ମୟୂରଭଞ୍ଜ

କାମରେ ଲାଗୁନି ରାତ୍ର ଆଶ୍ରୟସ୍ଥଳୀ

ବାରିପଦା ଅଫିସ,୧୯।୧୨: ମୟୂରଭଞ୍ଜ ଜିଲା ମୁଖ୍ୟାଳୟକୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଶ୍ରମିକ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ରହିବା ପାଇଁ ନାଇଟ୍‌ ସେଲ୍‌ଟର(ରାତ୍ର ଆଶ୍ରୟସ୍ଥଳୀ) ବ୍ୟବସ୍ଥା ରହିଛି। କୌଣସି ବ୍ୟକ୍ତି ରାତିରେ ଖୋଲା ଆକାଶ କିମ୍ବା ଫୁଟପାଥ୍‌ରେ ନ ରହିବାକୁ ଜିଲା…

ନକଲି ନୋଟ କାରବାର କରୁଥିଲେ: ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ

ବାରିପଦା ଅଫିସ,୧୭।୧୨: ବାରିପଦା ସହରରେ ନକଲି ନୋଟ କାରବାର କରୁଥିବା ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାନ୍ତ ବୋହଡ଼ାଗୁଡ଼ା ଅଞ୍ଚଳର ରକ୍ଷାହରୀ ରଣା ଓ ରାସ…

‘ଅଣ୍ଟାରେ ବଳ ଥିବା ଯାଏ ଖଟିବି’

ବାରିପଦା ଅଫିସ,୧୬ା୧୨-ଅନ୍ୟକୁ ହାତ ପତାଇବି ନାହିଁ, ଅଣ୍ଟାରେ ବଳ ଥିବା ଯାଏ ଖଟିବି। ଏହି ଦୃଢ ମନୋବଳ ଓ ଇଚ୍ଛା ଶକ୍ତି ହିଁ ତାଙ୍କ ବାର୍ଦ୍ଧକ୍ୟ ଆଗରେ ହାର ମାନିଛି । ଦୀର୍ଘ ଦିନର ବୃତ୍ତିକୁ ଆପଣାଇ ୮୦ ବର୍ଷ ବୟସରେ…

କ୍ୟାନ୍‌ସର ପୀଡିତଙ୍କ ପାଇଁ କେଶ ଦାନ

ବାରିପଦା ଅଫିସ,୧୫ା୧୨- ଶରୀରର ପ୍ରତ୍ୟେକଟି ଅଙ୍ଗକୁ ଦାନ କରିବା ପାଇଁ ରହିଛି ଇଚ୍ଛାଶକ୍ତି। ଚକ୍ଷୁଦାନ ଲାଗି ସ୍ବିକୃତୀ ଦେଇ ସାରିବା ପରେ ଏବେ କ୍ୟାନସର ପୀଡ଼ିତଙ୍କ ପାଇଁ ନିଜ କେଶକୁ ଦାନ କରି ଚର୍ଚ୍ଚାକୁ ଆସିଛନ୍ତି ଜଣେ କଲେଜ ଛାତ୍ରୀ। ମୃତ୍ୟୁ…

ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ

ଠାକୁରମୁଣ୍ଡା,୧୨ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେନ୍ଦୁଜିଆଣି ପଞ୍ଚାୟତ ଢ଼ିପାସାହିଠାରେ ଥିବା ସ୍ବାଧୀନତା ସଂଗ୍ରାମୀ ତଥା ଆଦିବାସୀ ନେତା ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିକୁ କେହି ଦୁର୍ଦୃତ୍ତ ଭାଙ୍ଗି ଦେଇଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସୂଚନା ଅନୁଯାୟୀ,…

ରାଇରଙ୍ଗପୁରରେ ଓଲଟିଲା ବସ୍‌: ୨୦ରୁ ଊର୍ଦ୍ଧ୍ୱ ଆହତ

ରାଇରଙ୍ଗପୁର,୧୦ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାତୀବାରି ଜଙ୍ଗଲ ପାର୍ଶ୍ୱ ରାଜ୍ୟ ରାଜପଥରେ ଗୁରୁବାର ଏକ ଯାତ୍ରୀବାହି ବସ୍‌ ଓଲଟି ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଚିକିତ୍ସା ପାଇଁ…

ବିଚ୍‌ ରାସ୍ତାରେ ଉଲଗ୍ନ କଲେ, ଉଠ୍‌ବସ କରାଇଲେ

ଉଦଳା,୯ା୧୨(ଡି.ଏନ.ଏ.)- ବିଚ୍‌ ରାସ୍ତାରେ ଯୁବକଙ୍କୁ ମାଡ଼। ତାହା ପୁଣି ରାଜ୍ୟ ରାଜପଥରେ ଶତାଧିକ ଲୋକଙ୍କ ସମ୍ମୁଖରେ। ଉଦଳା ଥାନା ପୋଲିସ୍‌ ଘଟଣାସ୍ଥଳରେ ଉପସ୍ଥିତ ଥାଇ ମଧ୍ୟ ନୀରବଦ୍ରଷ୍ଟା ସାଜିଥିଲା। ଆଇନକୁ ହାତକୁ ନେଇ ଜଣେ ଯୁବକଙ୍କୁ ଉଲଗ୍ନ କରି କାନ ଧରାଇ…

ଶଶୁର ହତ୍ୟାକାରୀ ଜ୍ୱାଇଁ ଗିରଫ

ବାରିପଦା ଅଫିସ/ବୈଶିଙ୍ଗା(ଡି.ଏନ୍‌.ଏ.),୮ା୧୨- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖୁଣ୍ଟାପୁର ଗ୍ରାମରେ ଶଶୁରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛି ଜ୍ୱାଇଁ। ଅଭିଯୁକ୍ତ ଜ୍ୱାଇଁ ରାଜୁ ସିଂଙ୍କୁ ଗିରଫ କରିଛି ପୋଲିସ। ତାଙ୍କୁ ବାଲେଶ୍ୱର ଜିଲା ରୂପସା ଥାନା ଅଞ୍ଚଳରୁ ଗିରଫ…

ଝାଡ଼ଖଣ୍ଡୀ ହାତୀଙ୍କ ସହ ସେଲ୍‌ଫି ନେବାକୁ ଯାଇ ହଇରାଣ କରୁଛନ୍ତି ଯୁବକ, ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି

ବାରିପଦା ଅଫିସ,୪ା୧୨-ଝାଡଖଣ୍ଡୀ ହାତୀପଲକୁ ଦେଖିବା ବାହାନାରେ ଜଣେ ଯୁବକ ସେଲଫି ନେବାକୁ ଯାଇ ହାତୀ ଗୋଡାଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓଟି ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ନଡପୁର ଗାଁ ପାଖ ଜଙ୍ଗଲରେ ଉତ୍ତୋଳନ କରାଯାଇଥିବା…

ଦିବ୍ୟାଙ୍ଗ ହୋଇ ବି ସକ୍ଷମ

ବାରିପଦା ଅଫିସ,୩ା୧୨- ଜନ୍ମରୁ ଦୁନିଆର ଆଲୋକ ଦେଖି ପାରି ନ ଥିବା କୁନି ଝିଅ ମନରେ ଅସୁମାରୀ ସ୍ବପ୍ନ। ବଡ଼ ହେଲେ ଅନ୍ୟର ସାହାରା ନ ନେଇ ସମାଜରେ ଉଦାହରଣ ସାଜିବେ ବୋଲି ଦୃଢ଼ ଇଛା ଶକ୍ତି ରଖିଛନ୍ତି ସେ। ନିଜ…

ଧାନ ବୋଝେଇ ଟ୍ରାକ୍ଟରରେ ଲାଗିଲା ନିଆଁ

କପ୍ତିପଦା,୧ା୧୨(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅନ୍ତର୍ଗତ ବିଶୋଳ ଛକରେ ଏକ ଧାନ ବୋଝେଇ ଟ୍ରାକ୍ଟରରେ ସୋମବାର ନିଆଁ ଲାଗି ଯାଇଥିଲା। ବିଶୋଳ ଗ୍ରାମର ଅଞ୍ଜନ ବେହେରା ବିଲରୁ ଧାନ କଳେଇ ବୋଝେଇ କରି ଆସୁଥିବାବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ…

ବାସନା ଧାନରେ ମହକୁଛି ଗାଁ ଦାଣ୍ଡ

ବାରିପଦା ଅଫିସ,୧ା୧୨-ବାସନା ଧାନରେ ମହକୁଛି ଗାଁ ଦାଣ୍ଡ। ସୁଗନ୍ଧରେ ଫାଟି ପଡ଼ୁଛି ପରିବେଶ। ଯାହାଙ୍କ ପାଇଁ ଏହା ସମ୍ଭବ ହୋଇଛି ସେ ଜଣେ ମହିଳା ଚାଷୀ। ନିଜେ ସ୍ବାବଲମ୍ବୀ ହେବା ସହିତ ଅଞ୍ଚଳବାସୀଙ୍କୁ ଚାଷର ପ୍ରଣାଳୀ ଜଣାଇ ସ୍ବତନ୍ତ୍ର ପରିଚୟ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri