ ପେସା ଭାବେ ଗ୍ରହଣ କରିଥିବା…

ବସ୍‌କୁ ଠେଲି ନେଲା ଦନ୍ତା

ବାରିପଦା ଅଫିସ,୯।୧- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଟିକପଦା ରାସ୍ତାରେ ରବିବାର ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଗୋଡ଼ାଇବା ସହ ଠେଲି ଠେଲି ୫୦ ମିଟର ଆଗକୁ ନେଇଯାଇଥିଲା। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବସ୍‌ଟିର ପଛପାର୍ଶ୍ୱ…

କୂଅରେ ଛୁଆ: ସାରା ରାତି ତାଣ୍ଡବ ରଚିଲେ ହାତୀପଲ

ବାରିପଦା ଅଫିସ,୯।୧: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜର ସୁରେଇଡିହି ଗ୍ରାମ ନିକଟସ୍ଥ ଚାକୁଣ୍ଡାପଦା ଅଞ୍ଚଳରେ ଥିବା ଏକ କୂଅ ଭିତରୁ ହାତୀଛୁଆକୁ ଅଗ୍ନିଶମ ଓ ବନବିଭାଗ ଉଦ୍ଧାର କରିଛି । ସୂଚନା ଅନୁଯାୟୀ, ଶନିବାର ରାତିରେ ଚାକୁଣ୍ଡାପଦା ଗ୍ରାମର ଏକ ଉନ୍ମୁକ୍ତ…

‘୫ ମାସରେ ଘାଟିର ସମ୍ପ୍ରସାରଣ ହେବ’

ବାଙ୍ଗିରିପୋଷି,୯।୧(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ରାସ୍ତାରେ ସଡକ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଏନେଇ ପଥଚାରୀ ମାନେ ନାହଁି ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ଅଭିଯୋଗ ଏବଂ ଆନ୍ଦୋଳନ କରୁଥିଲେ ମଧ୍ୟ ଅବସ୍ଥା…

‘ଶିମିଳିପାଳ ସୁରକ୍ଷା ସମସ୍ତଙ୍କ ଦାୟିତ୍ୱ’

ବାରିପଦା ଅଫିସ,୮।୧ ଶିମିଳିପାଳ ଅଭୟାରଣ୍ୟକୁ ବନାଗ୍ନିରୁ ମୁକ୍ତ କରିବା ନିମନ୍ତେ ସପ୍ତାହବ୍ୟାପୀ ଜନସଚେତନତା କାର୍ଯ୍ୟକ୍ରମ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଓ ମୟୂରଭଞ୍ଜ ବନବିଭାଗର ମିଳିତ ସହଯୋଗରେ ସ୍ଥାନୀୟ ଛଉ ପଡ଼ିଆରେ…

ରାସ୍ତା ଅବରୋଧ ପରେ ଚେତାପସିଲା

ଠାକୁରମୁଣ୍ଡା,୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝରଠାରେ ଧାନ ମଣ୍ଡି ଖୋଲିବା ଦାବିରେ ଶୁକ୍ରବାର ଚାଷୀମାନେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁଯାୟୀ, ଚମ୍ପାଝରଠାରେ ମଣ୍ଡି ଖୋଲିି ଧାନ କିଣିବାକୁ ଚାଷୀମାନେ ଜିଲାପାଳଙ୍କ ନିକଟରେ ଲିଖିତ ଦାବି କରିଥିଲେ। ମାତ୍ର ସେଠାରେ ଧାନ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ବାରିପଦା ଅଫିସ,୭ା୧ ମୟୂରଭଞ୍ଜ ଜିଲାର ସମସ୍ତ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡ଼ାନ୍ତ ଫଟୋ ଭୋଟର ତାଲିକା-୨୦୨୨ ପ୍ରକାଶିତ ହୋଇଛି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ବୈଠକରେ ଫଟୋ ଭୋଟର ତାଲିକା…

ଠକି ନେଲେ ୧୦ଲକ୍ଷ

ବାରିପଦା ଅଫିସ,୬।୧:  ଏକ କମ୍ପାନୀର ରିଟେଲର ହେବା ପାଇଁ ବାରିପଦା ୱାର୍ଡ ନଂ.୫ର ବିକାଶ ଚନ୍ଦ୍ର ଶାହା ୧୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଠକେଇର ଶିକାର ହୋଇଥିବା ଅଭିଯୋଗ କରିଛନ୍ତି। ଏନେଇ ମୟୂରଭଞ୍ଜ ଜିଲା ସାଇବର ଓ ଅର୍ଥନୈତିକ ଅପରାଧ ଥାନାରେ ବୁଧବାର ଏକ…

ପ୍ରଧାନଶିକ୍ଷକ ନିଯୁକ୍ତି ଦାବିରେ ତାଲା

ବାଙ୍ଗିରିପୋଷି,୪ ।୨(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ କାଳିଆମି ପ୍ରକଳ୍ପ ଉ.ପ୍ରା. ବିଦ୍ୟାଳୟରେ ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ପାଇଁ ଛାତ୍ରୀଛାତ୍ର ଓ ଗ୍ରାମବାସୀ ଦାବି କରିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି ନିର୍ଦ୍ଦେଶ ଦେଇ ଶିକ୍ଷା ବିଭାଗ…

ଆରମ୍ଭ ହେଲା ଧାନ କିଣା

ବାରିପଦା ଅଫିସ,୪ ।୨ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶନୁସାରେ ଚଳିତ ଖରିଫ ଋତୁରେ ମୟୂରଭଞ୍ଜ ଜିଲାରୁ ଧାନ କିଣା ଆରମ୍ଭ ହୋଇଛି। ଜିଲାର ଶାମାଖୁଣ୍ଟା ଲ୍ୟାମ୍ପସ୍‌ ଜରିଆରେ ପଞ୍ଜୀକୃତ ଚାଷୀମାନଙ୍କ ଠାରୁ ସୋମବାର ଧାନ କିଣାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri