ମୟୂରଭଞ୍ଜ

ଭୁଶୁଡ଼ି ପଡିଲା ଜମ୍ଭୀରା ଡ୍ୟାମ୍‌ର ମୁଖ୍ୟ କେନାଲ

ବାରିପଦା ଅଫିସ,୫।୪: ମୟୂରଭଞ୍ଜ ଜିଲା ଶୁଲିଆପଦା ବ୍ଲକ ଦେଉଳିସ୍ଥିତ ଜମ୍ଭୀରା ଡ୍ୟାମର ମୁଖ୍ୟ କେନାଲର ଖଇକିଆଠାରେ ୩୦ଫୁଟର ଘାଇ ସୃଷ୍ଟି ହୋଇଛି। ସୋମବାର ବିଳମ୍ବିତ ରାତିରେ କେନାଲର ଉକ୍ତ ପାର୍ଶ୍ୱଟି ଧସି ପଡିବାରୁ କେନାଲରୁ ପାଣି ବାହାରି ୫ରୁ ୧୦ଫୁଟ ଉଚ୍ଚରେ…

ଜଙ୍ଗଲରେ ନିଅଆଁ : ଗାଁ ମୁହାଁ ହରିଣପଲ

ଠାକୁରମୁଣ୍ଡା,୨।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳ ନିହଣଗଣ୍ଡି ଗ୍ରାମ ଭିତରକୁ ଶନିବାର ସକାଳେ ହରିଣପଲ ପଶି ଆସିଥିଲେ। ସେଥିମଧ୍ୟରୁ ଗୋଟିଏ ହରିଣକୁ ଗ୍ରାମବାସୀ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି। ଜଙ୍ଗଲରେ ନିଆଁ ଲାଗିବାର ୁ…

ଅସ୍ଥାୟୀ ପୋଲରେ ବାଲି ଚାଲାଣ

ବାରିପଦା ଅଫିସ,୨ ।୪ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ଦ୍ରବ୍ୟର ଚୋରା ଚାଲାଣ ଓ ନିୟମ ଉଲ୍ଲଂଘନକୁ ନେଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟ)ରେ ମାମଲା ରୁଜୁ ହୋଇଛି। ଏହା ସତ୍ତ୍ୱେ ଜିଲା ପ୍ରଶାସନର ଚେତା ପଶୁନି। ବେଆଇନ ପୋଲ ନିର୍ମାଣ କରି…

ୟୁନିଭର୍ସାଲ ୱାଲର୍‌ଡ ରେକଡର୍‌ସରେ ଶ୍ରେୟାଂଶୀ

ବିଶୋଇ,୨ା୪(ଡି.ଏନ.ଏ.): ମାତ୍ର ୨ ବର୍ଷ ୭ ମାସ ବୟସରେ ପ୍ରଥମେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସଓ ୩ ବର୍ଷ ବୟସରେ ଇଣ୍ଟରନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇବା ପରେ ଚଳିତ ୨୦୨୨ ବର୍ଷରେ ପୁଣି ଥରେ ୟୁନିଭର୍ସାଲ ୱାଲର୍‌ଡ ରେକର୍ଡସରେ…

ରାସ୍ତାରୋକୋ ପରେ ଆଲୁଅ ଜଳିଲା

ବାରିପଦା ଅଫିସ,୩୧।୩: ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଉପଭୋକ୍ତାଙ୍କୁ ବାର୍ଷିକ ବିଦ୍ୟୁତ୍‌ ବିଲ୍‌ ପ୍ରଦାନରେ ବିଳମ୍ବ କରାଯିବା ଓ ବିଲ୍‌ ପୈଠ ନ କରିବାରୁ ବିଭାଗ ପକ୍ଷରୁ ସେମାନଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଥିଲା। ଏହାର ପ୍ରତିବାଦରେ ବୁଧବାର ଶତାଧିକ…

ଢୁଢୁଆ ବାରୁଣୀ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ

ଖୁଣ୍ଟା/କୁଆମରା,୩୧।୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଖୁଣ୍ଟା ନିକଟ ବାଲିଡ଼ିହା ଗ୍ରାମ ଦେଇ ପ୍ରବାହିତ ଗଙ୍ଗାହାର ନଦୀ କୂଳରେ ଥିବା ବାବା ଢୁଢେଶ୍ବର ମହାଦେବଙ୍କ ପୀଠରେ ମହାବାରୁଣୀ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଯାତ୍ରାରେ ଜିଲା, ଜିଲା…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟାଙ୍ଗିଆ, ଧନୁତୀରରେ ଆକ୍ରମଣ; ଜଣେ ଗୁରୁତର

ଠାକୁରମୁଣ୍ଡା,୩୦ା୩(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କ ଟାଙ୍ଗିଆ ଓ ଧନୁତୀର ଆକ୍ରମଣରେ ଜଣେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ଜମିଜମା ବିବାଦକୁ ନେଇ ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଧାତିକିଡିହା ଗ୍ରାମର…

ନିଶା ନିବାରଣ କେନ୍ଦ୍ରକୁ ନେବା ବାଟରେ ଯୁବକଙ୍କୁ ହତ୍ୟା

ବାରିପଦା ଅଫିସ,୩୦।୩: ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଏକ ଜଙ୍ଗଲରୁ ଜନୈକ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଅଭିଯୁକ୍ତମାନେ ଉକ୍ତ ଯୁବକଙ୍କୁ ନିଶା ନିବାରଣ କେନ୍ଦ୍ରକୁ ନେଉଥିବା ବେଳେ ବାଟରେ ହତ୍ୟା କରି ତଥ୍ୟ…

ଶିମିଳିପାଳରେ ନିଆଁ ଲଗାଇ ୫ ଗିରଫ

ବାରିପଦା ଅଫିସ/ବାଙ୍ଗିରିପୋଷି,୩୦।୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉତ୍ତର ଶିମିଳିପାଳ ଅଭୟାରଣ୍ୟର ନଅଁଣା ରେଞ୍ଜରେ ଶିକାର ଉଦ୍ଦେଶ୍ୟରେ ନିଆଁ ଲଗାଉଥିବା ୫ଶିକାରୀଙ୍କୁ ବନବିଭାଗ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜାମଦା ଥାନା ଅଁଳାବେଣା ଗ୍ରାମର ରାମା ସିଂ, ବାଙ୍ଗରିପୋଷି ଥାନା…

ଜଳୁଛି ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ, ୨୮।୩: ଶିମିଳିପାଳ ଅଭୟାରଣ୍ୟରେ ନିଆଁ । ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟର ଗୁରୁଗୁଡ଼ିଆ ଏବଂ ତାଳବନ୍ଧ ରେଞ୍ଜର ଚାରିଟି ଜାଗାରେ ନିଆଁ ଲାଗିଛି। ତେବେ ନିଆଁ କିଭଳି ଲାଗିଲା ସେନେଇ ତଦନ୍ତ ଚାଲିଛି। ବିଭାଗ ପକ୍ଷରୁ ଚଳିତ ବର୍ଷ…

ଜମୁଛି ପ୍ରଚାର,ଚାଲିଛି ଅଙ୍କକଷା

ବାରିପଦା ଅଫିସ,୨୨ ।୩ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ନିର୍ବାଚନ ଲାଗି ସହର ଦୁଲୁକୁଛି। ପ୍ରାର୍ଥୀଙ୍କ ମାରାଥନ ପ୍ରଚାର ଜମୁଥିବା ବେଳେ ହାରଜିତ୍‌କୁ ନେଇ ଜୋରସୋର ଅଙ୍କକଷା ଚାଲିଛି। ସହରର କୋଣ ଅନୁକୋଣରେ ପୋଷ୍ଟର ଓ ହୋଡିଂରେ ପ୍ରାର୍ଥୀମାନଙ୍କ ଭୋଟ…

ବରଯାତ୍ରୀ ହୋଇ ଆସୁଥିଲେ,ବାଇକ୍‌ ଧକ୍କାରେ ଚାଲିଗଲା ଜୀବନ

ଠାକୁରମୁଣ୍ଡା,୧୯।୩ (ଡି.ଏନ୍‌.ଏ.): ବରଯାତ୍ରୀ ହୋଇ ଆସୁଥିଲେ। ହେଲେ ଦୁର୍ଘଟଣାରେ ଚାଲିଗଲା ଜୀବନ। ଶନିବାର ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ବାଲିପୋଷୀ ଗ୍ରାମ ନିକଟରେ। ମୃତକ ହେଲେ ଜିଲାର ଭଣ୍ଡା ନିକଟ ରରୁଆଁଗୁଡ଼ା ଗ୍ରାମର ବହ୍ଲବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?