ଭଙ୍ଗା କୁଡ଼ିଆରେ ବୃଦ୍ଧ ଦମ୍ପତି
ଚିତ୍ରଡ଼ା,୧୦।୪(ଡି.ଏନ.ଏ.)- ପ୍ରଶାସନିକ ଅବହେଳା କାରଣରୁ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ଗ୍ରାମର ବୃଦ୍ଧ ଦମ୍ପତି ପ୍ରସାଦ ବେହେରା ଓ ତାଙ୍କ ସ୍ତ୍ରୀ ଭଙ୍ଗାକୁଡ଼ିଆରେ ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି। ଗରିବ ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁ…
ଟୋଲ୍ଗେଟ୍କୁ ନେଇ ବଢ଼ିଲା ଅସନ୍ତୋଷ
ବାରିପଦା ଅଫିସ,୮।୪- ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୧୮ ଓ ୪୯ନଂ. ଜାତୀୟ ରାଜପଥର ୩ଟି ସ୍ଥାନରେ ଟୋଲଗେଟ୍ ନିର୍ମାଣ ପରେ ଶୁଳ୍କ ଆଦାୟ ଆରମ୍ଭ ହୋଇଛି। ଜିଲାବାସୀ ଉକ୍ତ ରାଜପଥ ଦେଇ ମୁଖ୍ୟାଳୟକୁ ଆସିବାକୁ ହେଲେ ଦୁଇଟି ଗେଟରେ ଶୁଳ୍କ…
କୁଟୁରା ମାଂସ ଖାଇବା ଆଶାରେ ରହିଗଲା
ଠାକୁରମୁଣ୍ଡା,୪ା୪: ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଧୀନ କେନ୍ଦୁମୁଣ୍ଡି ସଂରକ୍ଷିତ ଜଙ୍ଗଲ(୨)ରୁ କୁଟୁରା ଶିକାର ଅଭିଯୋଗରେ ବନ ବିଭାଗ ୬ଜଣ ଶିକାରୀଙ୍କୁ ଗିରଫ କରିଛି। ବନ ବିଭାଗ ଅଧିକାରୀମାନେ ୧୨ କିଲୋ କୁଟୁରା ମାଂସ ଓ ଶିକାରରେ ବ୍ୟବହୃତ…
ମାଂସ ଭାଗବଣ୍ଟା ବେଳେ ୬ ଶିକାରୀଙ୍କୁ ଗିରଫ କଲେ ବନ କର୍ମଚାରୀ
ଠାକୁରମୁଣ୍ଡା,୪।୪ (ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ କେନ୍ଦୁମୁଣ୍ଡି ସଂରକ୍ଷିତ ଜଙ୍ଗଲ (୨) ଭିତରୁ ୬ ଶିକାରୀଙ୍କୁ ଗିରଫ କରାଯାଇଛି। ଏହା ସହ କୁଟୁରା ମାଂସ ଜବତ ହୋଇଛି। କୁଟୁରା ଶିକାର କରି ଜଙ୍ଗଲ ଭିତରେ ମାଂସ…
ଗଛରେ ପିଟିହେଲା କୁକୁଡ଼ା ବୋଝେଇ ଭ୍ୟାନ: ଡ୍ରାଇଭର ମୃତ, ହେଲପର ଗୁରୁତର
ଠାକୁରମୁଣ୍ଡା,୪।୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ଚାଇଁବାଇଁସି ପେଟ୍ରୋଲ ପମ୍ପ ନିକଟରେ ରବିବାର ସକାଳେ ଏକ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଶାଳ ଗଛରେ ପିଟି ହେବାରୁ ଭ୍ୟାନ ଭିତରେ ଚାପି ହୋଇ…
ଲିଭୁନି ଶିମିଳିପାଳ ନିଆଁ
ବାରିପଦା ଅଫିସ,୪।୪: ଶିମିଳିପାଳରେ ଦିନରାତି ନିଆଁ ଜଳୁଛି। ସବୁଜ ସୁନ୍ଦର ଏହି ଅଭୟାରଣ୍ୟକୁ ଗ୍ରାସ କରିଚାଲିଛି ବାନାଗ୍ନି। ସରୀସୃପଠାରୁ ଆରମ୍ଭ କରି ବନ୍ୟଜନ୍ତୁମାନେ ନିଆଁ ଯୋଗୁ ବେଶ୍ ପ୍ରଭାବିତ ହୋଇଛନ୍ତି। ଗତ ୪ ଦିନ ହେଲା ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ନିଆଁ…
ଶିମିଳିପାଳ ଅଭୟାରଣ୍ୟ:୫୧ ସ୍ଥାନରେ ଲାଗିଛି ନିଆଁ
ବାରିପଦା ଅଫିସ,୩।୪-ଜାତୀୟ ଉଦ୍ୟାନ ଶିମିଳିପାଳ ଅଭୟାରଣ୍ୟରେ ଦିନକୁ ଦିନ ନିଆଁ ବଢିବାରେ ଲାଗିଛି। ଏକ ମାସ ଧରି ଅଭୟାରଣ୍ୟ ଜଳୁଥିବା ବେଳେ ଏହାକୁ ଆୟତ୍ତ କରିବାରେ ବନବିଭାଗର ଉଦ୍ୟମ ଫେଲ୍ ମାରିଛି ା ଶୁକ୍ରବାର ୫୧ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡିବା…
ପାଣି କୁଣ୍ଡରେ ଗଳିପଡ଼ିଥିଲା ହାତୀ ଛୁଆ, ଭଙ୍ଗା ହେବା ପରେ ଟେକି ନେଲା ମା’
ବାରିପଦା ଅଫିସ,୨।୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଗାଁ ଅମର୍ଦାର ନିକଟରେ ଥିବା ଦଶ ଫୁଟ ଗଭୀର ପାଣି କୁଣ୍ଡ ଭିତରୁ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ଶୁକ୍ରବାର ଭୋରୁ ହାତୀ ଛୁଆଟି କୁଣ୍ଡରେ ଗଳି ପଡ଼ିଥିବା ଖବର ପାଇ…
୪୭ ସ୍ଥାନରେ ଜଳୁଛି ଶିମିଳିପାଳ
ବାରିପଦା ଅଫିସ,୧ା୪:ମୟୂରଭଞ୍ଜ ଜିଲାକୁ ଘେରି ରହିଥିବା ଜୈବମଣ୍ଡଳ ଶିମିଳିପାଳ ଅଭୟାରଣ୍ୟରେ ନିଅଁା ଜଳୁଛି। ବୁଧବାର ଶିମିଳିପାଳ ଦକ୍ଷିଣ ଡିଭିଜନର ୪୭ଟି ସ୍ଥାନରେ ନିଆଁ ଲାଗିଥିବା ସାଟେଲାଇଟରୁ ପ୍ରାପ୍ତ ତଥ୍ୟରୁ ଜଣାପଡ଼ିଛି। ଡ଼ହଡ଼ହ ଖରା ସହିତ ନିଅଁାର ପ୍ରକୋପରେ ଜୀବଜନ୍ତୁ ଓ ଜନଜୀବନ…
କାଠ ବୋଝେଇ ଟ୍ରାକ୍ଟର ଜବତ: ଜଣେ ଗିରଫ
ଠାକୁରମୁଣ୍ଡା, ୩୧।୩ (ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ନୋଦା ଗ୍ରାମରୁ ବୁଧବାର ଏକ ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ ହୋଇଛି। ଏହି ଘଟଣାରେ ସମ୍ପୂକ୍ତ ଟ୍ରାକ୍ଟର ଡ୍ରାଇଭରଙ୍କୁ ବନ କର୍ମଚାରୀ ଗିରଫ କରିଛି। ସେ…
ଗର୍ଭବତୀଙ୍କୁ ଚଲାଇଥିଲେ ୩ କିଲୋମିଟର
ବାରିପଦା ଅଫିସ/ଉଦଳା,୩୦ା୩(ଡି.ଏନ.ଏ.)-ହେଲ୍ମେଟ ଚେକିଂ ବେଳେ ଜଣେ ଗର୍ଭବତୀଙ୍କ ପ୍ରତି ସମବେଦନା ବଦଳରେ ଦବଙ୍ଗଗିରି ଦେଖାଇବା ମୟୂରଭଞ୍ଜ ଜିଲା ଶରତ ଥାନା ଅଧିକାରିଣୀ ରୀନା ବକ୍ସଲଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଏସ୍ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ…
ହେଲମେଣ୍ଟ, ମାସ୍କ ଚେକିଂ ବେଳେ ପୋଲିସ ମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା; କନଷ୍ଟେବଳ ନିଲମ୍ବିତ, ଡ୍ରାଇଭର କାର୍ଯ୍ୟରୁ ପ୍ରତ୍ୟାହାର
ଠାକୁରମୁଣ୍ଡା, ୩୦।୩ (ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ପୋଲିସର ଏକ ଅମାନୁଷିକତା ଘଟଣା ପଦାକୁ ଆସିଛି। ହେଲମେଣ୍ଟ ଓ ମାକ୍ସ ଚେକିଂ ସମୟରେ ପୋଲିସର ଲାଠି ମାଡରେ ଜଣେ ବାଇକ ଚାଳକଙ୍କ ମୁଣ୍ଡ ଫାଟି ଲହୁଲୁହାଣ ହୋଇଛନ୍ତି। ଘଟଣା ପରେ ସ୍ଥାନୀୟ…
Archives


