ମୟୂରଭଞ୍ଜ

ପାଠ ଛାଡ଼ି ଦାଦନ ଯାଉଛନ୍ତି ଛାତ୍ରୀଛାତ୍ର

ବାରିପଦା ଅଫିସ, ୯ା୧୧-ବାରିପଦା ମ୍ୟୁନସିପାଲିଟି ଅଧୀନ ୯ନଂ. ୱାର୍ଡରେ ବସବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ଛାତ୍ରୀଛାତ୍ରମାନେ ସରକାରୀ ସୁବିଧାରୁ ବଞ୍ଚିିତ ହେଉଛନ୍ତି। ବାସସ୍ଥାନ ପ୍ରମାଣପତ୍ର ନ ଥିବାରୁ ଆଶ୍ରମ ବିଦ୍ୟାଳୟରେ ନାମ ଲେଖାଇ ନ ପାରି ସରକାରୀ ସ୍କୁଲରେ ପାଠପଢୁଛନ୍ତିା ଫଳରେ…

ରେଞ୍ଜର ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ଗିରଫ

କରଞ୍ଜିଆ,୭।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଦୁଧିଆଣି ରେଞ୍ଜର ସରୋଜ ପଣ୍ଡାଙ୍କୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ କରଞ୍ଜିଆ ବନଖଣ୍ଡ ଅଧିକାରୀ ତାଙ୍କୁ ନିଲମ୍ବନ କରାଯାଇଛି। ହାତୀ ଉପଦ୍ରବ ଜନିତ କ୍ଷୟକ୍ଷତିର ସହାୟତା ରାଶି ପ୍ରଦାନ କରିବାରେ ବିଳମ୍ବ ଯୋଗୁ…

ହାଟ ମଝିରେ ସତ୍କାର

ବିଶୋଇ, ୭।୧୧(ଡି.ଏନ.ଏ.): ଜମି ବିବାଦକୁ କେନ୍ଦ୍ର କରି ଅନ୍ତିମ ସଂସ୍କାର କରାଇ ନ ଦେବାରୁ ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତଦେହ ୨୪ ଘଣ୍ଟା ପଡ଼ିରହିଲା। ଶେଷରେ ପୋଲିସ ଫୋର୍ସ ଉପସ୍ଥିତିରେ ସାପ୍ତାହିକ ହାଟ ମଝିରେ ଶବସତ୍କାର କରାଯାଇଛି। ମୟୂରଭଞ୍ଜ ଜିଲା ବିଶୋଇ…

ଘରକୁ ଫେରିଲେ ଅପହୃତା ଦଶମ ଶ୍ରେଣୀ ଛାତ୍ରୀ

କୁଳିଅଣା,୩ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ଉକ୍ତ ନାବାଳିକାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ବେଳେ ଅପହରଣରେ ସମ୍ପୃକ୍ତ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଦଶମ ଶ୍ରେଣୀରେ…

ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୨।୧୧ ବର୍ଷା ଯୋଗୁ ଜୁନ୍‌ ୧୫ରୁ ବନ୍ଦ ଥିବା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ପ୍ରଥମ ଦିବସରେ ବାରିପଦାର ପିଠାବଟା ଓ ଯଶିପୁରର କାଳିଆଣି ତନଖି ଫାଟକ ଦେଇ ସକାଳ ୬ଟାରୁ ୯ଟା ମଧ୍ୟରେ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧ା୧୧: ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ପର୍ଯ୍ୟଟକମାନେ ସକାଳ ୬ରୁ ୯ଟା ମଧ୍ୟରେ ନିଜ ଗାଡ଼ି ଏବଂ ନାଁ ଠିକଣା ଗେଟ୍‌ରେ ଦାଖଲ କରିବେ। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ବାରିପଦା ପଟରୁ ପିଠାବଟା ଗେଟ୍‌ ଓ…

ଧାନକ୍ଷେତରେ ହାତୀପଲ

ବାରିପଦା ଅଫିସ/ଠାକୁରମୁଣ୍ଡା, ୩୧।୧୦ଡି.ଏନ.ଏ.)  ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନରେ ଥିବା ଦୁଧିଆଣୀ ଓ କରଞ୍ଜିଆ ରେଞ୍ଜରେ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି ଚଳାଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଆସିଥିବା ୫୮ଟି ହାତୀ ବିଭିନ୍ନ ଦଳରେ ବିଭକ୍ତ ହୋଇ ଫସଲ ନଷ୍ଟ କରିବା ସହିତ…

ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବାରୁ…

ବାଙ୍ଗିରିପୋଷି,୨୮।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶିମିଳାରେ ଏକ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ପାଇଁ ବଚସାକୁ କେନ୍ଦ୍ରକରି ନିଜ କକାଙ୍କୁ ହାଣି ହତ୍ୟା କରିଛନ୍ତି ପୁତୁରା। ପୋଲିସ ଗୁରୁବାର ଏକ ହତ୍ୟା ମାମଲା (ନଂ.୨୫୨/୨୧) ରୁଜୁ କରି ପୁତୁରା…

ନାବାଳିକାଙ୍କୁ ଅପହରଣ

ବୈଶିଙ୍ଗା,୨୭ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳର ଜନୈକା ୧୭ ବର୍ଷୀୟା ନାବାଳିକା ଗ୍ରାମ ପୋଖରୀକୁ ପାଣି ଆଣିବାକୁ ଯାଇ ଘରକୁ ଫେରିନାହାନ୍ତି। ପରିବାର ଲୋକେ ବହୁ ଖୋଜାଖୋଜି ପରେ ନିରାଶ ହୋଇ ତାଙ୍କୁ କେହି ଅପହରଣ କରି ନେଇଥିବା ଥାନାରେ…

ନାଳ ପାର୍‌ ହେଉଥିବା ବେଳେ ବୁଡ଼ିଗଲେ

ଠାକୁରମୁଣ୍ଡା,୨୪।୧୦(ଡି.ଏନ.ଏ.): ନାଳ ପାର୍‌ ହେଉଥିବା ବେଳେ ଜଣେ ବ୍ୟକ୍ତି ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ମୃତକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମ୍ପାଝର ପଞ୍ଚାୟତ କିରିକିଚିପାଳ ଗ୍ରାମର ଦାମୁ ବିନ୍ଧାଣି। ସୂଚନା ଅନୁଯାୟୀ, ସେ କୌଣସି କାମରେ ଶନିବାର ରାତି…

୨୫ରେ ମୟୂରଭଞ୍ଜ ବନ୍ଦ

ବାରିପଦା ଅଫିସ,୨୪।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରିପଦା ଗସ୍ତ ସମୟରେ ଶୁକ୍ରବାର ଭାଜପା କର୍ମୀମାନଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଭାଜପା ପକ୍ଷରୁ ସୋମବାର ୧୨ ଘଣ୍ଟିଆ ଜିଲା ବନ୍ଦ ଡାକରା ଦିଆଯାଇଛି। ଜିଲା ଭାଜପା (ପୂର୍ବ) ସଭାପତି…

ମୟୂରଭଞ୍ଜରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୨୨।୧୦: ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କରିଛନ୍ତି। ସହିଦ ସ୍ମୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବଣ୍ଟନ କରିଛନ୍ତି। ଏଥିସହ ୨ ହଜାର କୋଟିର ପ୍ରକଳ୍ପ ଆରମ୍ଭ କରିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri