ମୟୂରଭଞ୍ଜ

ରେଳ ସଂଗ୍ରହାଳୟ ଲୋକାର୍ପିତ

ବାରିପଦା ଅଫିସ,୧୮।୧୧: ମୟୂରଭଞ୍ଜ ଜିଲା ବାରିପଦାଠାରେ ବହୁ ପ୍ରତୀକ୍ଷିତ ଐତିହ୍ୟ ରେଳ ସଂଗ୍ରହାଳୟ ବୁଧବାର ଲୋକାର୍ପିତ ହୋଇଛି। ଦକ୍ଷିଣପୂର୍ବ ରେଲଓ୍ବେ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ଇଂ.ବିଶ୍ୱେଶ୍ୱର ଟୁଡୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଶିମିଳିପାଳ ବନ୍ଦ

ବାରିପଦା ଅଫିସ,୧୫ା୧୧: ଚଳିତମାସ ୧ ତାରିଖରୁ ଖୋଲିଥିବା ଶିମିଳିପାଳକୁ ପୁଣି ଥରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦିଆଯାଇଛି। ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ ସକାଳୁ ଘନ କୁହୁଡ଼ି ହେଉଛି। ଫଳରେ କିଛି ଦୃଶ୍ୟମାନ ହେଉନି।…

ଧାର, କରଜର ଫସଲ ଧୋଇଗଲା

ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ ୩ ଦିନ ଧରି ଲଗାଣ ବର୍ଷାରେ ପ୍ରାୟ ଉଜୁଡ଼ିଯାଇଛି। ଏହାଦ୍ୱାରା ଋଣ ଶୁଝିବା…

ଭାଇ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ବାରିପଦା ଅଫିସ,୧୩।୧୧: ମୟୂରଭଞ୍ଜ ଜିଲା ବାରିପଦା ଅତିରିକ୍ତ ଜିଲା ଦୌରା ଜଜ୍‌(୧)କୋର୍ଟରେ ଶୁକ୍ରବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଚୌଧୁରୀ ପ୍ରବୀର କୁମାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି । ଏହା…

ଛାତ୍ରବାସରେ ୨ଛାତ୍ର କରୋନା ପଜିଟିଭ୍‌

ଖୁଣ୍ଟା,୧୨।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଅଞ୍ଚଳର ଏକ ହାଇସ୍କୁଲରେ ଅଧ୍ୟୟନରତ ୨ଛାତ୍ର କୋରନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଉକ୍ତ ହାଇସ୍କୁଲ ପରିସର ଛାତ୍ରାବାସରେ ରହି ୮ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ର ଦ୍ୱୟଙ୍କ ଦେହ ଅସୁସ୍ଥ ହେବାରୁ ସେମାନଙ୍କୁ ବିଦ୍ୟାଳୟ ପକ୍ଷରୁ…

ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟିନେଲେ

ବାରିପଦା ଅଫିସ/ବୈଶିଙ୍ଗା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବଡ଼ସାହି-ମାଣତ୍ରୀ ରାସ୍ତାର ମାଳହାତୀଠାରେ ଥିବା ଇଣ୍ଡିଆନ ଅଏଲ୍‌ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ କିଛି ଦୃର୍ବୃତ୍ତ ବନ୍ଧୁକ ଦେଖାଇ ୭ହଜାର ଟଙ୍କା ଲୁଟି ନେଇଛନ୍ତି ା ଏହି ସଂକ୍ରାନ୍ତରେ ପେଟ୍ରୋଲ ପମ୍ପର ମାଲିକ ବୈଶିଙ୍ଗା ଥାନାରେ ଲିଖିତ…

କୂଅରୁ ମିଳିଲା ପ୍ରଥମ ସ୍ତ୍ରୀଙ୍କ ମୃତଦେହ: ସ୍ବାମୀଙ୍କ ସହ ଦ୍ୱିତୀୟ ସ୍ତ୍ରୀ ଅଟକ

ବାରିପଦା ଅଫିସ,୧୧।୧୧: ବାରିପଦା ସଦର ଥାନା ପୋଲିସ ବୁଧବାର ଚନ୍ଦନପୁର ପଞ୍ଚାୟତ ଅଧୀନ ବୈଦ୍ୟପୁର ଗ୍ରାମର ଏକ କୂଅରୁ ଜନୈକା ମହିଳାଙ୍କ ଗଳିତ ମୃତଦେହ ଜବତ କରିଛି। ମହିଳା ଜଣକ ହେଲେ ମୁନସୀ ମାରାଣ୍ଡିଙ୍କ ସ୍ତ୍ରୀ କରମୀ(୪୫)। ଏ ସଂକ୍ରାନ୍ତରେ କରମୀଙ୍କ…

ପୋଲିସ ଉପରକୁ ଅଣ୍ଡାମାଡ଼

ବାରିପଦା ଅଫିସ,୧୧।୧୧: ମୟୂରଭଞ୍ଜ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବୁଧବାର ବାରିପଦା ସ୍ଥିତ ଏସ୍‌ପି ଅଫିସ ଘେରାଉ ସମୟରେ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀମାନେ ପୋଲିସ ଉପରକୁ ଅଣ୍ଡାମାଡ଼ କରିଥିବା ବେଳେ ଠେଲାପେଲାରେ ୨ଜଣ କର୍ମୀ ଆହତ ହୋଇଛନ୍ତି।…

ସାନ ଭାଇଙ୍କୁ କୁରାଢ଼ିରେ ହାଣିଦେଲେ

ଠାକୁରମୁଣ୍ଡା,୯।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ତାଳପଦା ପଞ୍ଚାୟତ ସରାସପୋଷୀ ଗ୍ରାମରେ ମଙ୍ଗଳବାର ବଡ଼ ଭାଇର କୁରାଢ଼ି ଚୋଟରେ ସାନ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲକ୍ଷ୍ମୀଧର ନାଏକ(୫୦)। ଅଭିଯୁକ୍ତ କକା ପୁଅ ଭାଇ କୃଷ୍ଣ ନାଏକ ଫେରାର…

ପାଠ ଛାଡ଼ି ଦାଦନ ଯାଉଛନ୍ତି ଛାତ୍ରୀଛାତ୍ର

ବାରିପଦା ଅଫିସ, ୯ା୧୧-ବାରିପଦା ମ୍ୟୁନସିପାଲିଟି ଅଧୀନ ୯ନଂ. ୱାର୍ଡରେ ବସବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ଛାତ୍ରୀଛାତ୍ରମାନେ ସରକାରୀ ସୁବିଧାରୁ ବଞ୍ଚିିତ ହେଉଛନ୍ତି। ବାସସ୍ଥାନ ପ୍ରମାଣପତ୍ର ନ ଥିବାରୁ ଆଶ୍ରମ ବିଦ୍ୟାଳୟରେ ନାମ ଲେଖାଇ ନ ପାରି ସରକାରୀ ସ୍କୁଲରେ ପାଠପଢୁଛନ୍ତିା ଫଳରେ…

ରେଞ୍ଜର ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ଗିରଫ

କରଞ୍ଜିଆ,୭।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଦୁଧିଆଣି ରେଞ୍ଜର ସରୋଜ ପଣ୍ଡାଙ୍କୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ କରଞ୍ଜିଆ ବନଖଣ୍ଡ ଅଧିକାରୀ ତାଙ୍କୁ ନିଲମ୍ବନ କରାଯାଇଛି। ହାତୀ ଉପଦ୍ରବ ଜନିତ କ୍ଷୟକ୍ଷତିର ସହାୟତା ରାଶି ପ୍ରଦାନ କରିବାରେ ବିଳମ୍ବ ଯୋଗୁ…

ହାଟ ମଝିରେ ସତ୍କାର

ବିଶୋଇ, ୭।୧୧(ଡି.ଏନ.ଏ.): ଜମି ବିବାଦକୁ କେନ୍ଦ୍ର କରି ଅନ୍ତିମ ସଂସ୍କାର କରାଇ ନ ଦେବାରୁ ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତଦେହ ୨୪ ଘଣ୍ଟା ପଡ଼ିରହିଲା। ଶେଷରେ ପୋଲିସ ଫୋର୍ସ ଉପସ୍ଥିତିରେ ସାପ୍ତାହିକ ହାଟ ମଝିରେ ଶବସତ୍କାର କରାଯାଇଛି। ମୟୂରଭଞ୍ଜ ଜିଲା ବିଶୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?