୮ଦିନ ମଧ୍ୟରେ ଯୋଗାଣ ନ ହେଲେ ଆନ୍ଦୋଳନ
ବାରିପଦା ଅଫିସ, ୨୧।୪: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଧନପୁର ଗ୍ରାମରେ ପାନୀୟ ଜଳ ସଙ୍କଟକୁ ନେଇ ବୁଧବାର ଶତାଧିକ ମହିଳା ଗରା, ବାଲ୍ତି ଧରି ରାସ୍ତା ଅବରୋଧ କରିଛନ୍ତି ା ୮ଦିନ ମଧ୍ୟରେ ପ୍ରଶାସନ ପକ୍ଷରୁ ପିଇବା ପାଣି ଯୋଗାଇ…
ଦୁର୍ଘଟଣା ପରେ ପିଟି ମାରିଦେଲେ
ବାରିପଦା ଅଫିସ/ବାଙ୍ଗିରିପୋଷି,୨୦।୪(ଡି.ଏନ.ଏ.): ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁକୁ କେନ୍ଦ୍ରକରି ମଙ୍ଗଳବାର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଞ୍ଚଳରେ ଘଟିଛି ତୁମୁଳକାଣ୍ଡ। ଦୁର୍ଘଟଣା ଘଟାଇ ସ୍କର୍ପିଓ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ସେଥିରେ ବସିଥିବା କେନ୍ଦୁଝରସ୍ଥିତ ଏକ ମେଗା ଜଳସେଚନ ପ୍ରକଳ୍ପର…
ମେ’ ୨୦ରୁ ରବି ଧାନ କିଣା
ବାରିପଦା ଅଫିସ,୧୯।୪ ମୟୂରଭଞ୍ଜ ଜିଲାର ଚାଷୀଙ୍କଠାରୁ ଚଳିତ ୨୦୨୧-୨୨ବର୍ଷ ପାଇଁ ରବି ଧାନ କ୍ରୟ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ବାରିପଦା ପ୍ରୟାସ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଯୋଗାଣ, ଆର୍ଏମ୍ସି ଏବଂ ଡିଆର୍ସିଏସ୍…
ଗୋରୁ ବେପାରୀଙ୍କ ଉପରେ ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍: ୩ ମୃତ, ଜଣେ ଗୁରୁତର
ବିଶୋଇ,୧୮ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ. ଜାତୀୟ ରାଜପଥସ୍ଥିତ ନୂଆଗାଁ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋରୁ ନେଇ ଯାଉଥିବା ବେପାରୀଙ୍କ ଉପରେ ଟ୍ରକ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ…
୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ: ଜଣେ ଗିରଫ
ବିଶୋଇ,୧୭।୪ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ମଣଦା ବନାଞ୍ଚଳ ଅଧୀନରେ ଶନିବାର ୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ କରାଯାଇଥିବା ବେଳେ ଏହି ଘଟଣାରେ ସଂପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତ…
ପଥର ବାନ୍ଧି ମୃତଦେହ ଡ୍ୟାମ୍ରେ ଫିଙ୍ଗିବା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ
ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଦେବାନବାହାଳୀ ଗ୍ରାମର ରାମାୟା ସିଂ ନାମକ ବୃଦ୍ଧଙ୍କୁ ହତ୍ୟା କରି ମୃତଦେହକୁ ପଥର ବାନ୍ଧି ସୋନ ଡ୍ୟାମ୍ରେ ଫିଙ୍ଗିବା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…
ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ଦାବି ତେଜିଲା
ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା ବଡ଼ସାହି ଆଦର୍ଶ ବିଦ୍ୟାଳୟ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କର ଟର୍ମ-୨ପରୀକ୍ଷା ନିମନ୍ତେ ୧୨୦କି.ମି. ଦୂର ରାଇରଙ୍ଗପୁର ଠାରେ କେନ୍ଦ୍ର କରାଯିବାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ା ଏହାକୁ ନେଇ ଶନିବାର ଅଭିଭାବକମାନେ ବିଦ୍ୟାଳୟ…
ଚିତ୍ରକଳା ପ୍ରତିଯୋଗିତାରେ ବାରିପଦାର ମାନସ ଶ୍ରେଷ୍ଠ
ବାରିପଦା ଅଫିସ,୧୬।୪ ବିଶ୍ୱ କଳା ଦିବସ ଅବସରରେ ଅନ୍ଲାଇନ ଆର୍ଟ ସୋ ଉତ୍ସବର ୫ମ ଅନ୍ତର୍ଜାତୀୟ ‘ଧଉଳୀ ଅନ୍ଲାଇନ ଆର୍ଟ ଫେଷ୍ଟ-୨୦୨୨’ ପ୍ରଦର୍ଶନୀରେ ମୟୂରଭଞ୍ଜ ଜିଲାକୁ ସଫଳତା ମିଳିଛି। କୃତୀତ୍ୱ ଅର୍ଜନ କରିଥିବା ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରୁ ବାରିପଦାର ମାନସ ରଞ୍ଜନ…
ରଥ ପାଇଁ କାଠ ନାହିଁ
ବାରିପଦା ଅଫିସ,୧୬।୪ ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାର ଶ୍ରୀଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ କାଠ ମିଳୁନି। ଏନେଇ ରଥ ମହାପାତ୍ରଙ୍କ ସମେତ ନିୟୋଜିତ ଥିବା କାରିଗରମାନେ ଜିଲାପାଳଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଚଳିତ ବର୍ଷ…
ଆଜବେଷ୍ଟସ୍ କିଣିବାକୁ ଯାଇଥିଲେ, ମିଳିଲା ମୃତଦେହ
ବାରିପଦା ଅଫିସ,୧୫ା୪: ମୟୂରଭଞ୍ଜ ଜିଲା ଯଶୀପୁର ଥାନା ଝାଡ଼ବେଡ଼ା ଘାଗରାନାଳ ବନ୍ଧରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ଗେନ୍ତେଇସାହିର ଧନେଶ୍ୱର ଗୁୟିଆ। ଏହି ସଂକ୍ରାନ୍ତରେ ମୃତକଙ୍କ ସ୍ତ୍ରୀ ସୁବୁନୀ ଗୁୟିଆ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା…
ତାଲିମ ନେଲେ ୧୦୦ ଚାଷୀ
ବାରିପଦା ଅଫିସ,୧୫।୪ ମୟୂରଭଞ୍ଜ ଜିଲା ପଲ୍ଲୀଶ୍ରୀ ମେଳା ଆନୁକୂଲ୍ୟରେ ଜିଲା କୃଷି ଓ ଆନୁସଙ୍ଗିକ ବିଭାଗ ପକ୍ଷରୁ କୃଷି ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାର ୨୬ଟି ବ୍ଲକର ଚାଷୀଙ୍କୁ ଆତ୍ମା ଆନୁକୂଲ୍ୟରେ ତାଲିମ ଦିଆଯାଇଛି। ୧୦୦ ଚାଷୀ, ସ୍ବୟଂ…
ମହୁଲଫୁଲ ସଂଗ୍ରହ କରୁଥିବା ବେଳେ ପିଟିଲା ବାଇକ୍, ଚାଲିଗଲା ୨ ଜୀବନ
ଠାକୁରମୁଣ୍ଡା,୧୫ା୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ରାଇପଦା ଗ୍ରାମ ନିକଟରେ ଶୁକ୍ରବାର ସକାଳେ ରାସ୍ତା ପାର୍ଶ୍ୱରେ ଜଣେ ବୃଦ୍ଧଙ୍କୁ ଏକ ବାଇକ୍ ଧକ୍କା ଦେବାରୁ ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ବାଇକ୍ ଚାଳକଙ୍କ ମଧ୍ୟ ମୃତ୍ୟୁ ଘଟିଛି। ମୃତକ…

