ମୟୂରଭଞ୍ଜ

ଘାଟିରୁ ଖସିଲା ଟ୍ରକ: ଡ୍ରାଇଭର ମୃତ

ବାରିପଦା ଅଫିସ,୧୮ା୭: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ନଂ ଜାତୀୟ ରାଜପଥର ଦୁଆରଶୁଣୀ ଘାଟିରେ ରବିବାର ସକାଳୁ ଏକ ଲୁହାପଥର ବୋଝେଇ ଟ୍ରକ ତଳକୁ ଖସିପଡ଼ିଛି। ଭାରସାମ୍ୟ ହରାଇ ଟ୍ରକଟି ୧୦୦ ଫୁଟ ତଳକୁ ଖସି ଯାଇଥିବା ଜଣାପଡ଼ିଛି। ଟ୍ରକ…

ଅଣଓଡ଼ିଆଙ୍କ ନିୟନ୍ତ୍ରଣରେ ନିଶା କାରବାର

ବାରିପଦା ଅଫିସ,୧୭।୭- ମୟୂରଭଞ୍ଜ ଜିଲାରେ ଚୋରା ମଦ ଓ ନିଶାଦ୍ରବ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସୀମାନ୍ତ ପଶ୍ଚିମବଙ୍ଗରୁ ଏହି ଜିଲାକୁ ନକଲି ମଦ ପ୍ରସ୍ତୁତି ପାଇଁ ବ୍ୟବହୃତ ସ୍ପିରିଟ ଓ ବ୍ରାଉନସୁଗାର ଭଳି ନିଶାଦ୍ରବ୍ୟ ଚୋରାରେ…

୬୦ରୁ ଅଧିକ ବେଗରେ ବାଇକ୍‌ ଚଳାଇଲେ ଲାଗିବ ଫାଇନ୍‌

ବାରିପଦା ଅଫିସ,୧୫ା୭: ଜନସାଧାରଣଙ୍କ ସୁରକ୍ଷା ଲାଗି ମୟୂରଭଞ୍ଜ ଜିଲାରେ ଦ୍ରୁତ ଗାଡ଼ି ଚଳାଚଳ ଉପରେ ଜିଲାପାଳ ବିନୀତ ଭରଦ୍ୱାଜ ପ୍ରତିବନ୍ଧକ ଲଗାଇଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟାା ୨୨୫୫/୧୪ ଜୁଲାଇ ୨୦୨୧ ଅନୁଯାୟୀ ଜାତୀୟ ରାଜପଥ, ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଚଳପ୍ରଚଳ…

ମୋବାଇଲ ପାଇଁ ଭାଇ ସାଜିଲା ହତ୍ୟାକାରୀ

ବାରିପଦା ଅଫିସ,୧୨ା୭: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଭାଲୁକଚୁଆ ଖଡିଆସାହିରେ ମୋବାଇଲ ଫୋନକୁ ନେଇ ବଡ଼ଭାଇ ମାଡ଼ରେ ସାନଭାଇଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଶମ୍ଭୁ ଦେହୂରୀ(୧୮)। ପୋଲିସ ଅଭିଯୁକ୍ତ ବଡଭାଇ ରୁହିଆ ଦେହୂରୀଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ,…

ରାସ୍ତାରେ ବୁଲୁଛି ଗୋଠଛଡ଼ା ଦନ୍ତା

ବାରିପଦା ଅଫିସ/ବୈଶିଙ୍ଗା,୧୨ା୭: ଝାଡ଼ଖଣ୍ଡି ଓ ଶିମିଳିପାଳ ହାତୀପଲ ମୟୂରଭଞ୍ଜ ଜିଲାର ଗାଁ ଗଣ୍ଡାରେ ପଶି ଉତ୍ପାତ ଚଳାଇଛନ୍ତି। କରଞ୍ଜିଆ ଓ ବାରିପଦା ବନଖଣ୍ଡ ଅଞ୍ଚଳରେ ହାତୀପଲ ପ୍ରବେଶ କରି ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି। ୫ଦିନ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବା…

ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା, ଗଛରେ ବାନ୍ଧି ପିଟିଲେ

ଉଦଳା,୧୧ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଞ୍ଚଳରେ ପରକୀୟା ପ୍ରୀତିରେ ଲିପ୍ତ ଜନୈକା ବିବାହିତା ମହିଳା ଓ ଜଣେ ଯୁବକଙ୍କୁ ଲୋକେ ଗଛରେ ବାନ୍ଧି ବହେ ଛେଚିଛନ୍ତି। ଭିଡିଓ ଭାଇରାଲ୍‌ ହେବା ପରେ ଏହି ଘଟଣା ପଦାକୁ ଆସିଛି। ସୂଚନା ଅନୁଯାୟୀ,…

୬ଟଙ୍କାରେ କୋଟିପତି

ବାରିପଦା ଅଫିସ,୧୦ା୭: ୬ଟଙ୍କାର ଲଟେରୀ ଟିକେଟ କିଣି କୋଟିପତି ହେବାର ଲୋଭ ଦେଖାଇ ଲୋକଙ୍କୁ ଠକୁଥିବା ୪ ଅଭିଯୁକ୍ତଙ୍କୁ ବାରିପଦା ଟାଉନ ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଶୁନଗଡ଼ିଆର କମଲ ଜେନା, ଲାଲବଜାରର ବରୁନ…

ଘରେ ନିଆଁ,ବାହାରେ ଜଗିଥିଲା ହାତୀ

ବାରିପଦା ଅଫିସ/ବୈଶିଙ୍ଗା,୯ା୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଫୁଲଝରୀ ଗ୍ରାମରେ ଶିମିଳିପାଳରୁ ଆସିଥିବା ଦନ୍ତା ଉତ୍ପାତରେ ଗୋଟିଏ ପରିବାର ସର୍ବସ୍ବାନ୍ତ ହୋଇଛନ୍ତି। ହାତୀ ଯୋଗୁ ନିଆଁ ଲାଗି ତାଙ୍କର ୨ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ଘରେ ନିଆଁ ଜଳୁଥିବା…

ଧରାପଡ଼ିବା ଭୟରେ ପ୍ରେମିକଙ୍କୁ ବାକ୍ସରେ ଲୁଚାଇଲେ ପ୍ରେମିକା

ବାରିପଦା ଅଫିସ,୯ା୭:ମୟୂରଭଞ୍ଜ ଜିଲା ଶୁକୃଳି ବ୍ଲକ ଅଞ୍ଚଳର ଜଣେ ଯୁବତୀ ଧରାପଡ଼ିବା ଭୟରେ ନିଜ ପ୍ରେମିକଙ୍କୁ ବାକ୍ସରେ ଲୁଚାଇ ରଖିବା ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ଅନୁଯାୟୀ, ଯୁବତୀ ଜଣକ…

ସବାଇ ଘାସ: ବର୍ଷକୁ ୩୦୦ କୋଟି କାରବାର

ବାରିପଦା ଅଫିସ, ୮।୭-ମୟୂରଭଞ୍ଜ ଜିଲାରେ ବସବାସ କରୁଥିବା ଗରିବ ଆଦିବାସୀ ପରିବାର ଲୋକେ ସବାଇ ଘାସରୁ ନିଜର ଗୁଜୁରାଣ ମେଣ୍ଟାଉଛନ୍ତି। ସବାଇଘାସରୁ ପ୍ରସ୍ତୁତ ଉନ୍ନତ ମାନର ହସ୍ତତନ୍ତ ସାମଗ୍ରୀର ଦେଶ ବିଦେଶରେ ଚାହିଦା ଥିବାରୁ ଏହାକୁ ଜିଆଇ ଟ୍ୟାଗ୍‌ ପାଇଁ କେନ୍ଦ୍ର…

ବର୍ଷା ଅଭାବ,ପଛେଇଛି କୃଷିକାର୍ଯ୍ୟ

ବାରିପଦା ଅଫିସ, ୭ା୭- ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମୟୂରଭଞ୍ଜ ଜିଲାରେ ଧାନ ଚାଷ ବାଧାପ୍ରାପ୍ତ ହୋଇଛି । ଧାନ ତଳି ପ୍ରସ୍ତୁତ ହୋଇସାରିଥିବା ବେଳେ ପାଣି ଅଭାବରୁ ଚାଷ କାର୍ଯ୍ୟ ଆଗେଇ ପାରୁନାହିଁ । ଫଳରେ ଚାଷୀକୂଳ ଆଶଙ୍କାରେ ଦିନ ଗଣୁଛନ୍ତି।…

କାଟି ନେଇଗଲେ ମହିଳାଙ୍କ ମୁଣ୍ଡ

ଠାକୁରମୁଣ୍ଡା,୪ା୭: ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏକ ଧାରୁଆ ଅସ୍ତ୍ରରେ ହତ୍ୟାକାରୀ ମହିଳାଙ୍କ ମୁଣ୍ଡ କାଟି ନେଇଯାଇଥିବା ଜଣାପଡିଛି। ପୋଲିସ ମୁଣ୍ଡବିହୀନ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri