ଭାଜପା ଛାଡିଥିଲେ ୧୫, ଫେରିଲେ ୫ ଜିଲାପରିଷଦ
ବାରିପଦା ଅଫିସ,୩୦ା୮: ନିକଟରେ ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ମୟୂରଭଞ୍ଜ ଜିଲାର ୧୫ ଜିଲାପରିଷଦ ସଦସ୍ୟ। ସେମାନଙ୍କ ମଧ୍ୟରୁ ରବିବାର ୫ଜଣ ଦଳକୁ ଫେରିଛନ୍ତି। ଜିଲାପରିଷଦଙ୍କ ଘରବାହୁଡ଼ାକୁ ନେଇ ଜିଲାରେ ରାଜନୀତି ସରଗରମ ହୋଇଛି। ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ…
ଋଣ ଦେବା ଆଳରେ ଠକି ନେଇଥିଲେ ୨୦ ଲକ୍ଷ
ରାଇରଙ୍ଗପୁର,୩୦ା୮(ଡି.ଏନ.ଏ.): ଗ୍ରାହକମାନଙ୍କୁ ଋଣ ଦେବା ଆଳରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇ ଫେରାର ଥିବା ଏକ ଅର୍ଥ ଲଗାଣକାରୀ ସଂସ୍ଥାର ସିଏସ୍ଓଙ୍କୁ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ପୋଲିସ ରବିବାର ଗିରଫ କରିଛି। ସେ ହେଲେ ବାଲେଶ୍ୱର ଜିଲା…
ପୂର୍ବତନ ବିଧାୟକଙ୍କଠାରୁ ଟଙ୍କା ଲୁଟି ନେଲେ
ରାଇରଙ୍ଗପୁର,୨୮ା୮(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୂର୍ବତନ ବିଧାୟକ ସାଇବା ସୁଶୀଲ ହାଁସଦାଙ୍କଠାରୁ ଶନିବାର ଦୁର୍ବୃତ୍ତମାନେ ୮୧ ହଜାର ଟଙ୍କା ଲୁଟି ନେଇଛନ୍ତି । ଏନେଇ ବହଳଦା ଥାନାରେ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ. ୮୧/୨୦୨୧) ରୁଜୁ କରିଛି। ମିଳିଥିବା…
‘ଓଡ଼ିଶା ଲୋକେ ପିଉଛନ୍ତି ଝାଡ଼ଖଣ୍ଡ ପାଣି’
ବାରିପଦା ଅଫିସ,୨୮।୮-ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ କେତେକ ଗ୍ରାମର ଲୋକେ ପାନୀୟ ଜଳରୁ ବଞ୍ଚିତ ହୋଇ ସୀମାନ୍ତ ଝାଡ଼ଖଣ୍ଡ ରାଜ୍ୟର ପାଣିକୁ ବ୍ୟବହାର କରୁଛନ୍ତି। ଏନେଇ ଶୁକ୍ରବାର ଅନୁଷ୍ଠିତ ୧୧ତମ ଜିଲା ପରିଷଦ ବୈଠକରେ କଥା ଉଠିବା ପରେ ଉଦ୍ବେଗ…
ଡରାଇଲାଣି ତୃତୀୟ ଲହର
ବାରିପଦା ଅଫିସ,୨୭।୮-କରୋନା ମହାମାରୀର ତୃତୀୟ ଲହର ଆଶଙ୍କାକୁ ନେଇ ସମସ୍ତେ ଭୀତସ୍ତତ। ସେପ୍ଟେମ୍ବର ଶେଷ ଓ ଅକ୍ଟୋବର ପ୍ରାରମ୍ଭରେ ସଂକ୍ରମଣ ବଢ଼ିବା ସମ୍ଭାବନା ଥିବା ନେଇ ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି। ଏଥିରେ ଶିଶୁମାନେ ବିଶେଷ ଭାବେ ପ୍ରଭାବିତ ହେବେ ବୋଲି କୁହାଯାଉଥିବା…
ବଜ୍ରପାତରେ ଘର ଜଳିଗଲା
କୁଆମରା,୨୩ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଜୟପୁର ପଞ୍ଚାୟତର ଦିଘି ନୂଆସାହି ଗ୍ରାମରେ ସୋମବାର ବଜ୍ରପାତ ଘଟି ହାଡିବନ୍ଧୁ ସିଂଙ୍କ ଏକ ବଖରା ଚାଳ ଘର ଜଳି ଯାଇଛି। ହେଲେ ଘର ଭିତରେ ଥିବା ପରିବାରର ୬ ସଦସ୍ୟ ଅଳ୍ପକେ…
୨ ହଜାର ଟଙ୍କାରେ ଦୁଇ ମାସର ଶିଶୁପୁତ୍ରକୁ ବିକିଥିଲେ, ଏବେ ୩ ବନ୍ଧାହେଲେ
ବାରିପଦା ଅଫିସ,୨୩ା୮: ଦୁଇ ମାସର ଶିଶୁପୁତ୍ରକୁ ୨ ହଜାର ଟଙ୍କାରେ ବିକ୍ରି କରାଯାଇଥିବା ନେଇ ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଶଙ୍ଖାଭଙ୍ଗା ଗାଁର ଜନୈକା ମହିଳା ଅଭିଯୋଗ କରିଛନ୍ତି । ଏହି ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଗିରଫ…
ରାଖୀ ବାନ୍ଧିବା ପୂର୍ବରୁ ଚାଲିଗଲା ଭଉଣୀର ଜୀବନ
ରାଇରଙ୍ଗପୁର,୨୨ା୮(ଡି.ଏନ.ଏ.): ଗାଧୋଇ ସାରି ଘରକୁ ଫେରିଥିଲେ ବଡ଼ ଭାଇ ହାତରେ ରାଖୀ ବାନ୍ଧି ଥାଆନ୍ତେ। ହେଲେ ନିୟତିର ନିଷ୍ଠୁର ନିୟମ ତାଙ୍କୁ ପରିବାରଠାରୁ ସବୁଦିନ ପାଇଁ ଦୁରେଇ ଦେଲା । ରାଖୀ ବାନ୍ଧିବା ଆଗରୁ ନଈରେ ବୁଡ଼ି ଚାଲିଗଲା ସାନ ଭଉଣୀର…
ରିଂ ରୋଡ୍, ଆଡ଼ିବନ୍ଧ ନିର୍ମାଣ ଲାଗି ତତ୍ପରତା
ବାରିପଦା ଅଫିସ,୨୧ା୮- ବାରିପଦା ସହରକୁ ବୁଢ଼ାବଳଙ୍ଗ ନଦୀ ବନ୍ୟା ଦାଉରୁ ରକ୍ଷା କରିବା ପାଇଁ ମୟୂରଭଞ୍ଜ ଜଳସେଚନ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରିଂ ରୋଡ୍ ସହ ଆଡ଼ିବନ୍ଧ ଓ ସ୍ବୟଂଚାଳିତ ସୁଇସ ଗେଟ ନିର୍ମାଣ ପାଇଁ ବିଭାଗ ପକ୍ଷରୁ…
ମନମୋହୁଛି ବାଲିଡ଼ିହା ଡ୍ୟାମ୍
ବାରିପଦା ଅଫିସ,୧୯।୮- ଋତୁ ଅନୁଯାୟୀ ମୟୂରଭଞ୍ଜ ଜିଲାରେ ଭରପୁର ଥିବା ସବୁଜ ସୁନ୍ଦର ଓ ପ୍ରାକୃତିକ ଶୋଭା ଅନେକ ପର୍ଯ୍ୟଟକଙ୍କୁୁ ଆକର୍ଷିତ କରିଥାଏ। ବର୍ଷାଋତୁରେ ପର୍ଯ୍ୟଟକଙ୍କ ଗହଳି ଲାଗି ରହୁଥିବା ଜିଲାର ଏକ ମନୋରମ ସ୍ଥାନ ହେଲା ବାରିପଦା ସହରଠାରୁ ୧୭…
ଘାଟିରେ ବଳିପଡ଼ୁଛି ଜୀବନ: ୭ ବର୍ଷରେ ୫୨ ମୃତ
ବାରିପଦା ଅଫିସ,୧୮ା୮-ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ବାଙ୍ଗରିପୋଷିସ୍ଥିତ ଦ୍ୱାରଶୁଣୀ ଘାଟି ସାଜିଛି ମରଣଯନ୍ତା। ରାସ୍ତା ପ୍ରଶସ୍ତୀକରଣ ପାଇଁ ବନବିଭାଗ ଓ ଜାତୀୟ ରାଜପଥ କର୍ତ୍ତୃପକ୍ଷ ପଦକ୍ଷେପ ନେଉ ନ ଥିବାରୁ ଅଣଓସାରିଆ ରାସ୍ତାରେ ଦୁର୍ଘଟଣା ବଢ଼ି ଚାଲିଛି।…
ଉତ୍ପାତ ଚଲାଇଛି ଗୋଠଛଡ଼ା ଦନ୍ତା
ବୈଶିଙ୍ଗା,୧୩ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କ୍ଷୀରପଦା, ଦଲଦଲି, ମୋହନପୁର, ଖଇରବଣି, ଭୁଡୁରୁବଣି, ହାତୀଝୁରି ଆଦି ଗ୍ରାମରେ ଏକ ଗୋଠଛଡ଼ା ଦନ୍ତା ହାତୀ ସପ୍ତାହେ ହେଲା ଉତ୍ପାତ ଚଳାଇଛି। ଫସଲ ନଷ୍ଟ କରିବା ସହ ଘରଦ୍ୱାର ଭାଙ୍ଗି ପକାଉଛି। ହାତୀଟି…
Archives


