ଗଛମୂଳରେ ଆଶ୍ରୟ ନେଇଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ଯୁବକଙ୍କ ଜୀବନ
ଠାକୁରମୁଣ୍ଡା,୬।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ତରଡ଼ିଆ ଡ୍ୟାମ ନିକଟରେ ବଜ୍ରପାତରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଆନନ୍ଦପୁର ଥାନା ଅନ୍ତର୍ଗତ ଭୋଗପୁର ଗ୍ରାମର ଅନିଲ କୁମାର ନାଏକ(୨୭) ବୋଲି ଜଣାପଡ଼ିଛି। ଖବରପାଇ ମହୁଲଡିହା…
ଦମକଳ କେନ୍ଦ୍ର ଷ୍ଟାଫ୍ କ୍ୱାର୍ଟର୍ସ ନିର୍ମାଣରେ ଅନିୟମିତତା: ବର୍ଷକ ପରେ ତଦନ୍ତ ଆରମ୍ଭ
କପ୍ତିପଦା,୫।୫(ଡି.ଏନ.ଏ)-ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଞ୍ଚଳରେ ଥିବା ଦମକଳ କେନ୍ଦ୍ରର ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଲାଗି କ୍ୱାର୍ଟର୍ସ ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ତତ୍କାଳୀନ ବାଲେଶ୍ୱର ଜୋନ ଡିଏଫ୍ଓ ପୁରନ ସରେନ ଅଭିଯୋଗ କରିଥିଲେ। ଅଟକଳକୁ ଅଣଦେଖା କରି…
ଆଖି ବୁଜିଲେ ବଳାତ୍କାର ଶିକାର ନାବାଳିକା
ବାରିପଦା ଅଫିସ, ୩ା୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ବଳାତ୍କାର ପୀଡିତାଙ୍କ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ମୃତ୍ୟୁ ଘଟିଛି। ଏନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ରଙ୍ଗାମାଟିଆ ଅଞ୍ଚଳର ବାହାଦୂର ଚପିଆର(୨୦)…
କ୍ୱାରେଣ୍ଟିନ୍ ସେଣ୍ଟରରୁ ୩୪ ପ୍ରବାସୀ ଫେରାର
ସାରସକଣା,୨।୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟ କ୍ୱାରେଣ୍ଟିନ୍ ସେଣ୍ଟରରୁ ୩୪ ପ୍ରବାସୀ ଫେରାର ହୋଇଯାଇଛନ୍ତି। ଏନେଇ ସାରସକଣା ବିଡ଼ିଓ ସଂଗ୍ରାମ କେଶରୀ ଭୋଳ ୨ ଜଣ ପ୍ରବାସୀଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ…
ହେଲମେଟ ପିନ୍ଧି ନ ଥିବାରୁ ଫାଇନ ଗଣିଲେ ଟ୍ରକ୍ ଡ୍ରାଇଭର
ଚିତ୍ରଡ଼ା,୧।୫: ୨ ହଜାର ଟଙ୍କା ଲାଞ୍ଚ ମାଗି ବିଫଳ ହେବାରୁ ଜଣେ ପୋଲିସ ଏସ୍ଆଇ ଦେଖାଇଛନ୍ତି ଦବଙ୍ଗଗିରି। ସିଟ୍ବେଲ୍ଟ ସହ ହେଲମେଟ ପିନ୍ଧି ନ ଥିବା କହି ଟ୍ରକ୍ ଡ୍ରାଇଭରଙ୍କ ନାମରେ ଚାଲାଣ କାଟିଛନ୍ତି। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି…
ବନ୍ଦ ହେଲା ଶିମିଳିପାଳ ଅଭୟାରଣ୍ୟ
ବାରିପଦା ଅଫିସ, ୧।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ବନ୍ଦ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟର ବନ୍ୟଜନ୍ତୁ ଏବଂ ପାଦଦେଶରେ ବସବାସ କରୁଥିବା ଗ୍ରାମବାସୀଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା କରି ଶିମିଳିପାଳ ବ୍ୟାଘ୍ର…
୫ଦିନ ଧରି ନାବାଳିକାଙ୍କୁ ବଳାତ୍କାର
ବାରିପଦା ଅଫିସ, ୧।୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୫ଦିନ ଧରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକା ବାପାଙ୍କ ଅଭିଯୋଗ ଅନୁଯାୟୀ ପୋଲିସ ଏକ ମାମଲା(ନଂ. ୪୮/୨୧) ରୁଜୁ କରି ଅଭିଯକ୍ତ ଯୁବକଙ୍କୁ ଗିରଫ କରି…
ଘରର ଆଜ୍ବେଷ୍ଟସ୍ ଉଡ଼ାଇ ନେଲା କାଳବୈଶାଖୀ
ଠାକୁରମୁଣ୍ଡା,୧।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଞ୍ଚଳରେ ଶୁକ୍ରବାର ରାତିରେ କାଳବୈଶାଖୀ ପ୍ରଭାବରେ ଅନେକ କ୍ଷୟକ୍ଷତି ହୋଇଛି। ପ୍ରବଳ ବେଗରେ ପବନ ଯୋଗୁ ଅନେକ ଲୋକଙ୍କ ଘର ଛପର ଉଡ଼ିଯାଇଛି। କେନ୍ଦୁଜିଆଣି ପଞ୍ଚାୟତ ଡୁମୁରିଆ ଗ୍ରାମର ପର୍ଶୁରାମ ନାୟକଙ୍କ ଘରର ଆଜବେଷ୍ଟସ୍…
ସ୍ତ୍ରୀଙ୍କ ପାଇଁ ହାତ ପାତୁଛନ୍ତି ସ୍ବାମୀ
କୁଆମରା, ୩୦।୪ (ଡି.ଏନ.ଏ.)-କର୍କଟ ରୋଗାକ୍ରାନ୍ତ ସ୍ତ୍ରୀଙ୍କୁ ଭଲ କରିବା ପାଇଁ ସ୍ବାମୀ ବାରଦୁଆର ବୁଲି ବୁଲି ଅର୍ଥ ଭିକ୍ଷା କରୁଛନ୍ତି। ଚିକିତ୍ସା ପାଇଁ ଅର୍ଥ ଯୋଗାଡ଼ କରି ନ ପାରି ସହାୟତା ପାଇଁ ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ବ୍ୟକ୍ତିଙ୍କଠାରେ ହାତ…
ଜୀବନ ବଞ୍ଚାଉଛି ଚୁଆପାଣି
କପ୍ତିପଦା,୨୯ା୪(ଡି.ଏନ୍.ଏ.)- ମୟୂୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶରତ ପଞ୍ଚାୟତର ଅଶ୍ୱକୋଟୀ ସାରଜମଡ଼ି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଏଠାରେ ବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ୩୦୦ ଊର୍ଦ୍ଧ୍ୱ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର
ରାଇରଙ୍ଗପୁର,୨୮ା୪: ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବହଳଦା ଥାନା ଅନ୍ତର୍ଗତ ଟାଙ୍ଗରଯୋଡ଼ା ଗ୍ରାମର ବୋଲି ଜଣାପଡ଼ିଛି। ପୋଲିସ ପୀଡ଼ିତା ଏବଂ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଇଛି।…
ଶୋଇବା ଘରେ ୧୪ ଫୁଟ୍ର ଅହିରାଜ
ବାଙ୍ଗିରିପୋଷି,୨୭।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅନ୍ତର୍ଗତ ନିଶ୍ଚିନ୍ତା ଗ୍ରାମର ଅଧ୍ୟାପକ ଅଶୋକ କୁମାର ମହାପାତ୍ରଙ୍କ ଶୋଇବା ଘରୁ ୧୪ ଫୁଟ ଲମ୍ବ ଏକ ଅହିରାଜ ସାପ ଉଦ୍ଧାର ହୋଇଛି। ସ୍ନେକ୍ ହେଲ୍ପ ଲାଇନ୍ ଟିମ୍ ସଦସ୍ୟଙ୍କ ସହଯୋଗରେ ବନ କର୍ମଚାରୀମାନେ…
Archives


