ଶିମିଳିପାଳରେ ବାଘ ଗଣନା ଆରମ୍ଭ
ବାରିପଦା ଅଫିସ,୨୭।୧୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଶୁକ୍ରବାରଠାରୁ ବାଘ ଗଣନା ଆରମ୍ଭ ହୋଇଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଏମ୍ ଜଗଜୟାନନ୍ଦଙ୍କ ନେତୃତ୍ୱରେ ଉତ୍ତର ଓ ଦକ୍ଷିଣ ଡିଭିଜନରେ ଥିବା ରେଞ୍ଜ ଅଫିସରମାନେ ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି।…
ବ୍ୟବସାୟୀଙ୍କ ଠାରୁ ଦୁର୍ବୃତ୍ତ ଲୁଟି ନେଲେ ଅଢେଇ ଲକ୍ଷ
ବାରିପଦା ଅଫିସ,୨୬ା୧୧: ମୟୂରଭଞ୍ଜ ଜିଲା ବେତନଟୀ ବଜାରରୁ ବ୍ୟବସାୟୀଙ୍କ ନିକଟରୁ ଗୁରୁବାର ଅପରାହ୍ନରେ ଦୁଇ ଦୁର୍ବୃତ୍ତ ଅଢେଇଲକ୍ଷ ଟଙ୍କା ନେଇଯାଇଛନ୍ତି। ୪୬ବର୍ଷୀୟ ବ୍ୟବସାୟୀ ଘନଶ୍ୟାମ ଖଣ୍ଡେଲୱାଲ ନିଜର ସ୍କୁଟିରେ ବେତନଟୀ ଏସବିଆଇ ଶାଖାରୁ ଏକଲକ୍ଷ ଟଙ୍କା ଏବଂ ବ୍ୟାଙ୍କ ଅଫ ଇଣ୍ଡିଆ…
ଅଫିସରୁ ଘରକୁ ଫେରି ନ ଥିଲେ ଭିଏଡବ୍ଲ୍ୟୁ, ଆଜି ରାସ୍ତାପାର୍ଶ୍ୱରୁ ମିଳିଲା ମୃତଦେହ
ବାରିପଦା ଅଫିସ,୨୬ା୧୧: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ନିଶ୍ଚିନ୍ତା ପଞ୍ଚାୟତ ଭୋଳାଗଡ଼ିଆ ଗାଁ ପାଖ ଗୋଟିଏ ଖାଲ ଭିତରୁ ଶୁକ୍ରବାର ସକାଳୁ ଏକ ମୃତଦେହକୁ ପୋଲିସ ଜବତ କରିଛି। ମୃତ ବ୍ୟକ୍ତି ଜଣକ ବ୍ରାହ୍ମଣ ଗାଁର ଭିଏଡବ୍ଲ୍ୟୁ ଅର୍ଥାତ୍ ଗ୍ରାମ୍ୟ…
ପଥର ଖୋଦେଇର ଗାଁ
ବାରିପଦା ଅଫିସ,୨୬।୧୧- ରାତି ପାହିଲେ ନିହାଣ ଶବ୍ଦରେ ଗୁଞ୍ଜରିତ ହୋଇଉଠେ ଆଖପାଖ ଅଞ୍ଚଳ। ମୁଗୁନିପଥରକୁ ଖୋଦେଇ କରି ଜୀବନ୍ତ କରିଥାନ୍ତି କାରିଗରମାନେ। ମୟୂରଭଞ୍ଜ ଜିଲା ଶୁକୃଳି ବ୍ଲକ ଅର୍ଜୁନବିଲା ପଞ୍ଚାୟତ ଅନ୍ତର୍ଗତ କେଶନା ଗ୍ରାମ ଏହି ସୁନ୍ଦର କାରୁକାର୍ଯ୍ୟ ପାଇଁ ଜିଲା…
ଘରଲୋକ ଯାଇଥିଲେ ଧାନ କାଟିବାକୁ , ରଶି ଲଗାଇ ଝୁଲିପଡ଼ିଲେ ଭଉଣୀଭାଇ
ବାରିପଦା ଅଫିସ,୨୫।୧୧: ମୟୂରଭଞ୍ଜ ଜିଲା ବାରିପଦା ସଦରବ୍ଲକ ଅଧୀନ ଧାନଶୋଳ ଉପକଣ୍ଠ ଲୋଧାସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ସକାଳେ ଲୋଧାସାହିର ଦୁଇ ନାବାଳକ ସମ୍ପର୍କୀୟ ଭାଇଭଉଣୀଙ୍କ ଝୁଲନ୍ତା ମୃତଦେହ ଠାବ ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି…
କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାରିପଦା ଅଫିସ,୨୫।୧୧: ମୟୂରଭଞ୍ଜ ଜିଲା ବାରିପଦା ଆଇଟିଡିଏ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ସନ୍ତୋଷ ଦାସଙ୍କ ଭଡ଼ାଘର ସହିତ ୧୦ଟି ଟିମ୍ ୧୦ଟି ସ୍ଥାନରେ ଏହି ଚଡ଼ାଉ…
ଜମି ଚିହ୍ନଟ ପରେ ବି ନିର୍ମାଣ ହେଉନି ବସ୍ଷ୍ଟାଣ୍ଡ
ବାରିପଦା ଅଫିସ,୨୧।୧୧- ପ୍ରମୁଖ ମୌଳିକ ସମସ୍ୟା ପ୍ରତି ଦୃଷ୍ଟି ଦିଆଯାଉ ନ ଥିବାରୁ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ୪୪ବର୍ଷର ପୁରୁଣା ବସ୍ଷ୍ଟାଣ୍ଡ ଅବହେଳିତ ଅବସ୍ଥାରେ ପଡ଼ି ରହିଛି। ଦୀର୍ଘଦିନ ହେଲା ଏହାକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଦାବି ହୋଇଆସୁଥିଲେ ମଧ୍ୟ…
ଗର୍ଭବତୀ ସ୍ତ୍ରୀଙ୍କୁ ହାଣିଦେଲେ କୁରାଢ଼ିରେ
ବାରିପଦା ଅଫିସ,୨୦ା୧୧-ମୟୂରଭଞ୍ଜ ଜିଲା ବେତନଟୀ ଥାନା କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧୀନ ଜଗନ୍ନାଥପୁର ଗ୍ରାମରେ ଜଣେ ୮ ମାସର ଗର୍ଭବତୀ ସ୍ତ୍ରୀଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଛନ୍ତି। ହତ୍ୟାକାଣ୍ଡ ପରେ ଫେରାର ଥିବା ସ୍ବାମୀ ମାଖନ ପୂର୍ତ୍ତିଙ୍କୁ ପୋଲିସ ଶନିବାର ଅପରାହ୍ନରେ ସ୍ଥାନୀୟ…
ରେଳ ସଂଗ୍ରହାଳୟ ଲୋକାର୍ପିତ
ବାରିପଦା ଅଫିସ,୧୮।୧୧: ମୟୂରଭଞ୍ଜ ଜିଲା ବାରିପଦାଠାରେ ବହୁ ପ୍ରତୀକ୍ଷିତ ଐତିହ୍ୟ ରେଳ ସଂଗ୍ରହାଳୟ ବୁଧବାର ଲୋକାର୍ପିତ ହୋଇଛି। ଦକ୍ଷିଣପୂର୍ବ ରେଲଓ୍ବେ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ଇଂ.ବିଶ୍ୱେଶ୍ୱର ଟୁଡୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି…
ଅନିର୍ଦ୍ଦିଷ୍ଟ କାଳ ପାଇଁ ଶିମିଳିପାଳ ବନ୍ଦ
ବାରିପଦା ଅଫିସ,୧୫ା୧୧: ଚଳିତମାସ ୧ ତାରିଖରୁ ଖୋଲିଥିବା ଶିମିଳିପାଳକୁ ପୁଣି ଥରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦିଆଯାଇଛି। ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ ସକାଳୁ ଘନ କୁହୁଡ଼ି ହେଉଛି। ଫଳରେ କିଛି ଦୃଶ୍ୟମାନ ହେଉନି।…
ଧାର, କରଜର ଫସଲ ଧୋଇଗଲା
ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ ୩ ଦିନ ଧରି ଲଗାଣ ବର୍ଷାରେ ପ୍ରାୟ ଉଜୁଡ଼ିଯାଇଛି। ଏହାଦ୍ୱାରା ଋଣ ଶୁଝିବା…
ଭାଇ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍
ବାରିପଦା ଅଫିସ,୧୩।୧୧: ମୟୂରଭଞ୍ଜ ଜିଲା ବାରିପଦା ଅତିରିକ୍ତ ଜିଲା ଦୌରା ଜଜ୍(୧)କୋର୍ଟରେ ଶୁକ୍ରବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ଚୌଧୁରୀ ପ୍ରବୀର କୁମାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି । ଏହା…
Archives


