ମହୁମାଛି ଆକ୍ରମଣରେ ଗଲା ଜୀବନ
ବାରିପଦା ଅଫିସ,୧୦ା୧୦: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଧୀନ ବଡପାଣି ଗ୍ରାମରେ ମହୁମାଛି ଆକ୍ରମଣରେ ଜଣକର ମୃତ୍ୟୁ ଘଟିଛି ା ସେ ହେଲେ ସେହି ଗ୍ରାମର ପରେଶ ଚନ୍ଦ୍ର ନାଏକ ା ରବିବାର ଘର ନିକଟ କ୍ଷେତରେ ହଳ କରୁଥିବା ସମୟରେ…
ଡାକ୍ତରଖାନା ଛାତରୁ ପ୍ଲାଷ୍ଟର ଖସି ମୃତ୍ୟୁ ଘଟଣା: ମୃତଦେହ ରଖି ରାସ୍ତାରୋକୋ
ବାରିପଦା ଅଫିସ,୯।୧୦: ମୟୂରଭଞ୍ଜ ଜିଲା ବାରିପଦା ପିଆରଏମ୍ ମେଡିକାଲ କଲେଜ ଓ ହସ୍ପିଟାଲ ଛାତରୁ ପ୍ଲାଷ୍ଟର ଖସି ଶାମାଖୁଣ୍ଟା ବ୍ଲକ ଅଧୀନ ପୋଡାରଅସ୍ତିଆ ଗ୍ରାମର ଚକ୍ରଧର ସିଂଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ବାରିପଦା-ଉଦଳା ରାସ୍ତାର ଚିପଟଅସ୍ତିଆ ନିକଟରେ…
ବିଶ୍ୱବିଦ୍ୟାଳୟ ପରିସରରେ ବୁଲୁଛି ଦନ୍ତାହାତୀ
ବାରିପଦା ଅଫିସ,୯ା୧୦: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ପରିସରରେ ଦନ୍ତାହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ ଆସିଥିବା ଦନ୍ତାହାତୀଟି ମୁର୍ଗାବାଡି ଦେଇ ଚଳପ୍ରଚଳ କରୁଥିଲା । ଖବରପାଇ ବନ ବିଭାଗ କର୍ମଚାରୀମାନେ ପହଞ୍ଚତ୍ ହାତୀର…
ବେଧଡ଼କ ଚାଲିଛି ଗୋଚାଲାଣ
କୁଆମରା,୯।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲାର ବିଭିନ୍ନ ସାପ୍ତାହିକ ହାଟରୁ ପଡ଼ୋଶୀ ରାଜ୍ୟକୁ ଅବାଧରେ ଗୋରୁ ଚାଲାଣ କରାଯାଉଥିଲେ ମଧ୍ୟ ପ୍ରଶାସନ ନୀରବଦ୍ରଷ୍ଟା ସାଜିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଉଦଳା, ବାଲିଯୋଡ଼ା ପ୍ରଭୃତି ହାଟରୁ ସପ୍ତାହର ଦୁଇ ଦିନ ଗୋରୁଙ୍କୁ ପଶ୍ଚିମବଙ୍ଗ କଂସେଇଖାନାକୁ…
ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା
ବେତନଟୀ,୯।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରସ୍ଥିତ କୋଭିଡ୍ ଟିକାକରଣ କେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ବିଭାଗୀୟ କର୍ମଚାରୀଙ୍କ ଢିଲା ନୀତି, ପ୍ରିୟା ପ୍ରୀତି ତୋଷଣ ମନୋବୃତ୍ତିକୁ ନେଇ ଏହି ଟିକାକରଣ କେନ୍ଦ୍ରରେ ବାରମ୍ବାର ଉତ୍ତେଜନା…
ଯବାନଙ୍କୁ ଦଳି ଦେଲା ଟ୍ରେଲର
ବାରିପଦା ଅଫିସ/କୁଳିଅଣା, ୭ା୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ୧୮ନମ୍ବର ଜାତୀୟ ରାଜପଥର କୁଳିଅଣା ଛକଠାରେ ଏକ ଟ୍ରେଲର ଧକ୍କାରେ ଜଣେ ଯବାନଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ବାଲେଶ୍ୱର ଥାନା ଅଧୀନ ମହାଗବ ଗ୍ରାମର ମଧୁସୂଦନ ଦେ। ବାରିପଦାସ୍ଥିତ ପଞ୍ଚମ ବାଟାଲିୟନରେ ମଧୁସୂଦନ…
ବିଲକୁ ଯାଇ ଆଉ ଫେରିଲେନି ଚାଷୀ
ବାରିପଦା ଅଫିସ,୪।୧୦: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳ ଭଦୁଆଶୋଳ ଗ୍ରାମର ଅର୍ଜୁନ ହାଁସଦା(୬୫)ଙ୍କୁ ହାତୀ ଦଳି ଦେବାରୁ ତାଙ୍କର ମତ୍ୟୁ ଘଟିଛି। ଅର୍ଜୁନ ବିଲକୁ ଯାଇଥିବା ବେଳେ ହାତୀ ହାବୁଡରେ ପଡି ଯାଇଥିଲେ । ସେଠାରେ ହାତୀ ଆକ୍ରମଣରେ ତାଙ୍କର…
ଆଡ୍ମିଶନ ଫି’ ହ୍ରାସ ଦାବିରେ ଛାତ୍ରୀଛାତ୍ରଙ୍କ ଧାରଣା
ବାରିପଦା ଅଫିସ,୪ା୧୦: ମୟୂରଭଞ୍ଜ ଜିଲା ବାରିପଦା ତକଖତପୁରସ୍ଥିତ ଏମ୍ପିସି ଅଟୋନମସ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଶତାଧିକ ଛାତ୍ରୀଛାତ୍ର ଧାରଣାରେ ବସିଛନ୍ତି। କରୋନା ମହାମାରୀ ସମୟରେ କଲେଜ ପକ୍ଷରୁ ରି ଆଡ଼ମିଶନ ଫି ହ୍ରାସ କରିବା ଦାବିରେ ଶତାଧିକ ଛାତ୍ରୀଛାତ୍ର…
ଜେଜେମା’ଙ୍କ ଭରସାରେ ୪ ଅନାଥ ଭଉଣୀ
ଠାକୁରମୁଣ୍ଡା,୪ା୧୦(ଡି.ଏନ.ଏ.)- ମା’ ବାପା ଆରପାରିରେ। ଜେଜେମା’ଙ୍କ ଭରସାରେ ଅସହାୟ ଜୀବନ ବିତାଉଛନ୍ତି ୪ ଅନାଥ ଭଉଣୀ। ମାସକୁ ୩୫ କିଲୋ ଚାଉଳ ଓ ୫୦୦ ଟଙ୍କା ଭତ୍ତାରେ ଚଳୁଛନ୍ତି ୫ ପ୍ରାଣୀ। ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ମହୁଲଡ଼ିହା ପଞ୍ଚାୟତର…
୫ ଘଣ୍ଟା ପରେ ଉଦ୍ଧାର ହେଲା ହାତୀ
ବାଙ୍ଗିରିପୋଷି,୩।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅଧୀନ ଧୋବଣୀଶୋଳ ପଞ୍ଚାୟତ ଟେମ୍ବଟଲା ଗାଁରେ ଏକ ପରିତ୍ୟକ୍ତ କୂଅରେ ଖସିପଡ଼ିଥିବା ହାତୀକୁ ଉଦ୍ଧାର କରାଯାଇଛି। ଶିମିଳିପାଳ ଅଭୟାରଣ୍ୟରୁ କିଛି ହାତୀ ପାହାଡ଼ ତଳକୁ ଓହ୍ଲାଇ ଗଁା ଆଡ଼କୁ ଚାଲି ଆସିଥିଲେ। ହେଲେ ହାତୀଟି…
ପୁଣି ଚମକିଲେ ମୟୂରଭଞ୍ଜର ଶ୍ରେୟାଂସୀ
ବିଶୋଇ, ୩।୧୦(ଡି.ଏନ.ଏ.): ଇଣ୍ଡିଆ ବୁକ ଅଫ୍ ରେକଡର୍ସ ପରେ ଇଣ୍ଟରନ୍ୟାଶନାଲ ବୁକ୍ ଅଫ ରେକଡ୍ସରେ ସ୍ଥାନ ପାଇ ଗୌରବ ଆଣିଛନ୍ତି ମୟୂରଭଞ୍ଜର କୁନି ଝିଅ ଶ୍ରେୟାଂସୀ ମହାନ୍ତ। ରରୁଆଁ ବ୍ଲକର ଘାଗରାବେଡା ପଞ୍ଚାୟତ ବାଟିସାହି ଗ୍ରାମର ଶ୍ରେୟାଂସୀଙ୍କୁ ମାତ୍ର ୩ବର୍ଷ। ଜାତୀୟ…
ସୁରକ୍ଷା ଖୋଜୁଛନ୍ତି ଗେଣ୍ଡାଳିଆ
ବେତନଟୀ,୧।୧୦(ସ୍ବ.ପ୍ର.)-ଅନେକ ସଚେତନା ପରେ ବି କିଛି ଲୋକ ସୁଧୁରୁ ନାହାନ୍ତି। ବିଲୁପ୍ତ ପ୍ରଜାତିର ପକ୍ଷୀମାନଙ୍କୁ ସେମାନେ ଶିକାର କରୁଛନ୍ତି। ବନବିଭାଗ କର୍ମଚାରୀଙ୍କୁ ଚକ୍ମା ଦେଇ ଶିକାରୀମାନେ ଦିନକୁ ଦିନ ନିଜର ପଞ୍ଝା ମେଲାଇ ଚାଲିଛନ୍ତି। ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ…
Archives


