ଛାତ୍ରୀଙ୍କୁ ବଳାତ୍କାର କରି ଜେଲଗଲେ ଟିଉସନ ସାର୍
ଠାକୁରମୁଣ୍ଡା,୧ା୭: ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳର ଜନୈକା ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଯୁବକଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ୨୫ ବର୍ଷୀୟ ଯୁବକ ଜଣକ ନାବାଳିକାଙ୍କୁ ଟିୟୁସନ…
ବିଶ୍ୱରୂପା ମହାନ୍ତିଙ୍କୁ ୟୁଏଇର ଗୋଲ୍ଡେନ୍ ଭିଜା
ଭୁବନେଶ୍ୱର, ୧।୭(ବ୍ୟୁରୋ): ମୟୂରଭଞ୍ଜ ଜିଲା ବାରିପଦାର କଳାକାର ବିଶ୍ୱରୂପା ମହାନ୍ତିଙ୍କୁ ୟୁଏଇର ସମ୍ମାନଜନକ ଗୋଲଡେନ୍ ଭିଜା ମିଳିଛି। ୟୁଏଇ ସରକାରଙ୍କ ପକ୍ଷରୁ ତାଙ୍କୁ ୧୦ ବର୍ଷ ଲାଗି ଏହି ଭିଜା ପ୍ରଦାନ କରାଯାଇଛି। ଗୋଲଡେନ୍ ଭିଜା ପାଇଥିବା ବ୍ୟକ୍ତି କୌଣସି ଜାତୀୟ…
ଗଡୁନି ବସ୍, ଦୁର୍ଦ୍ଦିନରେ ନିର୍ଭରଶୀଳ ପରିବାର
ବାରିପଦା ଅଫିସ,୨୯।୬- କରୋନାର ଦ୍ୱିତୀୟ ଲହର ସଂକ୍ରମଣ ପାଇଁ ସବୁଆଡ଼େ ଯାତ୍ରୀବାହୀ ବସ୍ ବନ୍ଦ ହୋଇଛି। ମୟୂରଭଞ୍ଜ ଜିଲାରେ ମଧ୍ୟ ଶହ ଶହ ଯାତ୍ରୀବାହୀ ବସ୍ ଛିଡା ହୋଇଛି। ଲକ୍ଡାଉନ ପାଇଁ ବସଷ୍ଟାଣ୍ଡ ଜନଶୂନ୍ୟ ହୋଇପଡିଥିବା ବେଳେ ବସ ମାଲିକଙ୍କ ମେରୁଦଣ୍ଡ…
ଜାଲରେ ପଡ଼ିଲା ହରିଣ, ଉଦ୍ଧାର କଲେ ଗ୍ରାମବାସୀ
ବାରିପଦା ଅଫିସ,୨୭ା୬: ଶିମିଳିପାଳ ଅଭୟାରଣ୍ୟରୁ ଶିକାରୀଙ୍କ କବଳରୁ ଖସି ଆସିଥିବା ହରିଣଟି ରବିବାର ଭୋର୍ରୁ ଜାଲରେ ଛନ୍ଦି ହୋଇପଡ଼ିଛି। ବାରିପଦା ବନଖଣ୍ଡ ଅଧୀନ ପିଠାବଟା ରେଞ୍ଜ ଦନାମାରା ଗ୍ରାମ ରତିକାନ୍ତ ବେହେରାଙ୍କ ପୋଖରୀ ବାଡ଼ିରେ ଲାଗିଥିବା ଜାଲରେ ହରିଣଟି ଲାଗିରହିଥିଲା। ଏହାକୁ…
କାର୍ଯ୍ୟକ୍ଷମ ହେଲା ଦେଓ ପ୍ରକଳ୍ପ
ବାରିପଦା ଅଫିସ/ଠାକୁରମୁଣ୍ଡା, ୨୬।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ହାତୀବାରିଠାରେ ନିର୍ମାଣାଧୀନ ବହୁ ପ୍ରତିକ୍ଷୀତ ଦେଓ ମଧ୍ୟମ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ପରୀକ୍ଷାମୂଳକ ଭାବେ ପ୍ରକଳ୍ପରୁ କେନାଲରେ ପାଣି ଛଡ଼ାଯାଇଛି। କେନ୍ଦୁଝର ଏମ୍ପି ଚନ୍ଦ୍ରାଣୀ ମୁର୍ମୁ, କରଞ୍ଜିଆ ବିଧାୟିକା…
ନଷ୍ଟ ହେଉଛି ୫.୪୪ କୋଟିର ଟସର
ବାରିପଦା ଅଫିସ, ୨୨।୬-ମହାମାରୀ କରୋନା ଯୋଗୁ କିଣା ବିକା ହୋଇ ନ ପାରି ମୟୂରଭଞ୍ଜ ଜିଲାର ୨୧ ୟୁନିଟରେ ୫କୋଟି ୪୪ଲକ୍ଷ ଟଙ୍କାର ଟସର ପଡ଼ିରହିଛି । ଦୀର୍ଘ ଦିନ ଧରି ଜମା ହୋଇରହିବାରୁ ଏହାର ଗୁଣାତ୍ମକ ମାନ ନଷ୍ଟ ହେବାର…
ରଜରେ ନାବାଳିକାଙ୍କୁ ଗଣବଳାତ୍କାର
ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରବି ଚାତାର୍ଡ…
ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ
ସାରସକଣା,୧୮।୬(ଡି.ଏନ.ଏ.)- ପ୍ରଶାସନର କାର୍ଯ୍ୟଧାରା ଏବଂ ଅପାରଗତାକୁ ପଦାରେ ପକାଇବା ଲକ୍ଷ୍ୟନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଗଁାକୁ ଯିବାକୁ ଭଲ ରାସ୍ତା ଓ ପୋଲ ନ ଥିବାରୁ ସେମାନେ କେନାଲ ପାଣିରେ ପଶି ରୋଗୀ ଭଳି ଜଣେ ଲୋକଙ୍କୁ ଖଟିଆରେ…
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୯୪/୨୧) ରୁଜୁ କରି ସମ୍ପୃକ୍ତ ଜେଲ ଓ୍ବାର୍ଡରଙ୍କୁ ଅଟକ ରଖିଛି। ଅନ୍ୟପକ୍ଷେ ପୋଲିସ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭଉଣୀ ମୃତ, ମାମୁ-ଭାଣିଜୀ ଗୁରୁତର
ଠାକୁରମୁଣ୍ଡା,୧୧ା୬(ଡି.ଏନ୍.ଏ.): ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ସୁନାରିପୋଷି ନିକଟରେ ଶୁକ୍ରବାର ସକାଳେ ଏକ କାର୍ ଦୁର୍ଘଟଣାରେ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଓ କାର୍ ଚଳାଉ ଥିବା ଭାଇଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ଥିବା ଏହି ମାମୁ-ଭାଣିଜୀଙ୍କୁ କଟକ ବଡ଼ ମେଡ଼ିକାଲକୁ…
ବିଦେଶରେ ମୟୂରଭଞ୍ଜ ଛତୁ
ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍ ଚାହିଦା ରହଛି। ଛତୁ ଚାଷ କରି ନିଜେ ସ୍ବାବଲମ୍ବୀ ହେବା ସହିତ ୨୪ଶହରୁ ଊର୍ଦ୍ଧ୍ୱ ସ୍ବୟଂସହାୟିକା ଗୋଷ୍ଠୀ(ଏସଏଚ୍ଜି)ଙ୍କ…
କସିବଣୀ ଗାଁକୁ ଛୁଇଁନି କରୋନା
କୁଆମରା,୧୧।୬(ଡି.ଏନ.ଏ.)- ଦୁଇବର୍ଷ ହେଲା ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଆମରା ପଞ୍ଚାୟତ ଅନ୍ତର୍ଗତ କସିବଣୀ ଗଁାକୁ ଛୁଇଁ ପାରିନାହିଁ। ପ୍ରବାହିତ ନାଲୁହା ନଦୀର ଉପରମୁଣ୍ଡରେ ଅବସ୍ଥିତ ଏହି…
Archives


