ମୟୂରଭଞ୍ଜ

କଟକଣାରେ ଦୀପ ଜାଳିଲେ

ବାରିପଦା ଅଫିସ/ବାଙ୍ଗିରିପୋଷି/ କୁଆମରା/ ରାଇରଙ୍ଗପୁର, ୨।୩(ଡି.ଏନ.ଏ.) ମୟୂରଭଞ୍ଜ ଜିଲାର ବିଭିନ୍ନ ଶୈବ ପୀଠରେ କୋଭିଡ୍‌ କଟକଣାରେ ମହାଶିବରାତ୍ରୀ ପାଳିତ ହୋଇଯାଇଛି। କୋଭିଡ୍‌ କଟକଣାରେ ଶ୍ରଦ୍ଧାଳୁମାନେ ଶିବ ଦର୍ଶନ କରିବା ସହ ଜାଗର ଦୀପ ଜାଳିଥିଲେ। ବାଙ୍ଗିରିପୋଷି ବ୍ଲକର ବିଭିନ୍ନ ଶୈବପୀଠରେ ମଙ୍ଗଳବାର…

ଆଶାୟୀଙ୍କ ସଂଖ୍ୟା ବଢ଼ୁଛ

ବାରିପଦା ଅଫିସ,୨।୩ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ମୟୂରଭଞ୍ଜ ଜିଲା ପରିଷଦ ଗଠନକୁ ନେଇ ଚର୍ଚ୍ଚା ଜୋର ଧାରିଲାଣି। ଏହି ଜିଲାରେ ବିଜେଡି ଏକ ତରଫା ବିଜୟ ହାସଲ କରିଛି। ମୋଟ ୫୬ ଆସନ…

ଖାତା ଖୋଲିପାରିଲାନି ଭାଜପା

ବାରିପଦା ଅଫିସ,୨୮ା୨: ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମୟୂରଭଞ୍ଜ ଜିଲାର ମୋଟ ୫୬ ଜିଲା ପରିଷଦ ଜୋନ୍‌ ମଧ୍ୟରୁ ୪୯ଟି ହାସଲ କରି ରାଜ୍ୟରେ ଚହଳ ପକାଇଥିବା ଭାଜପା ଚଳିତ ନିର୍ବାଚନରେ ଖାତା ଖୋଲିପାରି ନାହିଁ। ଦ୍ୱିତୀୟ ଦିନ ଗଣତି ସୁଦ୍ଧା…

ଭାଜପା ଗଡ଼ରେ ଶଙ୍ଖନାଦ

ବାରିପଦା ଅଫିସ,୨୭।୨: ମୟୂରଭଞ୍ଜ ଜିଲାର ୫୬ ଜିଲା ପରିଷଦ ଆସନ ମଧ୍ୟରୁ ଶନିବାର ପ୍ରଥମ ଦିନରେ ୨୬ଟି ଜୋନ୍‌ର ଭୋଟ ଗଣତି ହୋଇଛି। ଏଥିମଧ୍ୟରୁ ୨୫ଟିରେ ବିଜେଡି ଓ ଗୋଟିଏରେ ଜେଏମ୍‌ଏମ୍‌ ପ୍ରାର୍ଥୀ ଆଗୁଆ ରହିଛନ୍ତି। ୨୦୧୭ ନିର୍ବାଚନରେ ମୋଟ ୪୯…

ଆସନ୍ନ ପ୍ରସବାଙ୍କୁ ମିଳିଲା ସାହାରା

ବାରିପଦା ଅଫିସ,୨୬ ।୨ ନିରାପଦ ପ୍ରସବ ନିମନ୍ତେ ଅର୍ଥ ସଞ୍ଚୟ ପାଇଁ ଟ୍ରଲି ଟାଣୁଥିବା ଆସନ୍ନ ପ୍ରସବା ଲକ୍ଷ୍ମୀପ୍ରିୟା ଦାସଙ୍କୁ ମିଳିଛି ସାହାରା। ଏ ନେଇ ଧରିତ୍ରୀରେ ‘ଟ୍ରଲି ଟାଣୁଛନ୍ତି ଆସନ୍ନ ପ୍ରସବା’ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

ମାଟି ଦୀପ ବେପାର ମାନ୍ଦା

ବାରିପଦା ଅଫିସ,୨୬ ।୨ କୌଳିକ ବୃତ୍ତିିକୁ ଆପଣାଇ ପରିବାର ଭରଣ ପୋଷଣ କରୁଥିବା କୁମ୍ଭକାର ପରିବାର ଏବେ ଚିନ୍ତାରେ। ଏହି କାରିଗରଙ୍କ ପ୍ରତି ସରକାରୀ ଅଧିକାରୀମାନେ ଅବହେଳା କରୁଥିବାରୁ ସେମାନେ ଦୁର୍ଦ୍ଦିନରେ କାଳ କାଟୁଛନ୍ତି। କରୋନା କଟକଣା ପାଇଁ ଦୁଇ ବର୍ଷ…

ଫେରିବା ଅପେକ୍ଷାରେ ୫ ଛାତ୍ର

ଚମ୍ପୁଆ/ପାଟଣା/ଯୋଡ଼ା/ବାରିପଦା ଅଫିସ,୨୬।୨(ଡି.ଏନ୍‌.ଏ./ସ୍ବ.ପ୍ର.)କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ୫ ଡାକ୍ତରୀ ଛାତ୍ର ୟୁକ୍ରେନରେ ଫସି ରହିଛନ୍ତି। ସ୍ବଦେଶ ଫେରାଇ ଆଣିବାକୁ ସେମାନଙ୍କ ମାତାପିତା ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ଚମ୍ପୁଆ ଅଞ୍ଚଳର ଶୁଭମ କୁମାର ସାହୁଙ୍କୁ ଫେରାଇ ଆଣିବା…

ନିମ୍ନମାନର ପଥର ପ୍ୟାକିଂକୁ ବିରୋଧ

ବାରିପଦା ଅଫିସ,୨୫।୨ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀ କୂଳରେ ଚାଲିଥିବା ଆଡ଼ିବନ୍ଧ ଓ ସ୍ପର ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଜଳସ୍ତରରୁ ୨ମିଟର ଗଭୀରରୁ ଆଡ଼ିବନ୍ଧ ନିର୍ମାଣ ପାଇଁ ଯୋଜନା ରହିଥିବା ବେଳେ…

ଟ୍ରଲି ଟାଣୁଛନ୍ତି ଆସନ୍ନ ପ୍ରସବା

ବାରିପଦା ଅଫିସ, ୨୪।୨: ଗର୍ଭରେ ବଢ଼ୁଛି ଭ୍ରୂଣ। କୋଳରେ ବର୍ଷକର ଶିଶୁପୁତ୍ର। ସ୍ବାମୀ ଓ ଶାଶୁଘର ଲୋକେ ଆଡ଼ ଆଖିରେ ନ ଚାହିଁବାରୁ ଗଳିକନ୍ଦିରେ ଘୂରି ବୁଲୁଛନ୍ତି ଜଣେ ଆସନ୍ନ ପ୍ରସବା। ଜରି, ପ୍ଲାଷ୍ଟିକ ଓ କାଚ ଗୋଟାଇ ଅଖାବୁରାରେ ଭର୍ତ୍ତି…

ଦେବକୁଣ୍ଡରେ ପର୍ଯ୍ୟଟକଙ୍କୁ ଦୁର୍ବ୍ୟବହାର ନେଇ ଉତ୍ତେଜନା

ଉଦଳା, ୨୨।୨ (ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଉଦଳା ଦେବକୁଣ୍ଡ ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କୁ ହଇରାଣ କରାଯାଉଥିବା ନେଇ ଅଭିଯୋଗ ହୋଇଛି। ଏ ବିଷୟରେ ବିଭାଗୀୟ ଅଧିକାରୀଙ୍କୁ ଜଣାଇଲେ ଦୁର୍ବ୍ୟବହାରର ଶିକାର ହେବାକୁ ପଡୁଛି। ଏଭଳି ଅଭିଯୋଗ ଆଣି ପର୍ଯ୍ୟଟକ ଏବଂ ସ୍ଥାନୀୟ ବାସିନ୍ଦା…

‘ଆଗ ସ୍କୁଲ ଖୋଲ, ପରେ ଭୋଟ ଦେବୁ’

ବାରିପଦା ଅଫିସ,୨୧।୨: ମୟୂରଭଞ୍ଜ ଜିଲାର ବଡ଼ସାହି ଓ ଉଦଳା ବ୍ଲକରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ତେବେ ବଡ଼ସାହି ଓ ଉଦଳା ବ୍ଲକର ୧ ଲକ୍ଷ ୬୬ ହଜାର ୮୩୬ ଭୋଟର ମତଦାନ କରିବାକୁ…

ହାଇକୋର୍ଟ ବିଚାରପତିଙ୍କ ବାରିପଦା ଗସ୍ତ

ବାରିପଦା ଅଫିସ, ୨୦।୨ ହାଇକୋର୍ଟ ଦୁଇ ବିଚାରପତି ଶତୃଘ୍ନ ପୂଜାହାରୀ ଓ ଦେବବ୍ରତ ଦାଶ ଶନିବାର ମୟୂରଭଞ୍ଜ ଜିଲା ବାରିପଦା ଗସ୍ତରେ ଆସି କୋର୍ଟ ଗୃହ ନିର୍ମାଣ ନେଇ ଓକିଲ ସଂଘ ସହିତ ଆଲୋଚନା କରିଛନ୍ତି ା କୋର୍ଟ ପରିସରରେ ଚାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?