ହାତୀ ପାଇଁ ଗଲା ଜୀବନ
ଚିତ୍ରଡ଼ା,୧୮।୯(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବନାଞ୍ଚଳରେ ହାତୀ ଆତଙ୍କ ଥମିବାର ନାଁ ଧରୁନି। ପୁଣି ହାତୀ ପାଇଁ ଜଣେ ବାଳକଙ୍କ ଜୀବନ ଯାଇଛି। ମୃତକ ହେଲେ ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜା ପଞ୍ଚାୟତ ଉପର ମଧୁରିଆ ଗ୍ରାମର ଫାତାଇ ମୁର୍ମୁଙ୍କ ପୁଅ…
ଉଛୁଳିଲା ବୁଢ଼ାବଳଙ୍ଗ, ଗଙ୍ଗାହାର
ବାରିପଦା ଅଫିସ,୧୬।୯-ଲଘୁଚାପଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକରେ ବନ୍ୟା ସ୍ଥିତି ଉପୁଜିଛି। ବୁଢ଼ାବଳଙ୍ଗ, ଗଙ୍ଗାହାର, ପଳପଳା ଓ ସୋନ ନଦୀର ଜଳସ୍ତର ବୃଦ୍ଧି ପାଇ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ତଳିଆ ଅଞ୍ଚଳଗୁଡ଼ିକ ଜଳମଗ୍ନ ହେବା…
ଗଙ୍ଗାହାର ନଦୀରେ ବନ୍ୟା
କୁଆମରା, ୧୫।୯(ଡି.ଏନ.ଏ.)-କ୍ରମାଗତ ତିନି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଭିନ୍ନ ନଦୀର ବନ୍ୟାଜଳ ବୃଦ୍ଧି ପାଉଥିବାରୁ ନଦୀକୂଳିଆ ଲୋକଙ୍କ ଚିନ୍ତା ବଢିଯାଇଛି। ତେବେ ତିନି ଦିନରେ ମୋଟ ୧୧୬…
ଚିତ୍ରକଳାରେ ସଚେତନତା ବାର୍ତ୍ତା
ବାରିପଦା ଅଫିସ, ୧୦।୯-ଚିତ୍ରକଳାରେ ନିଜର ପାରଦର୍ଶିତା ଦେଖାଇ ଦେଶ ବିଦେଶରେ ସୁନାମ ଅର୍ଜନ କରୁଛନ୍ତି ବାରିପଦାର ଯୁବ ଚିତ୍ରଶିଳ୍ପୀ ମାନସରଞ୍ଜନ ପତି ା କାଳ୍ପନିକ ଚିତ୍ର ପ୍ରସ୍ତୁତ କରିବା ଅପେକ୍ଷା ସମସାମୟିକ ସାମାଜିକ ପରିସ୍ଥିତି ସହିତ ଅସଜଡ଼ା ପରିବେଶର କରାଳ ରୂପକୁ…
ରାସ୍ତାରେ ବୁଲିଲା ହାତୀ
ଚିତ୍ରଡା,୯।୯(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ରାସଗୋବିନ୍ଦପୁର ରେଞ୍ଜକୁ ପ୍ରବେଶ କରି ଆତଙ୍କ ଖେଳାଇଛି ଏକ ଝାଡ଼ଖଣ୍ଡୀ ହାତୀ। ରାତି ପ୍ରାୟ ୯ଟାରେ ହାତୀଟି ଚିତ୍ରଡା ଅଞ୍ଚଳର ଗାଁରେ ଏଣେତେଣେ ବୁଲିଥିଲା। ବନ କର୍ମଚାରୀ ଘଉଡାଇବାରେ ବିଫଳ ହେବାରୁ ଅଞ୍ଚଳବାସୀ…
ଦୁଇ ରାତି ପୂଜା କରିଥାନ୍ତି ଛଉ କଳାକାର
ବାରିପଦା ଅଫିସ,୮।୯- ମା’ ଅମ୍ବିକା। ବାରିପଦାର ଅଧିଷ୍ଠାତ୍ରୀ ଦେବୀ। ମା’ ଡାକିଦେଲେ ମିଳିଯାଏ ଅଭୟ, ପୂରଣ ହୁଏ ମନସ୍କାମନା। ଏହି ବିଶ୍ୱାସ ନେଇ ରାଜ୍ୟ ଆଉ ରାଜ୍ୟ ବାହାରୁ ଏଠାକୁ ଛୁଟି ଆସନ୍ତି ଶ୍ରଦ୍ଧାଳୁ। ବହୁ କଥା ଆଉ ଗାଥାର ଗନ୍ତାଘର…
ଜାଲରେ ପଡିଲା ବିରଳ ପ୍ରଜାତିର ମାଛ
ସାରସକଣା, ୬।୯(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଞ୍ଚଳରେ ଏକ ବିରଳ ପ୍ରଜାତିର ମାଛ ଜାଲରେ ଧରାପଡିଛି। ଆନ୍ତଃରାଜ୍ୟ ସୀମା ସୁବର୍ଣ୍ଣରେଖା ନଦୀ ଜାମଶୋଳା ଘାଟରେ ସ୍ଥାନୀୟ ମାଛ ଧରାଳୀମାନେ ମାଛ ଧରୁଥିବା ବେଳେ ଏହି ମାଛ ଜାଲରେ ଧରାପଡିଥିଲା। ମତ୍ସ୍ୟଜୀବୀମାନେ ପୂର୍ବରୁ…
ପାଣି ପାଇଁ ହଇରାଣ
ବାରିପଦା ଅଫିସ,୬।୯: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଧୀନ ବାଇଗଣବାଡ଼ିଆ ପଞ୍ଚାୟତର ଭୁଲଗଡ଼ିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଓରେଡା ପକ୍ଷରୁ ଏହି ଗଁାରେ ନିର୍ମାଣ କରାଯାଇଥିବା ସୋଲାର ପାନୀୟ ଜଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବନ୍ଦ ହୋଇପଡ଼ିଛି। ଫଳରେ ଗ୍ରାମବାସୀ ବିଶୁଦ୍ଧ…
ବେସାହାରାଙ୍କ ଠିକଣା ଫୁଟ୍ପାଥ
ବାରିପଦା ଅଫିସ,୫।୯- ସମାଜର ଅବହେଳିତ ଓ ନିଷ୍ପେସିତ ଲୋକଙ୍କୁ ଥଇଥାନ କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ସେହିପରି ଅତି ଦୟନୀୟ ଅବସ୍ଥାରେ ଘୁରିବୁଲୁଥିବା ଲୋକଙ୍କ ପାଇଁ ଆଶ୍ରୟସ୍ଥଳୀ ଓ ବୃଦ୍ଧାଶ୍ରମ ରହିଛି। ମାତ୍ର ମୟୂରଭଞ୍ଜ ଜିଲା ବାରିପଦା…
ଚୁଲି ନିଆଁରେ ଜଳିଗଲେ
ବାରିପଦା ଅଫିସ,୪ା୯: କାଠ ଚୁଲିରେ ରୋଷେଇ କରୁଥିବା ବେଳେ ନିଆଁ ଲାଗି ସୁମୀ ବିନ୍ଧାଣୀ ନାମ୍ନୀ ଜଣେ ମହିଳା ଗୁରୁତର ହୋଇଛନ୍ତି । ତାଙ୍କ ଘର ବାରିପଦା ସହର ୨୨ ନମ୍ବର ୱାର୍ଡ ହଦ୍ହଦି ସାହିରେ। ନିଆଁ ଲାଗିବା ଜାଣି ସୁମି…
ଘାଟିରେ ବସ୍କୁ ପିଟିଲା ଟ୍ରକ୍: ୨୨ ଆହତ
ବାଙ୍ଗିରିପୋଷି,୩।୯: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଦ୍ୱାରଶୁଣୀ ଘାଟିରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ବାରିପଦାରୁ କେନ୍ଦୁଝର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ ସହ ଟ୍ରକ ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ୨୨ ଜଣ ଯାତ୍ରୀ ଆହତ ହୋଇଛନ୍ତି।…
ବିଦ୍ୟାଭାରତୀଙ୍କୁ ଜେରା ନ କରି ଫେରିଗଲା କ୍ରାଇମବ୍ରାଞ୍ଚ ଟିମ୍
ବାରିପଦା ଅଫିସ,୩ା୯: ବହୁଚର୍ଚ୍ଚିତ ଏଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଗୁରୁବାର କ୍ରାଇମବ୍ରାଞ୍ଚ ବିଦ୍ୟାଭାରତୀଙ୍କୁ ତନାଘନା ଜେରା କରିଥିଲା। ପ୍ରାୟ ସାଢ଼େ ୬ ଘଣ୍ଟାରେ ୭୦ ପ୍ରଶ୍ନ ପଚାରିଥିଲା ଟିମ୍। ଆଜି ପୁଣି ଥରେ ବିଦ୍ୟାଭାରତୀ କ୍ରାଇମବ୍ରାଞ୍ଚ ଜେରାର ସମ୍ମୁଖୀନ…
Archives


