ଛାତ୍ରବାସରେ ୨ଛାତ୍ର କରୋନା ପଜିଟିଭ୍
ଖୁଣ୍ଟା,୧୨।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଅଞ୍ଚଳର ଏକ ହାଇସ୍କୁଲରେ ଅଧ୍ୟୟନରତ ୨ଛାତ୍ର କୋରନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଉକ୍ତ ହାଇସ୍କୁଲ ପରିସର ଛାତ୍ରାବାସରେ ରହି ୮ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ର ଦ୍ୱୟଙ୍କ ଦେହ ଅସୁସ୍ଥ ହେବାରୁ ସେମାନଙ୍କୁ ବିଦ୍ୟାଳୟ ପକ୍ଷରୁ…
ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟିନେଲେ
ବାରିପଦା ଅଫିସ/ବୈଶିଙ୍ଗା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବଡ଼ସାହି-ମାଣତ୍ରୀ ରାସ୍ତାର ମାଳହାତୀଠାରେ ଥିବା ଇଣ୍ଡିଆନ ଅଏଲ୍ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ କିଛି ଦୃର୍ବୃତ୍ତ ବନ୍ଧୁକ ଦେଖାଇ ୭ହଜାର ଟଙ୍କା ଲୁଟି ନେଇଛନ୍ତି ା ଏହି ସଂକ୍ରାନ୍ତରେ ପେଟ୍ରୋଲ ପମ୍ପର ମାଲିକ ବୈଶିଙ୍ଗା ଥାନାରେ ଲିଖିତ…
କୂଅରୁ ମିଳିଲା ପ୍ରଥମ ସ୍ତ୍ରୀଙ୍କ ମୃତଦେହ: ସ୍ବାମୀଙ୍କ ସହ ଦ୍ୱିତୀୟ ସ୍ତ୍ରୀ ଅଟକ
ବାରିପଦା ଅଫିସ,୧୧।୧୧: ବାରିପଦା ସଦର ଥାନା ପୋଲିସ ବୁଧବାର ଚନ୍ଦନପୁର ପଞ୍ଚାୟତ ଅଧୀନ ବୈଦ୍ୟପୁର ଗ୍ରାମର ଏକ କୂଅରୁ ଜନୈକା ମହିଳାଙ୍କ ଗଳିତ ମୃତଦେହ ଜବତ କରିଛି। ମହିଳା ଜଣକ ହେଲେ ମୁନସୀ ମାରାଣ୍ଡିଙ୍କ ସ୍ତ୍ରୀ କରମୀ(୪୫)। ଏ ସଂକ୍ରାନ୍ତରେ କରମୀଙ୍କ…
ପୋଲିସ ଉପରକୁ ଅଣ୍ଡାମାଡ଼
ବାରିପଦା ଅଫିସ,୧୧।୧୧: ମୟୂରଭଞ୍ଜ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବୁଧବାର ବାରିପଦା ସ୍ଥିତ ଏସ୍ପି ଅଫିସ ଘେରାଉ ସମୟରେ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀମାନେ ପୋଲିସ ଉପରକୁ ଅଣ୍ଡାମାଡ଼ କରିଥିବା ବେଳେ ଠେଲାପେଲାରେ ୨ଜଣ କର୍ମୀ ଆହତ ହୋଇଛନ୍ତି।…
ସାନ ଭାଇଙ୍କୁ କୁରାଢ଼ିରେ ହାଣିଦେଲେ
ଠାକୁରମୁଣ୍ଡା,୯।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ତାଳପଦା ପଞ୍ଚାୟତ ସରାସପୋଷୀ ଗ୍ରାମରେ ମଙ୍ଗଳବାର ବଡ଼ ଭାଇର କୁରାଢ଼ି ଚୋଟରେ ସାନ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲକ୍ଷ୍ମୀଧର ନାଏକ(୫୦)। ଅଭିଯୁକ୍ତ କକା ପୁଅ ଭାଇ କୃଷ୍ଣ ନାଏକ ଫେରାର…
ପାଠ ଛାଡ଼ି ଦାଦନ ଯାଉଛନ୍ତି ଛାତ୍ରୀଛାତ୍ର
ବାରିପଦା ଅଫିସ, ୯ା୧୧-ବାରିପଦା ମ୍ୟୁନସିପାଲିଟି ଅଧୀନ ୯ନଂ. ୱାର୍ଡରେ ବସବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ଛାତ୍ରୀଛାତ୍ରମାନେ ସରକାରୀ ସୁବିଧାରୁ ବଞ୍ଚିିତ ହେଉଛନ୍ତି। ବାସସ୍ଥାନ ପ୍ରମାଣପତ୍ର ନ ଥିବାରୁ ଆଶ୍ରମ ବିଦ୍ୟାଳୟରେ ନାମ ଲେଖାଇ ନ ପାରି ସରକାରୀ ସ୍କୁଲରେ ପାଠପଢୁଛନ୍ତିା ଫଳରେ…
ରେଞ୍ଜର ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ଗିରଫ
କରଞ୍ଜିଆ,୭।୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଦୁଧିଆଣି ରେଞ୍ଜର ସରୋଜ ପଣ୍ଡାଙ୍କୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ କରଞ୍ଜିଆ ବନଖଣ୍ଡ ଅଧିକାରୀ ତାଙ୍କୁ ନିଲମ୍ବନ କରାଯାଇଛି। ହାତୀ ଉପଦ୍ରବ ଜନିତ କ୍ଷୟକ୍ଷତିର ସହାୟତା ରାଶି ପ୍ରଦାନ କରିବାରେ ବିଳମ୍ବ ଯୋଗୁ…
ହାଟ ମଝିରେ ସତ୍କାର
ବିଶୋଇ, ୭।୧୧(ଡି.ଏନ.ଏ.): ଜମି ବିବାଦକୁ କେନ୍ଦ୍ର କରି ଅନ୍ତିମ ସଂସ୍କାର କରାଇ ନ ଦେବାରୁ ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତଦେହ ୨୪ ଘଣ୍ଟା ପଡ଼ିରହିଲା। ଶେଷରେ ପୋଲିସ ଫୋର୍ସ ଉପସ୍ଥିତିରେ ସାପ୍ତାହିକ ହାଟ ମଝିରେ ଶବସତ୍କାର କରାଯାଇଛି। ମୟୂରଭଞ୍ଜ ଜିଲା ବିଶୋଇ…
ଘରକୁ ଫେରିଲେ ଅପହୃତା ଦଶମ ଶ୍ରେଣୀ ଛାତ୍ରୀ
କୁଳିଅଣା,୩ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ଉକ୍ତ ନାବାଳିକାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ବେଳେ ଅପହରଣରେ ସମ୍ପୃକ୍ତ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଦଶମ ଶ୍ରେଣୀରେ…
ଖୋଲିଲା ଶିମିଳିପାଳ
ବାରିପଦା ଅଫିସ,୨।୧୧ ବର୍ଷା ଯୋଗୁ ଜୁନ୍ ୧୫ରୁ ବନ୍ଦ ଥିବା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ପ୍ରଥମ ଦିବସରେ ବାରିପଦାର ପିଠାବଟା ଓ ଯଶିପୁରର କାଳିଆଣି ତନଖି ଫାଟକ ଦେଇ ସକାଳ ୬ଟାରୁ ୯ଟା ମଧ୍ୟରେ…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ
ବାରିପଦା ଅଫିସ,୧ା୧୧: ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ପର୍ଯ୍ୟଟକମାନେ ସକାଳ ୬ରୁ ୯ଟା ମଧ୍ୟରେ ନିଜ ଗାଡ଼ି ଏବଂ ନାଁ ଠିକଣା ଗେଟ୍ରେ ଦାଖଲ କରିବେ। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ବାରିପଦା ପଟରୁ ପିଠାବଟା ଗେଟ୍ ଓ…
ଧାନକ୍ଷେତରେ ହାତୀପଲ
ବାରିପଦା ଅଫିସ/ଠାକୁରମୁଣ୍ଡା, ୩୧।୧୦ଡି.ଏନ.ଏ.) ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନରେ ଥିବା ଦୁଧିଆଣୀ ଓ କରଞ୍ଜିଆ ରେଞ୍ଜରେ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି ଚଳାଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଆସିଥିବା ୫୮ଟି ହାତୀ ବିଭିନ୍ନ ଦଳରେ ବିଭକ୍ତ ହୋଇ ଫସଲ ନଷ୍ଟ କରିବା ସହିତ…
Archives


