ମୟୂରଭଞ୍ଜ

ଜେଜେମା’ଙ୍କ ଭରସାରେ ୪ ଅନାଥ ଭଉଣୀ

ଠାକୁରମୁଣ୍ଡା,୪ା୧୦(ଡି.ଏନ.ଏ.)- ମା’ ବାପା ଆରପାରିରେ। ଜେଜେମା’ଙ୍କ ଭରସାରେ ଅସହାୟ ଜୀବନ ବିତାଉଛନ୍ତି ୪ ଅନାଥ ଭଉଣୀ। ମାସକୁ ୩୫ କିଲୋ ଚାଉଳ ଓ ୫୦୦ ଟଙ୍କା ଭତ୍ତାରେ ଚଳୁଛନ୍ତି ୫ ପ୍ରାଣୀ। ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ମହୁଲଡ଼ିହା ପଞ୍ଚାୟତର…

୫ ଘଣ୍ଟା ପରେ ଉଦ୍ଧାର ହେଲା ହାତୀ

ବାଙ୍ଗିରିପୋଷି,୩।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅଧୀନ ଧୋବଣୀଶୋଳ ପଞ୍ଚାୟତ ଟେମ୍ବଟଲା ଗାଁରେ ଏକ ପରିତ୍ୟକ୍ତ କୂଅରେ ଖସିପଡ଼ିଥିବା ହାତୀକୁ ଉଦ୍ଧାର କରାଯାଇଛି। ଶିମିଳିପାଳ ଅଭୟାରଣ୍ୟରୁ କିଛି ହାତୀ ପାହାଡ଼ ତଳକୁ ଓହ୍ଲାଇ ଗଁା ଆଡ଼କୁ ଚାଲି ଆସିଥିଲେ। ହେଲେ ହାତୀଟି…

ପୁଣି ଚମକିଲେ ମୟୂରଭଞ୍ଜର ଶ୍ରେୟାଂସୀ

ବିଶୋଇ, ୩।୧୦(ଡି.ଏନ.ଏ.): ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସ ପରେ ଇଣ୍ଟରନ୍ୟାଶନାଲ ବୁକ୍‌ ଅଫ ରେକଡ୍ସରେ ସ୍ଥାନ ପାଇ ଗୌରବ ଆଣିଛନ୍ତି ମୟୂରଭଞ୍ଜର କୁନି ଝିଅ ଶ୍ରେୟାଂସୀ ମହାନ୍ତ। ରରୁଆଁ ବ୍ଲକର ଘାଗରାବେଡା ପଞ୍ଚାୟତ ବାଟିସାହି ଗ୍ରାମର ଶ୍ରେୟାଂସୀଙ୍କୁ ମାତ୍ର ୩ବର୍ଷ। ଜାତୀୟ…

ସୁରକ୍ଷା ଖୋଜୁଛନ୍ତି ଗେଣ୍ଡାଳିଆ

ବେତନଟୀ,୧।୧୦(ସ୍ବ.ପ୍ର.)-ଅନେକ ସଚେତନା ପରେ ବି କିଛି ଲୋକ ସୁଧୁରୁ ନାହାନ୍ତି। ବିଲୁପ୍ତ ପ୍ରଜାତିର ପକ୍ଷୀମାନଙ୍କୁ ସେମାନେ ଶିକାର କରୁଛନ୍ତି। ବନବିଭାଗ କର୍ମଚାରୀଙ୍କୁ ଚକ୍‌ମା ଦେଇ ଶିକାରୀମାନେ ଦିନକୁ ଦିନ ନିଜର ପଞ୍ଝା ମେଲାଇ ଚାଲିଛନ୍ତି। ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ…

ନାବାଳିକା ବଳାତ୍କାରୀଙ୍କୁ ୬ବର୍ଷ କାରାଦଣ୍ଡ

ବାରିପଦା ଅଫିସ,୨୯ା୯: ମୟୂରଭଞ୍ଜ ଜିଲା ବାରିପଦା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ଏକ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି । ଜଜ୍‌ ମହେନ୍ଦ୍ର କୁମାର ସୂତ୍ରଧର ଏହାର ବିଚାର କରି ଦୋଷୀ ସୁନାରାମ ଟୁଡୁ(୨୨)ଙ୍କୁ ୬ବର୍ଷ କାରାଦଣ୍ଡ ଶୁଣାଣି କରିଛନ୍ତି। ଏହାସହ…

କ୍ଷତି ସହୁଛନ୍ତି କଖାରୁ ଚାଷୀ

ଠାକୁରମୁଣ୍ଡା,୨୬।୯(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରେ କଖାରୁ (ବୋଇତାଳୁ) ଚାଷ କରିଥିବା ଚାଷୀ ଚଳିତ ବର୍ଷ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। ଲଘୁଚାପ ବର୍ଷା ଯୋଗୁ ଫଳ କମିଯିବା ସାଙ୍ଗକୁ କମ୍‌ ଓଜନର ଫଳ ଫଳିଛି। ଉତ୍ପାଦନ…

ପୌରପାଳିକା ହାତରେ ଦେବୋତ୍ତର ବିଭାଗ ରାଜସ୍ୱ

ବାରିପଦା ଅଫିସ,୨୫।୯- ମୟୂରଭଞ୍ଜ ଜିଲାରେ ଥିବା ମଠ ମନ୍ଦିର ସମ୍ପତ୍ତିିରୁ ମ୍ୟୁନିସିପାଲିଟି ପକ୍ଷରୁ ଟିକସ ଆଦାୟ କରାଯାଇ ସହରବାସୀଙ୍କ କ୍ଷେତ୍ରରେ ବିନିଯୋଗ କରାଯାଉଛି। ମାତ୍ର ମଠମନ୍ଦିର ସୁରକ୍ଷା ଓ ଠାକୁରଙ୍କ ଦାୟିତ୍ୱରେ ଥିବା ଦେବୋତ୍ତର ଅଧିକାରୀମାନେ ସଠିକ ଧ୍ୟାନ ଦେଉ ନ…

କିଚକେଶ୍ୱରୀ ମନ୍ଦିରରେ ଫାଟ

କରଞ୍ଜିଆ,୨୫।୯- ମୟୂରଭଞ୍ଜ ଜିଲାର ସର୍ବ ପୁରାତନ ଖିଚିଂସ୍ଥିତ କିଚକେଶ୍ୱରୀ ମନ୍ଦିରର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ବର୍ଷା ହେଲେ ମା’ଙ୍କ ମନ୍ଦିର ଚଟାଣରେ ପାଣି ଝରି ପଡ଼ୁଛି। ପାଣି ଝରୁଥିବା ସ୍ଥାନରେ ଶିଉଳି ଲାଗିଥିବା ଦେଖିବାକୁ ମିଳିଛି। ଫଳରେ କଳା…

ଟଳିଲା ଜମ୍ଭୀରା ବିପଦ -ବନ୍ୟାଞ୍ଚଳ ବୁଲିଲେ ବିଜେଡି ରାଜ୍ୟ ସମ୍ପାଦକ

ବାରିପଦା ଅଫିସ,୨୪ା୯- ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ଜମ୍ଭୀରା ନଦୀ ଓ ମହାନ୍ତି ନାଳରେ ସୃଷ୍ଟି ହୋଇଥିବା ବନ୍ୟା ବିପଦ ଟଳିଛି। ଉପରମୁଣ୍ଡରେ ବର୍ଷା କମି ଥିବାରୁ ନଦୀର ଜଳପତ୍ତନ ହ୍ରାସ ପାଇଛି। ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଥିବା…

ଉଛୁଳିଲା ଜମ୍ଭୀରା ନଦୀ

ବାରିପଦା ଅଫିସ,୨୩ା୯: ଲଘୁଚାପ ଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲାର ତିନୋଟି ବ୍ଳକ ଅଞ୍ଚଳ ପ୍ରଭାବିତ ହୋଇଛି। ରାସଗୋବିନ୍ଦପୁର, ଶୁଳିଆପଦା ଓ ମୋରଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ବନ୍ୟାଜଳ ପ୍ରବେଶ କରି ବ୍ୟାପକ କ୍ଷୟକ୍ଷତି ଘଟିଛି। ଧାନ ଓ ପରିବା ଚାଷ…

ଦମ୍ପତିଙ୍କଠାରୁ ଝାମ୍ପିନେଲେ ୩.୫୦ ଲକ୍ଷ

ବାରିପଦା ଅଫିସ/ଉଦଳା,୨୩।୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ବିସିପୁର-ଧାନଘେରା ରାସ୍ତାରେ ଏକ ଦମ୍ପତିଙ୍କଠାରୁ ୩ ଲକ୍ଷ ୫୦ହଜାର ଟଙ୍କା ଭର୍ତ୍ତି ବ୍ୟାଗ୍‌ ଦୁର୍ବୃତ୍ତମାନେ ଝାମ୍ପି ନେଇଛନ୍ତି। ପ୍ରକାଶ ଯେ, ଧାନଘେରା ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରତିକାନ୍ତ ବେହେରା ସ୍ତ୍ରୀଙ୍କ ସହ…

ସ୍ତ୍ରୀଙ୍କୁ ପିଟି ପିଟି ମାରିଦେଲେ

କପ୍ତିପଦା,୨୨।୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ପେଡାଗଡି ପଞ୍ଚାୟତ କରପଦା ଗ୍ରାମରେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟା ଅଭିଯୋଗରେ ପୋଲିସ ସ୍ବାମୀ କାହ୍ନୁ ହାଁସଦାଙ୍କୁ ଗିରଫ କରିଛି। ମୃତ ମହିଳା ହେଲେ ଫୁଲ ହାଁସଦା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?