ମୟୂରଭଞ୍ଜ

ଘରକୁ ଫେରିଲେ ଅପହୃତା ଦଶମ ଶ୍ରେଣୀ ଛାତ୍ରୀ

କୁଳିଅଣା,୩ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ଉକ୍ତ ନାବାଳିକାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ବେଳେ ଅପହରଣରେ ସମ୍ପୃକ୍ତ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଦଶମ ଶ୍ରେଣୀରେ…

ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୨।୧୧ ବର୍ଷା ଯୋଗୁ ଜୁନ୍‌ ୧୫ରୁ ବନ୍ଦ ଥିବା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ପ୍ରଥମ ଦିବସରେ ବାରିପଦାର ପିଠାବଟା ଓ ଯଶିପୁରର କାଳିଆଣି ତନଖି ଫାଟକ ଦେଇ ସକାଳ ୬ଟାରୁ ୯ଟା ମଧ୍ୟରେ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧ା୧୧: ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ପର୍ଯ୍ୟଟକମାନେ ସକାଳ ୬ରୁ ୯ଟା ମଧ୍ୟରେ ନିଜ ଗାଡ଼ି ଏବଂ ନାଁ ଠିକଣା ଗେଟ୍‌ରେ ଦାଖଲ କରିବେ। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ବାରିପଦା ପଟରୁ ପିଠାବଟା ଗେଟ୍‌ ଓ…

ଧାନକ୍ଷେତରେ ହାତୀପଲ

ବାରିପଦା ଅଫିସ/ଠାକୁରମୁଣ୍ଡା, ୩୧।୧୦ଡି.ଏନ.ଏ.) ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନରେ ଥିବା ଦୁଧିଆଣୀ ଓ କରଞ୍ଜିଆ ରେଞ୍ଜରେ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି ଚଳାଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଆସିଥିବା ୫୮ଟି ହାତୀ ବିଭିନ୍ନ ଦଳରେ ବିଭକ୍ତ ହୋଇ ଫସଲ ନଷ୍ଟ କରିବା…

ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବାରୁ…

ବାଙ୍ଗିରିପୋଷି,୨୮।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶିମିଳାରେ ଏକ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ପାଇଁ ବଚସାକୁ କେନ୍ଦ୍ରକରି ନିଜ କକାଙ୍କୁ ହାଣି ହତ୍ୟା କରିଛନ୍ତି ପୁତୁରା। ପୋଲିସ ଗୁରୁବାର ଏକ ହତ୍ୟା ମାମଲା (ନଂ.୨୫୨/୨୧) ରୁଜୁ କରି ପୁତୁରା…

ନାବାଳିକାଙ୍କୁ ଅପହରଣ

ବୈଶିଙ୍ଗା,୨୭ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳର ଜନୈକା ୧୭ ବର୍ଷୀୟା ନାବାଳିକା ଗ୍ରାମ ପୋଖରୀକୁ ପାଣି ଆଣିବାକୁ ଯାଇ ଘରକୁ ଫେରିନାହାନ୍ତି। ପରିବାର ଲୋକେ ବହୁ ଖୋଜାଖୋଜି ପରେ ନିରାଶ ହୋଇ ତାଙ୍କୁ କେହି ଅପହରଣ କରି ନେଇଥିବା ଥାନାରେ…

ନାଳ ପାର୍‌ ହେଉଥିବା ବେଳେ ବୁଡ଼ିଗଲେ

ଠାକୁରମୁଣ୍ଡା,୨୪।୧୦(ଡି.ଏନ.ଏ.): ନାଳ ପାର୍‌ ହେଉଥିବା ବେଳେ ଜଣେ ବ୍ୟକ୍ତି ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ମୃତକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମ୍ପାଝର ପଞ୍ଚାୟତ କିରିକିଚିପାଳ ଗ୍ରାମର ଦାମୁ ବିନ୍ଧାଣି। ସୂଚନା ଅନୁଯାୟୀ, ସେ କୌଣସି କାମରେ ଶନିବାର ରାତି…

୨୫ରେ ମୟୂରଭଞ୍ଜ ବନ୍ଦ

ବାରିପଦା ଅଫିସ,୨୪।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରିପଦା ଗସ୍ତ ସମୟରେ ଶୁକ୍ରବାର ଭାଜପା କର୍ମୀମାନଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଭାଜପା ପକ୍ଷରୁ ସୋମବାର ୧୨ ଘଣ୍ଟିଆ ଜିଲା ବନ୍ଦ ଡାକରା ଦିଆଯାଇଛି। ଜିଲା ଭାଜପା (ପୂର୍ବ) ସଭାପତି…

ମୟୂରଭଞ୍ଜରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୨୨।୧୦: ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କରିଛନ୍ତି। ସହିଦ ସ୍ମୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବଣ୍ଟନ କରିଛନ୍ତି। ଏଥିସହ ୨ ହଜାର କୋଟିର ପ୍ରକଳ୍ପ ଆରମ୍ଭ କରିଛନ୍ତି…

ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ବାରିପଦା ଅଫିସ/ଚିତ୍ରଡ଼ା,୨୨ା୧୦(ଡି.ଏନ.ଏ.): କରୋନା କଟକଣା ନ ମାନି ଯାତ୍ରା ପରିବେଷଣ କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସ ‘ଧର୍ତ୍ତୀ ସିର୍ଜନ’ ନାମକ ଏକ ଆଦିବାସୀ ଯାତ୍ରା ପାର୍ଟିର ମାଲିକଙ୍କୁ ଗିରଫ କରିବା ସହ ୬ ଆୟୋଜକଙ୍କ ନାମରେ ମାମଲା…

ଗାଡ଼ି, ଟଙ୍କା ଛାଡ଼ି ପଳାଇଲେ ଲୁଟେରା

ଉଦଳା,୨୦ା୧୦(ଡି.ଏନ.ଏ.): ଜଣେ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଝାମ୍ପି ନେଇ ପଳାଉଥିବା ବେଳେ ଲୋକେ ପିଛା କରିବାରୁ ୨ ଦୁର୍ବୃତ୍ତ ଲୁଟ ଟଙ୍କା ଓ ଏକ ପଲସର ବାଇକ୍‌ ଛାଡ଼ି ଫେରାର ହୋଇଯିବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ଉଦଳା…

ସଂରକ୍ଷଣ ତାଲିକାକୁ ନେଇ ୨୯୯ ଅଭିଯୋଗ

ବାରିପଦା ଅଫିସ,୨୦।୧୦: ମୟୂରଭଞ୍ଜ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଥିବା ସଂରକ୍ଷଣ ତାଲିକାକୁ ନେଇ ମୋଟ ୨୯୯ଟି ଅଭିଯୋଗ ହୋଇଛି । ୫୬ ଜିଲାପରିଷଦ ଆସନ, ୪୦୪ ସରପଞ୍ଚ ଓ ସମିତି ସଭ୍ୟ ଏବଂ ୫୩୮୩ ୱାର୍ଡସଭ୍ୟ ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?