ଗଳାପୋଲ ନିର୍ମାଣ ଦାବିରେ ୧୮ନଂ ଜାତୀୟ ରାଜପଥ ଅବରୋଧ
ବାରିପଦା ଅଫିସ,୩୦।୭: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଦେଇ ଯାଇଥିବା ୧୮ନଂ ଜାତୀୟ ରାଜପଥର ଦାମୋଦରପୁର ଛକରେ ଗଳାପୋଲ ନିର୍ମାଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି । ଅଞ୍ଚଳର ମହିଳା ପୁରୁଷ ଏକତ୍ରିତ ହୋଇ ଦିନ ୯ଟାରୁ…
ଚାକିରି ପାଇଲେ ମାଙ୍କିଡ଼ିଆ ଜନଜାତି ଯୁବକ
ବାରିପଦା ଅଫିସ, ୩୦।୭- ମାଙ୍କିଡ଼ିଆ ଜନଜାତିର ପ୍ରଥମ ମାଟ୍ରିକ୍ୟୁଲେଟ ବାୟା ମାଙ୍କିଡ଼ିଆଙ୍କୁ ମିଳିଛି ସରକାରୀ ଚାକିରି। ମୟୂରଭଞ୍ଜ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ଚିଠି ନଂ.୩୨୪୭/୨୯ା୭ା୨୧ ଅନୁଯାୟୀ ଜିଲାପାଳ ବିନୀତ ଭରଦ୍ୱାଜ ଗୁରୁବାର ତାଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତିପତ୍ର ଓ ଲାପ୍ଟପ୍ ପ୍ରଦାନ…
ଗତିପଥ ବଦଳାଉଛି ବୁଢ଼ାବଳଙ୍ଗ
ବାରିପଦା ଅଫିସ, ୩୦ା୭-ଶିମିଳିପାଳରୁ ବାହାରିଥିବା ବୁଢ଼ାବଳଙ୍ଗ ନଦୀ ମୟୂରଭଞ୍ଜ ଜିଲା ସଦର ମହକୁମା ଦେଇ ପ୍ରବାହିତ ହେଉଛି। ଏହି ନଦୀ ଅବବାହିକାରେ ଅବସ୍ଥିତ ଅନେକ ଗଁାଗଣ୍ଡା ବନ୍ୟା ସମୟରେ ପ୍ରଭାବିତ ହୋଇଆସୁଛି। ସଦର ମହକୁମାରୁ ୧୦କି.ମି. ଦୂରରେ ଥିବା ଗଁାଗୁଡ଼ିକ ଏବେ…
ପୁଅର ଆତ୍ମହତ୍ୟା ପରେ ମିଳିଲା ବାପାଙ୍କ ମୃତଦେହ
ସାରସକଣା, ୨୮।୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ସୀମାନ୍ତ ନୂଆସାହି ଗାଁରେ ବାପ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମଙ୍ଗଳବାର ରାତିରେ ପୁଅ ରାଜୁ ମହାନ୍ତ(୩୨) ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ବେଳେ ବୁଧବାର ସକାଳେ ବାପା ଲାଲମୋହନ…
କ୍ଷତି ସହୁଛନ୍ତି ମାଛଚାଷୀ
ବାରିପଦା ଅଫିସ,୨୮ା୭- ମହାମାରୀ କରୋନା ସଂକ୍ରମଣ ସମୟରେ ମୟୂରଭଞ୍ଜ ଜିଲାରେ ମଧୁରଜଳ ମାଛଛାଷ ଜୀବନ ଜୀବକାରେ ସହାୟକ ହୋଇଛି। ତାଲିମପ୍ରାପ୍ତ ଚାଷୀମାନେ ସ୍ବଳ୍ପ ପୁଞ୍ଜି ବିନିଯୋଗରେ ମାଛଚାଷ କରି ବିକଳ୍ପ ରୋଜଗାର ଆପଣାଇ ପାରିଛନ୍ତି । ଆବଶ୍ୟକତା ଭିତ୍ତିରେ ମାଛ ଉତ୍ପାଦନ…
ଲାଞ୍ଚ ପାଇଁ ମୂଲଚାଲ, ଭିଡିଓ ଭାଇରାଲ
ବାରିପଦା ଅଫିସ,୨୨ା୭: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲରେ କାର୍ଯ୍ୟରତ ଜଣେ କର୍ମଚାରୀ ବାଲିଖାଦାନ ସବ୍ ଲିଜଧାରୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଲାଞ୍ଚ ନେବା ଓ ପରେ ଅଧିକ ଅର୍ଥ ପାଇଁ ମୂଲଚାଲ କରିବା ଘଟଣା ସାମ୍ନାକୁ ଆସିଛି। ଏହାର ଭିଡିଓ ଭାଇରାଲ ହୋଇଛି।…
ଶିମିଳିପାଳ ଅଭୟାରଣ୍ୟରୁ ୩ ଶିକାରୀ ଗିରଫ
ବାରିପଦା ଅଫିସ,୨୦।୭: ଶିମିଳିପାଳ ଉତ୍ତର ବନଖଣ୍ଡ ଅଧୀନରେ ଥିବା ଗୁଡ଼ଗୁଡ଼ିଆ ରେଞ୍ଜର ଉତ୍ତରାସ ନିକଟରୁ ବନବିଭାଗ ଚଢ଼ାଉ କରି ୩ଜଣ ଶିକାରୀଙ୍କୁ ଗିରଫ କରିଛି। ଏହା ସହ ସେମାନଙ୍କଠାରୁ କୁଟୁରା ମାଂସ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି । ଗିରଫ ଶିକାରୀମାନେ…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ବାରିପଦା ଅଫିସ,୨୦।୭: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝିଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ମାଝିଙ୍କ କୁଳିଅଣା ଅଫିସ, ବାରିପଦାର…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ଶ୍ରେୟାସୀ
ବାରିପଦା ଅଫିସ,୧୯।୭-ବିଚକ୍ଷଣ ପ୍ରତିଭାର ପରିଚୟ ଦେଇ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଛନ୍ତି ମୟୂରଭଞ୍ଜ ଜିଲାର କୁନି ଝିଅ ଶ୍ରେୟାସୀ ମହାନ୍ତ। ମାତ୍ର ଅଢେଇ ବର୍ଷ ବୟସରେ ଅସାଧାରଣ ସ୍ମରଣ ଶକ୍ତିର ଅଧିକାରୀ ଶ୍ରେୟାସୀଙ୍କୁ ଶନିବାର ମେଡାଲ, ପ୍ରମାଣପତ୍ର, ଇଣ୍ଡିଆ…
ମୟୂରଭଞ୍ଜର ଶିଶୁ କନ୍ୟାଙ୍କ ନାମରେ ଇଣ୍ଡିଆ ବୁକ୍ ଅଫ୍ ରେକଡର୍ସ
ବାରିପଦା ଅଫିସ,୧୮ା୭: ବିଚକ୍ଷଣ ପ୍ରତିଭାର ପରିଚୟ ଦେଇ ଇଣ୍ଡିଆ ବୁକ୍ ଅଫ୍ ରେକଡର୍ସରେ ସ୍ଥାନ ପାଇଛନ୍ତି ମୟୂରଭଞ୍ଜ ଜିଲାର କୁନି ଝିଅ ଶ୍ରେୟାସୀ ମହାନ୍ତ। ମାତ୍ର ଅଢେଇ ବର୍ଷ ବୟସରେ ଅସାଧାରଣ ସ୍ମରଣ ଶକ୍ତିର ଅଧିକାରୀ ଶ୍ରେୟାସୀଙ୍କୁ ଶନିବାର ମେଡାଲ, ପ୍ରମାଣପତ୍ର,…
କାମ ସାରି ଫେରିଥିଲେ ଘରକୁ, ହେଲେ ବାପା ତୃତୀୟ ସ୍ତ୍ରୀ ସହ ମିଶି ରଚିଥିଲେ ହତ୍ୟା ଷଡ଼ଯନ୍ତ୍ର
ବାରିପଦା ଅଫିସ,୧୮ା୭: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ନରଣଖୁଣ୍ଟା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ତିକ୍ତତାକୁ କେନ୍ଦ୍ରକରି ତୃତୀୟ ସ୍ତ୍ରୀ ସହ ମିଶି ଜଣେ ବାପା ପ୍ରଥମ ସ୍ତ୍ରୀର ପୁଅଙ୍କୁ ନୃଶଂସ ଭାବେ ହାଣି ହତ୍ୟା କରିଛନ୍ତି। ମୃତକ…
ଘାଟିରୁ ଖସିଲା ଟ୍ରକ: ଡ୍ରାଇଭର ମୃତ
ବାରିପଦା ଅଫିସ,୧୮ା୭: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ନଂ ଜାତୀୟ ରାଜପଥର ଦୁଆରଶୁଣୀ ଘାଟିରେ ରବିବାର ସକାଳୁ ଏକ ଲୁହାପଥର ବୋଝେଇ ଟ୍ରକ ତଳକୁ ଖସିପଡ଼ିଛି। ଭାରସାମ୍ୟ ହରାଇ ଟ୍ରକଟି ୧୦୦ ଫୁଟ ତଳକୁ ଖସି ଯାଇଥିବା ଜଣାପଡ଼ିଛି। ଟ୍ରକ…
Archives


